Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମଲାଙ୍ଗ : ପ୍ରେମ ଓ ପ୍ରତିଶୋଧ ପରାୟଣତାର ଭିନ୍ନ ଏକ କାହାଣୀ
ଆଜିର ଖବର

ମଲାଙ୍ଗ : ପ୍ରେମ ଓ ପ୍ରତିଶୋଧ ପରାୟଣତାର ଭିନ୍ନ ଏକ କାହାଣୀ

January 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ମୋହିତ ସୁରୀଙ୍କ ବହୁପ୍ରତୀକ୍ଷିତ ଫିଲ୍ମ ମଲାଙ୍ଗର ଟ୍ରେଲର ରିଲିଜ୍‌ ହୋଇଛି । ଏହି ଟ୍ରେଲରରେ ପ୍ରେମ ଓ ପ୍ରତିଶୋଧ ପରାୟଣତାର ଭିନ୍ନ ଏକ କାହାଣୀ ଦେଖିବାକୁ ମିଳିଛି । ଆଶିକି-2 ଏବଂ ହାଫ୍‌ ଗର୍ଲଫ୍ରେଣ୍ଡ ପରେ ମୋହିତ ସୂରୀ ଥ୍ରୀଲର ଫିଲ୍ମକୁ ପ୍ରତ୍ୟାବର୍ତ୍ତନ କରୁଥିବା ବେଳେ ଏହାକୁ ନେଇ ଫିଲ୍ମପ୍ରେମୀ ଉତ୍ସାହିତ ରହିଛନ୍ତି । ଫିଲ୍ମରେ ଆଦିତ୍ୟ ରୟ କପୁର ଏବଂ କୁନାଲ ଖେମୁ ଗ୍ୟାଙ୍ଗଷ୍ଟର ଭୂମିକାରେ ନଜର ଆସିଥିବା ବେଳେ ଅନୀଲ କପୁର ପୋଲିସ୍‌ ଭୂମିକାରେ ନଜର ଆସିବାକୁ ଯାଉଛନ୍ତି । ଫିଲ୍ମରେ ଆଦିତ୍ୟଙ୍କ ସହିତ ଦିଶା ପଟ୍ଟାନୀଙ୍କୁ ଦେଖିବାକୁ ମିଳିବ । 2.45 ମିନିଟ୍‌ର ଟ୍ରେଲରରେ ସମସ୍ତ ଚରିତ୍ର ନଜର ଆସିଛନ୍ତି । ଆଦିତ୍ୟ ରୟ କପୁର ପ୍ରଥମ ଥର ପାଇଁ ଜବରଦସ୍ତ ଆକ୍ସନ୍‌ ଭୂମିକାରେ ନଜର ଆସିଛନ୍ତି । ଦିଶାଙ୍କ ହତ୍ୟାର ପ୍ରତିଶୋଧ ପାଇଁ ଆଦିତ୍ୟ ହତ୍ୟା କରୁଥିବାର ଦେଖିବାକୁ ମିଳିଛି । ଟ୍ରେଲରରେ କୁନାଲଙ୍କ ଭୂମିକା ନେଇ ସ୍ପଷ୍ଟ ସୂଚନା ନଥିଲେ ମଧ୍ୟ ସେ ନକରାତ୍ମକ ଚରିତ୍ରରେ ନଜର ଆସୁଥିବା ଜଣାପଡିଛି । ଫେବୃୟାରୀ 7 ତାରିଖରେ ମଲାଙ୍ଗ ରିଲିଜ୍‌ ହେବାକୁ ଯାଉଛି । ରିଲିଜ୍‌ର ଏକ ଘଣ୍ଟା ମଧ୍ୟରେ ଏହାକୁ ଏକ ମିଲିୟନ୍‌ ଦର୍ଶକ ଦେଖି ସାରିଲେଣି । (ଏଜେନ୍ସୀ)

adityaroykapoor dishapatani Malang mohitsuri
Share. Facebook Twitter LinkedIn Email WhatsApp Copy Link

Related Posts

ଦୁଷ୍କର୍ମ ମାମଲାରେ ତରୁଣ ତେଜପାଲ ଦୋଷୀ ସାବ୍ୟସ୍ତ: ଟ୍ରାଏଲ୍ କୋର୍ଟଙ୍କ ନିଷ୍ପତ୍ତିକୁ ଖାରଜ କଲେ ହାଇକୋର୍ଟ

August 6, 2026

Banapur News: ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ସ୍ୱାଗତ ଉତ୍ସବ

August 6, 2026

ଆଜି LPG କେତେ ଶସ୍ତା ହେଲା?: ଦେଖନ୍ତୁ 14 ଏବଂ 19 କିଲୋ ଗ୍ୟାସ ସିଲିଣ୍ଡରର ଦର ତାଲିକା 

August 6, 2026

ସୁନା ଏବଂ ରୂପା ମୂଲ୍ୟରେ ବଡ଼ ବୃଦ୍ଧି: ଯାଞ୍ଚ କରନ୍ତୁ ଆଜିର ଦର

August 6, 2026
Latest News

ଦୁଷ୍କର୍ମ ମାମଲାରେ ତରୁଣ ତେଜପାଲ ଦୋଷୀ ସାବ୍ୟସ୍ତ: ଟ୍ରାଏଲ୍ କୋର୍ଟଙ୍କ ନିଷ୍ପତ୍ତିକୁ ଖାରଜ କଲେ ହାଇକୋର୍ଟ

August 6, 2026

Banapur News: ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ସ୍ୱାଗତ ଉତ୍ସବ

August 6, 2026

ଆଜି LPG କେତେ ଶସ୍ତା ହେଲା?: ଦେଖନ୍ତୁ 14 ଏବଂ 19 କିଲୋ ଗ୍ୟାସ ସିଲିଣ୍ଡରର ଦର ତାଲିକା 

August 6, 2026

ସୁନା ଏବଂ ରୂପା ମୂଲ୍ୟରେ ବଡ଼ ବୃଦ୍ଧି: ଯାଞ୍ଚ କରନ୍ତୁ ଆଜିର ଦର

August 6, 2026

‘ବାଂଲାଦେଶ ଏବେ ଦ୍ଵିତୀୟ ପାକିସ୍ତାନ’: ଜାଣନ୍ତୁ ଭାରତ ବିଷୟରେ କ’ଣ କହିଲେ ଶେଖ ହସିନାଙ୍କ ପୁଅ?

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.