Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିଏଏକୁ ନେଇ ରାହୁଲ ଗାନ୍ଧୀ ଏବଂ ବିପକ୍ଷ ଦଳଙ୍କୁ ଅମିତ ଶାହାଙ୍କ ଆକ୍ରମଣ
ଆଜିର ଖବର

ସିଏଏକୁ ନେଇ ରାହୁଲ ଗାନ୍ଧୀ ଏବଂ ବିପକ୍ଷ ଦଳଙ୍କୁ ଅମିତ ଶାହାଙ୍କ ଆକ୍ରମଣ

January 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅମିତ ଶାହା ଜାଣିରଖିବା ଉଚିତ ହିନ୍ଦୀ ଭାରତର ଅନ୍ୟତମ ରାଜଭାଷା, ଏହା କେବେବି ଆମର ରାଷ୍ଟ୍ରଭାଷା ନୁହେଁ

ଜୟପୁର,03/01 : ସିଏଏକୁ ନେଇ ରାହୁଲ ଗାନ୍ଧୀ ଏବଂ ବିପକ୍ଷ ରାଜନୈତିକ ନେତାଙ୍କ ଉପରେ ବର୍ଷିଛନ୍ତି ଗୃହମନ୍ତ୍ରୀ ଅମିତ ଶାହା । ରାଜସ୍ଥାନର ଯୋଧପୁରରେ ଏକ ସଭାରେ ଭାଷଣ ଦେଉଥିବା ବେଳେ ଶାହା ବିପକ୍ଷ ନେତାଙ୍କୁ ଆକ୍ରମଣ କରିଛନ୍ତି । ଶାହା କହିଛନ୍ତି, ନାଗରିକତା ସଂଶୋଧନ ଆଇନକୁ ନେଇ ବିରୋଧୀ ଦଳ ଲୋକଙ୍କ ମଧ୍ୟରେ ଭ୍ରମ ସୃଷ୍ଟି କରୁଛନ୍ତି । ରାହୁଲ ଗାନ୍ଧୀଙ୍କ ସମେତ କେଜ୍ରିଓ୍ବାଲ, ମାୟାବତୀ ଏବଂ ମମତା ବାନାର୍ଜୀ ଏହି ଆଇନକୁ ନେଇ ଦେଶବାସୀଙ୍କୁ ଭ୍ରମିତ କରୁଛନ୍ତି ମାତ୍ର ସିଏଏକୁ ନେଇ ବିଜେପି ଏକ ଇଞ୍ଚ ମଧ୍ୟ ପଛକୁ ହଟିବ ନାହିଁ ବୋଲି ଶାହା କହିଛନ୍ତି । ଏହା ସହିତ ଶାହା ରାହୁଲଙ୍କୁ ଆକ୍ରମଣ କରି କହିଛନ୍ତି, ରାହୁଲ ଏହି ଆଇନକୁ ଭଲରେ ପଢିନାହାନ୍ତି । ଯଦି ରାହୁଲ ହିନ୍ଦି ଭାଷାରେ ଲିଖିତ ଆଇନକୁ ବୁଝି ପାରୁନାହାନ୍ତି ତେବେ ଏହି ଆଇନର ଇଟାଲୀ ଭାଷା ଅନୁବାଦ ମୁଁ ରାହୁଲଙ୍କୁ ପ୍ରଦାନ କରିବି ବୋଲି ଶାହା କହିଛନ୍ତି । ଏହା ସହିତ ସିଏଏକୁ ସମର୍ଥନ କରୁଥିବା ଜନ ସାଧାରଣ ଏକ ଦେୟମୁକ୍ତ ନମ୍ବରରେ ମିସ୍‌କଲ୍‌ କରିବା ଶାହା ଅନୁରୋଧ କରିଛନ୍ତି । (ଏଜେନ୍ସୀ)

amitshah jodhpur kejriwal rahulgandhi
Share. Facebook Twitter LinkedIn Email WhatsApp Copy Link

Related Posts

୧୯ରୁ ୨୪ ପ୍ରବଳ ଗ୍ରୀଷ୍ମଲହରୀ: ସ୍କୁଲ ଛୁଟି ଘୋଷଣା

April 19, 2026

ନିର୍ମାଣ ହେବ ହିଟ୍ ୱେଭ୍ ଆଶ୍ରୟସ୍ଥଳୀ

April 18, 2026

୨୦୩୬ ସୁଦ୍ଧା ଓଡ଼ିଶା ହେବ ୫୦୦ ବିଲିଅନ ଡଲାର ଅର୍ଥନୀତିର ରାଜ୍ୟ: ମୁଖ୍ୟମନ୍ତ୍ରୀ

April 18, 2026

Weight Loss Tips: ଚା’ ଓ କଫି ପିଅନ୍ତୁ, ଓଜନ ହ୍ରାସ କରନ୍ତୁ

April 18, 2026
Latest News

୧୯ରୁ ୨୪ ପ୍ରବଳ ଗ୍ରୀଷ୍ମଲହରୀ: ସ୍କୁଲ ଛୁଟି ଘୋଷଣା

April 19, 2026

ନିର୍ମାଣ ହେବ ହିଟ୍ ୱେଭ୍ ଆଶ୍ରୟସ୍ଥଳୀ

April 18, 2026

୨୦୩୬ ସୁଦ୍ଧା ଓଡ଼ିଶା ହେବ ୫୦୦ ବିଲିଅନ ଡଲାର ଅର୍ଥନୀତିର ରାଜ୍ୟ: ମୁଖ୍ୟମନ୍ତ୍ରୀ

April 18, 2026

Weight Loss Tips: ଚା’ ଓ କଫି ପିଅନ୍ତୁ, ଓଜନ ହ୍ରାସ କରନ୍ତୁ

April 18, 2026

ପୂର୍ବତଟ ରେଳପଥ ଦ୍ୱାରା ପୂର୍ବଘାଟ ପର୍ବତମାଳାରେ ରେକର୍ଡ ସଂଖ୍ୟକ ଟନେଲ୍ ନିର୍ମାଣ

April 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.