Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହୀରାକୁଦ ଜଳଭଣ୍ଡାରରେ ପକ୍ଷୀ ଗଣନା ଆରମ୍ଭ
ଆଜିର ଖବର

ହୀରାକୁଦ ଜଳଭଣ୍ଡାରରେ ପକ୍ଷୀ ଗଣନା ଆରମ୍ଭ

January 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ସମ୍ବଲପୁର ବନ୍ୟପ୍ରାଣୀ ବିଭାଗ ପକ୍ଷରୁ ଆଜିଠାରୁ ପକ୍ଷୀ ଗଣନା ଆରମ୍ଭ କରାଯାଇଛି । ହୀରାକୁଦ ଜଳଭଣ୍ଡାର ସମେତ ବରଗଡ଼ ଏବଂ ଝାରସୁଗୁଡ଼ାର କିଛି ଅଞ୍ଚଳରେ ଏହି ପକ୍ଷୀ ଗଣନା ହେବ । ସମ୍ବଲପୁର ବନ୍ୟପ୍ରାଣୀ ବିଭାଗ ପକ୍ଷରୁ 21ଟି ଟିମ୍ ଏହି ପକ୍ଷୀ ଗଣନାରେ ସାମିଲ ହେଇଛନ୍ତି । ସକାଳ 6ଟାରୁ ଆରମ୍ଭ ହୋଇଥିବା ଏହି ଗଣନା ଦିନ ପ୍ରାୟ 11ଟା ପର୍ଯ୍ୟନ୍ତ ଚାଲିବ । ଚଳିତ ବର୍ଷ ହୀରାକୁଦ ଜଳଭଣ୍ଡାରରେ ପାଣି ଅଧିକ ଥିବାରୁ ପକ୍ଷୀ ସଂଖ୍ୟା କମିବାର ଆଶଙ୍କା କରାଯାଉଛି ।

hirakud sambalpur
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026
Latest News

କେରଳ ଏବେ ‘କେରଳମ’ ଭାବରେ ପରିଚିତ ହେବ: ନୂତନ ନାମକୁ ମୋଦି କ୍ୟାବିନେଟ୍ ର ମଞ୍ଜୁରୀ

February 24, 2026

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.