Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାଣିପାଗ ବିଭାଗ ପକ୍ଷରୁ 7 ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ସତର୍କସୂଚନା
ଆଜିର ଖବର

ପାଣିପାଗ ବିଭାଗ ପକ୍ଷରୁ 7 ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ସତର୍କସୂଚନା

January 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର,04/01: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ପାଣିପାଗ ବିଭାଗ ପକ୍ଷରୁ ବର୍ଷା ଓ ବଜ୍ରପାତ ସତର୍କ ସୂଚନା ଜାରି କରାଯାଇଛି । ମୟୁରଭଞ୍ଜ, ପୁରୀ, ବାଲେଶ୍ବର, ଗଞ୍ଜାମ, ଖୋର୍ଦ୍ଧା, ସୁନ୍ଦରଗଡ ଏବଂ ଦେବଗଡ ଜିଲ୍ଲା ପାଇଁ ଏହି ସତର୍କ ସୂଚନା ଜାରି କରାଯାଇଛି । ଏହି 7 ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ଏବଂ ଘଡଘଡିର ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

imd rain
Share. Facebook Twitter LinkedIn Email WhatsApp Copy Link

Related Posts

ୱାୟନାଡରେ ଚିନ୍ତାଜନକ ଘଟଣା: ସ୍କୁଲର ୧୫୦ ଛାତ୍ରଛାତ୍ରୀ ଅସୁସ୍ଥ

June 7, 2026

AIADMKକୁ ବଡ଼ ଝଟକା, TVKରେ ୩୦୦ରୁ ଅଧିକ ନେତାଙ୍କ ଯୋଗଦାନ

June 7, 2026

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026

ସମ୍ବଲପୁର ଫୁଟବଲ ଏକାଡେମୀ ପାଇଁ ନିର୍ମାଣ ହେବ ଫିଫା ମାନର ଆଧୁନିକ ପଡ଼ିଆ, ଖର୍ଚ୍ଚ ୧୫ କୋଟି

June 6, 2026
Latest News

ୱାୟନାଡରେ ଚିନ୍ତାଜନକ ଘଟଣା: ସ୍କୁଲର ୧୫୦ ଛାତ୍ରଛାତ୍ରୀ ଅସୁସ୍ଥ

June 7, 2026

AIADMKକୁ ବଡ଼ ଝଟକା, TVKରେ ୩୦୦ରୁ ଅଧିକ ନେତାଙ୍କ ଯୋଗଦାନ

June 7, 2026

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026

ସମ୍ବଲପୁର ଫୁଟବଲ ଏକାଡେମୀ ପାଇଁ ନିର୍ମାଣ ହେବ ଫିଫା ମାନର ଆଧୁନିକ ପଡ଼ିଆ, ଖର୍ଚ୍ଚ ୧୫ କୋଟି

June 6, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.