Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇଞ୍ଜିନ୍‌ରେ ତ୍ରୁଟି କାରଣରୁ 5 ଘଣ୍ଟା ଅଟକିଲା ତପସ୍ବିନୀ ଏକ୍ସପ୍ରେସ୍‌
ଆଜିର ଖବର

ଇଞ୍ଜିନ୍‌ରେ ତ୍ରୁଟି କାରଣରୁ 5 ଘଣ୍ଟା ଅଟକିଲା ତପସ୍ବିନୀ ଏକ୍ସପ୍ରେସ୍‌

January 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର,04/01: ପୁରୀ-ହାଟିଆ ତପସ୍ବିନୀ ଏକ୍ସପ୍ରେସ୍‌ର ଇଞ୍ଜିନ୍‌କରେ ତ୍ରୁଟି ଦେଖାଦେବା କାରଣରୁ ଏହା ପ୍ରାୟ 5 ଘଣ୍ଟା ଅଟକି ରହିଛି । ଅନୁଗୁଳ ବାମୁର ଷ୍ଟେସନ ନିକଟରେ ପ୍ରାୟ 5 ଘଣ୍ଟା ଧରି ଟ୍ରେନ୍‌ ଅଟକିଥିବା ଜଣାପଡିଛି । ଟ୍ରେନ୍‌ର ଉପସ୍ଥିତ ଯାତ୍ରୀ ମାନେ ବିଳମ୍ବ କାରଣରୁ ହଇରାଣ ହୋଇଥିବା ବେଳେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ମଧ୍ୟ ଏହି ଟ୍ରେନ୍‌ରେ ଉପସ୍ଥିତ ଅଛନ୍ତି । ଆରଏସ୍‌ଏସ୍‌ କ୍ଷେତ୍ର ସମ୍ପର୍କ ଅଧିକାରୀ ପ୍ରସନ୍ନ ମିଶ୍ରଙ୍କ ସହିତ ଯାତ୍ରା କରୁଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଟ୍ବିଟ୍ଟର ଜରିଆରେ ଅଭିଯୋଗ କରି ଅସନ୍ତୋଷ ପ୍ରକାଶ ଥିବା ବେଳେ ରେଳବାଇ ପକ୍ଷରୁ କ୍ଷମା ପ୍ରାର୍ଥନା କରାଯାଇଥିଲା ।

tapaswiniexpress
Share. Facebook Twitter LinkedIn Email WhatsApp Copy Link

Related Posts

ଜୁନ୍ ୬ରେ ଭାରତ-ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ୍: ଜାଣନ୍ତୁ କେବେ ଏବଂ କେଉଁଠାରେ ଲାଇଭ୍ ଷ୍ଟ୍ରିମିଂ

June 2, 2026

ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି, ରାଇରଙ୍ଗପୁରରେ ହେବ ଉତ୍ସବ, ଯୋଗ ଦେବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

June 2, 2026

୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ଫେସବୁକ୍, ୟୁଟୁବ ମନା

June 2, 2026

ଆଜି ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଫାଇନାଲ୍ ମ୍ୟାଚ: ଜାଣନ୍ତୁ ପ୍ଲେଇଂ ଇଲେଭେନ୍

June 2, 2026
Latest News

ଜୁନ୍ ୬ରେ ଭାରତ-ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ୍: ଜାଣନ୍ତୁ କେବେ ଏବଂ କେଉଁଠାରେ ଲାଇଭ୍ ଷ୍ଟ୍ରିମିଂ

June 2, 2026

ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି, ରାଇରଙ୍ଗପୁରରେ ହେବ ଉତ୍ସବ, ଯୋଗ ଦେବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

June 2, 2026

୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ଫେସବୁକ୍, ୟୁଟୁବ ମନା

June 2, 2026

ଆଜି ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଫାଇନାଲ୍ ମ୍ୟାଚ: ଜାଣନ୍ତୁ ପ୍ଲେଇଂ ଇଲେଭେନ୍

June 2, 2026

ବେଦାନ୍ତ ଗ୍ରୁପ୍ ଉପରେ ED ର କାର୍ଯ୍ୟାନୁଷ୍ଠାନ: ଦିଲ୍ଲୀରୁ ମୁମ୍ବାଇ ପର୍ଯ୍ୟନ୍ତ ଚଢାଉ

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.