Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇଞ୍ଜିନ୍‌ରେ ତ୍ରୁଟି କାରଣରୁ 5 ଘଣ୍ଟା ଅଟକିଲା ତପସ୍ବିନୀ ଏକ୍ସପ୍ରେସ୍‌
ଆଜିର ଖବର

ଇଞ୍ଜିନ୍‌ରେ ତ୍ରୁଟି କାରଣରୁ 5 ଘଣ୍ଟା ଅଟକିଲା ତପସ୍ବିନୀ ଏକ୍ସପ୍ରେସ୍‌

January 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର,04/01: ପୁରୀ-ହାଟିଆ ତପସ୍ବିନୀ ଏକ୍ସପ୍ରେସ୍‌ର ଇଞ୍ଜିନ୍‌କରେ ତ୍ରୁଟି ଦେଖାଦେବା କାରଣରୁ ଏହା ପ୍ରାୟ 5 ଘଣ୍ଟା ଅଟକି ରହିଛି । ଅନୁଗୁଳ ବାମୁର ଷ୍ଟେସନ ନିକଟରେ ପ୍ରାୟ 5 ଘଣ୍ଟା ଧରି ଟ୍ରେନ୍‌ ଅଟକିଥିବା ଜଣାପଡିଛି । ଟ୍ରେନ୍‌ର ଉପସ୍ଥିତ ଯାତ୍ରୀ ମାନେ ବିଳମ୍ବ କାରଣରୁ ହଇରାଣ ହୋଇଥିବା ବେଳେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ମଧ୍ୟ ଏହି ଟ୍ରେନ୍‌ରେ ଉପସ୍ଥିତ ଅଛନ୍ତି । ଆରଏସ୍‌ଏସ୍‌ କ୍ଷେତ୍ର ସମ୍ପର୍କ ଅଧିକାରୀ ପ୍ରସନ୍ନ ମିଶ୍ରଙ୍କ ସହିତ ଯାତ୍ରା କରୁଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଟ୍ବିଟ୍ଟର ଜରିଆରେ ଅଭିଯୋଗ କରି ଅସନ୍ତୋଷ ପ୍ରକାଶ ଥିବା ବେଳେ ରେଳବାଇ ପକ୍ଷରୁ କ୍ଷମା ପ୍ରାର୍ଥନା କରାଯାଇଥିଲା ।

tapaswiniexpress
Share. Facebook Twitter LinkedIn Email WhatsApp Copy Link

Related Posts

ଲୋକପ୍ରିୟ ହାସ୍ୟ ଅଭିନେତା ଅସରାନିଙ୍କ ଦେହାନ୍ତ: ଜାଣନ୍ତୁ ତାଙ୍କ ବିଷୟରେ ସବୁ କିଛି

October 20, 2025

ପାର୍ବଣ ଋତୁରେ ଯାତ୍ରୀଙ୍କ ଗତିବିଧିର ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

October 20, 2025

ଫ୍ରାନ୍ସକୁ ଝଟକା ଦେଲା ଏହି ମୁସଲିମ ଦେଶ: ରାଫେଲ ଜେଟ୍ ବଦଳରେ ଚୀନ୍ ଠାରୁ କିଣିବ ଲଢ଼ୁଆ ବିମାନ

October 20, 2025

ଦୀପାବଳି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

October 20, 2025
Latest News

ଲୋକପ୍ରିୟ ହାସ୍ୟ ଅଭିନେତା ଅସରାନିଙ୍କ ଦେହାନ୍ତ: ଜାଣନ୍ତୁ ତାଙ୍କ ବିଷୟରେ ସବୁ କିଛି

October 20, 2025

ନାମାଙ୍କନ ଦାଖଲ କରିବା ମାତ୍ରେ ଆରଜେଡି ପ୍ରାର୍ଥୀଙ୍କୁ ଗିରଫ କଲା ଝାଡ଼ଖଣ୍ଡ ପୋଲିସ: ଜାଣନ୍ତୁ କାରଣ

October 20, 2025

ପାର୍ବଣ ଋତୁରେ ଯାତ୍ରୀଙ୍କ ଗତିବିଧିର ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

October 20, 2025

ଆଇଏନଏସ ବିକ୍ରାନ୍ତରେ ଦେଶପ୍ରେମ ଓ ଆଲୋକର ଉତ୍ସବ ଦୀପାବଳି ପାଳିଲେ ପ୍ରଧାନମନ୍ତ୍ରୀ

October 20, 2025

ପରାଜୟର ହ୍ୟାଟ୍ରିକ୍ ପରେ କିପରି ସେମିଫାଇନାଲରେ ପହଞ୍ଚିପାରିବ ଟିମ୍ ଇଣ୍ଡିଆ?: ଜାଣନ୍ତୁ ସମୀକରଣ

October 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.