Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫାଇନାନ୍ସ କର୍ମଚାରୀଙ୍କୁ ଲୁଟ୍ ଘଟଣା : 9 ଆନ୍ତଃଜିଲ୍ଲା ଲୁଟେରା ଗିରଫ
ଆଜିର ଖବର

ଫାଇନାନ୍ସ କର୍ମଚାରୀଙ୍କୁ ଲୁଟ୍ ଘଟଣା : 9 ଆନ୍ତଃଜିଲ୍ଲା ଲୁଟେରା ଗିରଫ

January 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ବ୍ରହ୍ମପୁର, 04/01: ଫାଇନାନ୍ସ କର୍ମଚାରୀଙ୍କୁ ଲୁଟ ଘଟଣାରେ ଗଞ୍ଜାମ ପୋଲିସ୍‌ 9 ଜଣ ଆନ୍ତଃରାଜ୍ୟ ଲୁଟେରାଙ୍କୁ ଗିରଫ କରାଯାଇଛି । ଶୁକ୍ରବାର ଗଞ୍ଜାମ ପୋଲିସ୍‌ ଏହି ରାକେଟ୍‌ର ପର୍ଦ୍ଦାଫାଶ କରିବା ସହିତ 9 ଜଣଙ୍କୁ ଗିରଫ କରିଛି । 9 ଜଣଙ୍କୁ ଗିରଫ କରାଯିବା ସହିତ ପୋଲିସ୍‌ ଦୁଇଟି ଦେଶୀ ବନ୍ଧୁକ, ଗୋଟିଏ ଖେଳଣା ବନ୍ଧୁକ ଏବଂ 16ଟି ମୋବାଇଲ୍‌ ଫୋନ୍‌ ଜବତ କରାଯାଇଛି । ଗିରଫ ଅଭିଯୁକ୍ତଙ୍କ ନିକଟରୁ 6ଟି ସିକ୍ସ ରାଉଣ୍ଡ ଗୁଳି, 4ଟି ଫୋର୍ ରାଉଣ୍ଡ ଗୁଳି, 4ଟି ଖାଲି ଖୋକା ଏବଂ ଏକ ଖଣ୍ଡା ଜବତ କରିଛି । ଏହା ସହିତ ପୋଲିସ୍‌ ଅଭିଯୁକ୍ତଙ୍କ ନିକଟରୁ 4ଟି ବାଇକ୍‌ ଜବତ କରିଛି । ଗିରଫ ଅଭିଯୁକ୍ତ ମାନେ ହେଉଛନ୍ତି ଯୋଗୀ ଗୌଡ, ଶିବରାମ ଦାସ, ସୁନିଲ ମହାନ୍ତି, ଅଶ୍ବିନୀ ଗୌଡ, ତନୁଜା ସ୍ବାଇଁ, ମନୋଜ ଗୌଡ, ଭାରତ ପ୍ରଧାନ, ସଞ୍ଜୟ ନାୟକ । ଏହା ବ୍ୟତିତ ଗିରଫଙ୍କ ମଧ୍ୟରେ ଜଣେ ନାବାଳକ ରହିଥିବା ସୂଚନା ମିଳିଛି ।

ଉଲ୍ଲେଖଯୋଗ୍ୟ ଯେ, ଅକ୍ଟୋବର 3 ତାରିଖରେ ପୁରୁଷୋତ୍ତମପୁର ଥାନା ସିକୁଳା ଗ୍ରାମର ଫାଇନାନ୍ସ କର୍ମଚାରୀ ସୁଦାମ ଗୌଡ଼ ଇଣ୍ଡସଇଣ୍ଡ ବ୍ୟାଙ୍କରୁ ଟଙ୍କା ଉଠାଇ ଗ୍ରାମରେ ବଣ୍ଟନ କରିବାକୁ ଯାଉଥିବା ବେଳେ ତିନିଜଣ ଅଜଣା ଯୁବକ ଆସି ତାଙ୍କ ବାଇକ୍କୁ ଲାତ ମାରି ବନ୍ଧୁକ ଦେଖାଇ 1 ଲକ୍ଷ 22ହଜାର ଟଙ୍କା ଲୁଟି ନେଇଥିଲେ ।

arrest loot
Share. Facebook Twitter LinkedIn Email WhatsApp Copy Link

Related Posts

ACF ସୋମ୍ୟରଞ୍ଜନ ମୃତ୍ୟୁ ମାମଲା : ତତ୍କାଳୀନ DFO ନିଲମ୍ବିତ

August 2, 2026

ଚିଲିକାର ମା କାଳିଜାଈ ପୀଠ ହେବ ପ୍ରମୁଖ ଆଧ୍ୟାତ୍ମିକ ସ୍ଥଳ, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କଲେ ସମୀକ୍ଷା

August 2, 2026

ଅଗଷ୍ଟରେ କମିବ ବର୍ଷା, ବଢ଼ିବ ତାତି; ଆଇଏମଡିର ପୂର୍ବାନୁମାନରେ ବଢ଼ିଲା ଚିନ୍ତା

August 2, 2026

ଶିକ୍ଷକଙ୍କ ମାଡ଼ରେ ତୃତୀୟ ଶ୍ରେଣୀ ଛାତ୍ରୀର ମୃତ୍ୟୁ ଅଭିଯୋଗ

August 2, 2026
Latest News

ACF ସୋମ୍ୟରଞ୍ଜନ ମୃତ୍ୟୁ ମାମଲା : ତତ୍କାଳୀନ DFO ନିଲମ୍ବିତ

August 2, 2026

ଚିଲିକାର ମା କାଳିଜାଈ ପୀଠ ହେବ ପ୍ରମୁଖ ଆଧ୍ୟାତ୍ମିକ ସ୍ଥଳ, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କଲେ ସମୀକ୍ଷା

August 2, 2026

ନିଟ୍‌-ପିଜି ୨୦୨୬ର ପ୍ରସ୍ତୁତି ସମୀକ୍ଷା କଲେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା

August 2, 2026

ଅଗଷ୍ଟରେ କମିବ ବର୍ଷା, ବଢ଼ିବ ତାତି; ଆଇଏମଡିର ପୂର୍ବାନୁମାନରେ ବଢ଼ିଲା ଚିନ୍ତା

August 2, 2026

ଶିକ୍ଷକଙ୍କ ମାଡ଼ରେ ତୃତୀୟ ଶ୍ରେଣୀ ଛାତ୍ରୀର ମୃତ୍ୟୁ ଅଭିଯୋଗ

August 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.