Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋର୍ଟରେ ଅଭିଯୁକ୍ତଙ୍କ ଆତ୍ମହତ୍ୟା : 4 ପୋଲିସ୍‌ ଅଧିକାରୀ ନିଲମ୍ବିତ
ଆଜିର ଖବର

କୋର୍ଟରେ ଅଭିଯୁକ୍ତଙ୍କ ଆତ୍ମହତ୍ୟା : 4 ପୋଲିସ୍‌ ଅଧିକାରୀ ନିଲମ୍ବିତ

January 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲକ୍ଷ୍ନୌ : ଉତ୍ତର ପ୍ରଦେଶର ମଣିପୁରୀରେ ଏକ କୋର୍ଟରେ ଜନୈକ ବିଚାରାଧୀନ କଏଦୀ ଆତ୍ମହତ୍ୟା କରିଛନ୍ତି । ସୋମବାର ଘଟିଥିବା ଏହି ଘଟଣା ପାଇଁ 4 ପୋଲିସ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି । ନିଜ ପରିବାରର ତିନି ଜଣଙ୍କୁ ହତ୍ୟା ମାମଲାରେ ବିଚାର ପ୍ରକ୍ରିୟାର ସମ୍ମୁଖୀନ ହେଉଥିବା ଅଭିଯୁକ୍ତ ପୋଲିସ୍‌ ବନ୍ଧୁକ ଛଡାଇ ନିଜକୁ ଗୁଳି ମାରିଥିଲେ । ସୋମବାର ଅପରାହ୍ନ 3ଟାରେ ମଣିପୁରୀ କୋର୍ଟରେ ଏହି ଘଟଣା ଘଟିଥିଲା । ନିଜ ପିତା, ସାବତ ମା, ଏବଂ ନାବାଳକ ସାବତ ଭାଇକୁ ହତ୍ୟା କରିବା ମାମଲାରେ ମନୀଷ ଯାଦବ 2012ରୁ ଜେଲ୍‌ରେ ରହିଛନ୍ତି । କୋର୍ଟ ମଧ୍ୟରେ ଅଭିଯୁକ୍ତଙ୍କ ହାତକୁ ହତିଆର ଆସିବା କାରଣରୁ କାର୍ଯ୍ୟରେ ଅବହେଳା ଅଭିଯୋଗରେ ଜଣେ ଇନ୍ସପେକ୍ଟର ଏବଂ ତିନି ଜଣ କନେଷ୍ଟବଳଙ୍କୁ ନିଲମ୍ବନ କରାଯାଇଛି । (ଏଜେନ୍ସୀ)

manipuri police UttarPradesh
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026

ରକ୍ଷକ ନା ଭକ୍ଷକ? ଓଡ଼ିଶା ପୋଲିସକୁ ନେଇ ବଢ଼ୁଛି ପ୍ରଶ୍ନ ?

June 2, 2026
Latest News

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026

ରକ୍ଷକ ନା ଭକ୍ଷକ? ଓଡ଼ିଶା ପୋଲିସକୁ ନେଇ ବଢ଼ୁଛି ପ୍ରଶ୍ନ ?

June 2, 2026

କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ କଣ କଲେ ଆଲୋଚନା, ଜାଣନ୍ତୁ ପୁରା ଖବର

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.