Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଖ୍ୟାତ ଓଡ଼ିଶୀ ନୃତ୍ୟାଙ୍ଗନା ତଥା ଅଭିନେତ୍ରୀ ମିନତୀ ମିଶ୍ରଙ୍କ ପରଲୋକ
ଆଜିର ଖବର

ପ୍ରଖ୍ୟାତ ଓଡ଼ିଶୀ ନୃତ୍ୟାଙ୍ଗନା ତଥା ଅଭିନେତ୍ରୀ ମିନତୀ ମିଶ୍ରଙ୍କ ପରଲୋକ

January 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର,6/1: ପ୍ରଖ୍ୟାତ ଓଡିଶୀ ନୃତ୍ୟଶିଳ୍ପୀ ତଥା ଅଭିନେତ୍ରୀ ଡ. ମିନତୀ ମିଶ୍ରଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ହୋଇଥିଲା। ଓଡ଼ିଶୀ ନୃତ୍ୟ କ୍ଷେତ୍ରରେ ଅନନ୍ୟ ଅବଦାନ ପାଇଁ ୨୦୧୨ରେ ତାଙ୍କୁ ଭାରତ ସରକାରଙ୍କ ପକ୍ଷରୁ ସମ୍ମାନଜନକ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରାଯାଇଥିଲା।  ଓଡ଼ିଶୀ ନୃତ୍ୟରେ ‘ଭାବ ଓ ଅଭିନୟ’ର ପରିପ୍ରକାଶ ପାଇଁ ମିନତୀ ବେଶ୍‌ ଜଣାଶୁଣା । ସେ ୧୯୨୯ ମସିହାରେ କଟକରେ ଜନ୍ମଗ୍ରହଣ କରିଥିଲେ। ୧୯୬୩ରେ ପ୍ରଥମଥର ପାଇଁ ସେ ‘ସୂର୍ଯ୍ୟମୁଖୀ’ ଚଳଚ୍ଚିତ୍ର ରେ ଅଭିନୟ କରିଥିଲେ । ପରେ ପରେ  ସେ ‘ଭାଇଭାଉଜ’, ‘ଜୀବନସାଥୀ’, ‘ସାଧନା’ ଓ ‘ଅରୁନ୍ଧତୀ’ ପରି ଓଡ଼ିଆ ଫିଲ୍ମରେ ଅଭିନୟ କରିଥିଲେ । ଏହାସହିତ ଏକ ବଙ୍ଗଳା ଚଳଚ୍ଚିତ୍ର ‘ନିର୍ଜନ ଶୈକର’ରେ ସେ ଅଭିନୟ କରିଥିଲେ । ୧୯୭୫ ମସିହାରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ମିଳିଥିବାବେଳେ ୨୦୦୦ରେ କଳିଙ୍ଗ ଶାସ୍ତ୍ରୀୟ ସଙ୍ଗୀତ ପୁରସ୍କାରରେ ସମ୍ମାନିତ ହୋଇଥିଲେ।

ଅଭିନେତ୍ରୀ ଓଡ଼ିଶୀ ନୃତ୍ୟଶିଳ୍ପୀ
Share. Facebook Twitter LinkedIn Email WhatsApp Copy Link

Related Posts

ସୁନାବେଶ ଓ ଅଧରପଣା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ସ୍ୱତନ୍ତ୍ର ଟ୍ରେନ

July 24, 2026

ହାର ମାନିଲେ ସରକାର?: ରାତି ୮ ଟାରେ NTA ସମ୍ପର୍କରେ ବଡ଼ ଘୋଷଣା ସମ୍ଭବ

July 24, 2026

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା: ସିଇସି

July 24, 2026

ପ୍ରଭୃଙ୍କ ସୁନ୍ଦର ରୂପ ଦେଖି ଭକ୍ତଗଣ ବିମୋହିତ, ଆନନ୍ଦରେ ଟାଣିଲେ ରଥ

July 24, 2026
Latest News

ସୁନାବେଶ ଓ ଅଧରପଣା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ସ୍ୱତନ୍ତ୍ର ଟ୍ରେନ

July 24, 2026

ହାର ମାନିଲେ ସରକାର?: ରାତି ୮ ଟାରେ NTA ସମ୍ପର୍କରେ ବଡ଼ ଘୋଷଣା ସମ୍ଭବ

July 24, 2026

କେମିକାଲ ପାର୍କ ପ୍ରତିଷ୍ଠା ଲାଗି ‘‘ଭାରତ ଔଦ୍ୟୋଗିକ ବିକାଶ ଯୋଜନା ରସାୟନ’’କୁ କ୍ୟାବିନେଟ୍‌ ମଞ୍ଜୁରି

July 24, 2026

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା: ସିଇସି

July 24, 2026

ପ୍ରଭୃଙ୍କ ସୁନ୍ଦର ରୂପ ଦେଖି ଭକ୍ତଗଣ ବିମୋହିତ, ଆନନ୍ଦରେ ଟାଣିଲେ ରଥ

July 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.