Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରେ ସ୍ଥାପନ ହେବ 43ଟି ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର : ଦାରୁଠେଙ୍ଗରୁ ହଟିବ ଡମ୍ପିଂୟାର୍ଡ
ଆଜିର ଖବର

ଭୁବନେଶ୍ବରରେ ସ୍ଥାପନ ହେବ 43ଟି ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର : ଦାରୁଠେଙ୍ଗରୁ ହଟିବ ଡମ୍ପିଂୟାର୍ଡ

January 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର,04/01: ଆସନ୍ତା 6ରୁ8 ମାସ ମଧ୍ୟରେ ରାଜଧାନୀର ବିଭିନ୍ନ ସ୍ଥାନରେ 43ଟି ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର ସ୍ଥାପନ କରାଯିବ ବୋଲି ବିଏମ୍‌ସି କମିଶନର ପ୍ରେମଚନ୍ଦ ଚୌଧୁରୀ ପ୍ରକାଶ କରିଛନ୍ତି । ଏହି କମ୍ପୋଷ୍ଟିଂ ସେଣ୍ଟର ସ୍ଥାପନ କରାଯିବା ପରେ ଦାରୁଠେଙ୍ଗରେ ରହିଥିବା ଡମ୍ପିଂ ୟାର୍ଡ ହଟାଯିବ । ଦାରୁଠେଙ୍ଗ ସହିତ ସୈନିକ ସ୍କୁଲରେ ଥିବା ଡମ୍ପିଂ ୟାର୍ଡରେ ଥିବା ଅଳିଆକୁ ବାୟୋମାଇନିଂ କରାଯାଇ ରିସାଇକ୍ଲିଂ କରାଯିବ । ଡମ୍ପିଂୟାର୍ଡକୁ ନେଇ ବିବାଦ ଲାଗି ରହିଥିବା ବେଳେ ବିଏମ୍‌ସିର ଏହି ନିଷ୍ପତ୍ତି ସମସ୍ୟାର ସମାଧାନ କରିବା ନେଇ ଆଶା କରାଯାଉଛି ।

bmc
Share. Facebook Twitter LinkedIn Email WhatsApp Copy Link

Related Posts

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026

ସାର୍ଟ ବୋତାମରେ ତିନି ରଥ ନିର୍ମାଣ କରି ଚର୍ଚ୍ଚାରେ ପିପିଲିର ଯୁବ ଶିଳ୍ପୀ ଅକ୍ଷୟ ମହାପାତ୍ର

July 12, 2026

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026
Latest News

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026

ସାର୍ଟ ବୋତାମରେ ତିନି ରଥ ନିର୍ମାଣ କରି ଚର୍ଚ୍ଚାରେ ପିପିଲିର ଯୁବ ଶିଳ୍ପୀ ଅକ୍ଷୟ ମହାପାତ୍ର

July 12, 2026

କେବେ ହର୍ମୁଜ୍ ପ୍ରଣାଳୀ ଖୋଲିବ ଇରାନ?: ଡୋନାଲ୍ଡ ଟ୍ରମ୍ପଙ୍କ ଆଗରେ ଏହି ସର୍ତ୍ତ ରଖିଲା IRGC 

July 12, 2026

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.