Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆନ୍ଧ୍ରପ୍ରଦେଶରେ ମର୍ମନ୍ତୁଦ ସଡକ ଦୁର୍ଘଟଣା : 5 ଓଡିଆ ମୃତ
ଆଜିର ଖବର

ଆନ୍ଧ୍ରପ୍ରଦେଶରେ ମର୍ମନ୍ତୁଦ ସଡକ ଦୁର୍ଘଟଣା : 5 ଓଡିଆ ମୃତ

January 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର,04/01: ଆନ୍ଧ୍ରପ୍ରଦେଶର ମଞ୍ଜୁଷା ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ଦୁର୍ଘଟଣାଗ୍ରସ୍ତ ହେବାରୁ 5 ଜଣ ଓଡ଼ିଆଙ୍କ ମୃତ୍ୟୁ ଘଟିଛି । ଏହା ବ୍ୟତିତ ଜଣେ ଗୁରୁତର ଆହତ ହୋଇଛନ୍ତି । ମୃତକମାନେ ହେଲେ ଗୋଟିଏ ପରିବାରର ତ୍ରିଲୋଚନ ଜେନା, ବନିତା ଜେନା, ଆଦର୍ଶ ଜେନା, ପ୍ରତାପ ଜେନା ଏବଂ ରିତୁ ଜେନା । କାର୍‌ ଡ୍ରାଇଭରଙ୍କ ଅବସ୍ଥା ଗୁରୁତର ଥିବା ବେଳେ ତାଙ୍କୁ ପଲାସା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଗୋଟିଏ ପରିବାରର ସମସ୍ତ ସଦସ୍ୟ କାର୍‌ ଯୋଗେ ବିଶାଖାପାଟଣାର ଏକ ମନ୍ଦିରକୁ ବୁଲିବାକୁ ଯାଇଥିଲେ । ଦର୍ଶନ ସାରି ଓଡ଼ିଶା ଫେରିବା ସମୟରେ ମଞ୍ଜୁଷା ନିକଟରେ ଏହି ଦୁର୍ଘଟଣା ଘଟିଛି । କାର୍‌ଟି କଲ୍‌ଭର୍ଟରେ ପିଟି ହୋଇ ରାସ୍ତାକଡ଼ରେ ଥିବା କେନାଲକୁ ଓଲଟି ପଡ଼ିଥିଲା । ମୃତକ ମାନେ ବ୍ରହ୍ମପୁର ଅଞ୍ଚଳର ବୋଲି ଜଣାପଡିଛି । ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

roadaccident
Share. Facebook Twitter LinkedIn Email WhatsApp Copy Link

Related Posts

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026
Latest News

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026

ଇସ୍ରାଏଲ୍ ସେନାର ପ୍ରଚଣ୍ଡ ଆକ୍ରମଣ: ହିଜ୍‌ବୁଲାର ୨ କିମି ସୁଡ଼ଙ୍ଗ ଧୂଳିସାତ୍‌

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.