Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁଇ ମାସ ମଧ୍ୟରେ 445 ବାଂଲାଦେଶୀଙ୍କୁ ପ୍ରତ୍ୟର୍ପଣ କରାଯାଇଛି : ବିଜିବି
ଆଜିର ଖବର

ଦୁଇ ମାସ ମଧ୍ୟରେ 445 ବାଂଲାଦେଶୀଙ୍କୁ ପ୍ରତ୍ୟର୍ପଣ କରାଯାଇଛି : ବିଜିବି

January 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଳୀ,03/01: ବିଗତ ଦୁଇ ମାସ ମଧ୍ୟରେ 445 ବାଂଲାଦେଶୀ ନାଗରିକଙ୍କୁ ପ୍ରତ୍ୟର୍ପଣ କରାଯାଇଛି । ବର୍ଡର ଗାର୍ଡ ବାଂଲାଦେଶ (ବିଜିବି) ପକ୍ଷରୁ ଶୁକ୍ରବାର ଏହି ଘୋଷଣା କରାଯାଇଛି । ଦେଶରେ ଏନ୍‌ଆରସି ଲାଗୁ କରିବା ନେଇ ସୃଷ୍ଟି ହୋଇଥିବା ଉତ୍ତେଜନା କାରଣରୁ ଏହି 445 ଜଣଙ୍କୁ ପ୍ରତ୍ୟର୍ପଣ କରାଯାଇଛି ବୋଲି ବିଜିବି ମୁଖ୍ୟ ଏମ୍‌ଡି ସଫିନୁଲ୍‌ ଇସ୍‌ଲାମ୍‌ ପ୍ରକାଶ କରିଛନ୍ତି । ନଭେମ୍ବର ଏବଂ ଡିସେମ୍ବରରେ ସମୁଦାୟ 1000 ଲୋକ ଅବୈଧ ଭାବରେ ସୀମା ଅତିକ୍ରମ କରିଥିବା ବେଳେ ତନ୍ମଧ୍ୟରୁ 445 ଜଣଙ୍କୁ ବାଂଲାଦେଶକୁ ଫେରାଇ ଦିଆଯାଇଛି । ପ୍ରତ୍ୟର୍ପଣ କରାଯାଇଥିବା 445 ଜଣଙ୍କ ମଧ୍ୟରୁ ତିନି ଜଣ ମାନବ ଚାଲାଣକାରୀ ରହିଥିବା ଜଣାପଡିଛି । ପ୍ରତ୍ୟର୍ପିତ ବାଂଲାଦେଶୀଙ୍କ ନାମରେ 253ଟି ମାମଲା ରୁଜୁ କରାଯାଇଥିବା ଜଣାପଡିଛି । (ଏଜେନ୍ସୀ)

Share. Facebook Twitter LinkedIn Email WhatsApp Copy Link

Related Posts

ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପରିଚାଳନା କମିଟି ବୈଠକ: ଭୁବନେଶ୍ଵର ସାଂସଦ ଦେଲେ ଏହି ନିର୍ଦ୍ଦେଶ

October 10, 2025

Viksit Odisha 2036: ଭୁବନେଶ୍ୱର ଠାରେ ବିକଶିତ ଭାରତ ଓ ବିକଶିତ ଓଡିଶା ସମ୍ମିଳନୀ ଆୟୋଜିତ

October 10, 2025

Travel Health Clinic: ଏମ୍ସ ଭୁବନେଶ୍ୱରରେ ଟ୍ରାଭେଲ୍ ହେଲ୍ଥ କ୍ଲିନିକ୍ ଜାତୀୟ ସମ୍ମିଳନୀ, ବିଶେଷଜ୍ଞମାନେ କହିଲେ… 

October 10, 2025

Odisha IAS Reshuffle: ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, କେନ୍ଦ୍ରକୁ ଗଲେ ତିନି

October 10, 2025
Latest News

ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପରିଚାଳନା କମିଟି ବୈଠକ: ଭୁବନେଶ୍ଵର ସାଂସଦ ଦେଲେ ଏହି ନିର୍ଦ୍ଦେଶ

October 10, 2025

Viksit Odisha 2036: ଭୁବନେଶ୍ୱର ଠାରେ ବିକଶିତ ଭାରତ ଓ ବିକଶିତ ଓଡିଶା ସମ୍ମିଳନୀ ଆୟୋଜିତ

October 10, 2025

Travel Health Clinic: ଏମ୍ସ ଭୁବନେଶ୍ୱରରେ ଟ୍ରାଭେଲ୍ ହେଲ୍ଥ କ୍ଲିନିକ୍ ଜାତୀୟ ସମ୍ମିଳନୀ, ବିଶେଷଜ୍ଞମାନେ କହିଲେ… 

October 10, 2025

Odisha IAS Reshuffle: ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, କେନ୍ଦ୍ରକୁ ଗଲେ ତିନି

October 10, 2025

ମଦ ବିକ୍ରି ବନ୍ଦ ଦାବିରେ ଉପଜିଲ୍ଲାପାଳଙ୍କୁ ଦାବି ପତ୍ର ପ୍ରଦାନ

October 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.