Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାସିମ୍‌ ସୁଲେମାନୀଙ୍କ ଅନ୍ତିମ ଦର୍ଶନରେ ଦଳାଚକଟା; ୩୫ ମୃତ
ଆଜିର ଖବର

କାସିମ୍‌ ସୁଲେମାନୀଙ୍କ ଅନ୍ତିମ ଦର୍ଶନରେ ଦଳାଚକଟା; ୩୫ ମୃତ

January 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ତେହେରାନ୍‌ : ଇରାନ୍‌ର ପୂର୍ବତନ ସେନାମୁଖ୍ୟ କାସିମ୍‌ ସୁଲେମାନୀଙ୍କ ଅନ୍ତିମ ଦର୍ଶନରେ ଦଳାଚକଟା ଘଟିଛି । ଏହି ଦଳାଚକଟାରେ 35 ଜଣଙ୍କର ପ୍ରାଣହାନି ଘଟିଛି । ଇରାନର କାର୍‌ମାନ୍‌ରେ ସୁଲେମାନୀଙ୍କ ଅନ୍ତିମ ଦର୍ଶନ ସମୟରେ ଏହି ଘଟଣା ଘଟିଥିଲା । ଇରାନର ଜାତୀୟ ଟେଲିଭିଜନ୍‌ ଅନୁଯାୟୀ ଏହି ଘଟଣାରେ ଅନ୍ୟ 48 ଜଣ ଆହତ ହୋଇଛନ୍ତି । ଉଲ୍ଳେଖଯୋଗ୍ୟ ଯେ, ଜାନୁୟାରୀ 3 ତାରିଖରେ ଆମେରିକା ଆକ୍ରମଣରେ ସୁଲେମାନୀ ପ୍ରାଣ ହରାଇବା ପରେ ସୋମବାର ଅନୁଷ୍ଠିତ ଅନ୍ତିମ ଦର୍ଶନରେ ହଜାର ହଜାର ଲୋକଙ୍କ ସମାଗମ ହୋଇଥିଲା । (ଏଜେନ୍ସୀ)

iran
Share. Facebook Twitter LinkedIn Email WhatsApp Copy Link

Related Posts

CBSE ପରୀକ୍ଷା ପାଇଁ ଆସିଲେନି ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କ’ଣ କହିଲେ ପ୍ରିନ୍ସିପାଲ?

February 17, 2026

ବାଂଲାଦେଶର ପ୍ରଧାନମନ୍ତ୍ରୀ ଭାବରେ ତାରିକ ରହମାନଙ୍କ ଶପଥ ଗ୍ରହଣ

February 17, 2026

ଭାରତର ମାଷ୍ଟରଷ୍ଟ୍ରୋକ୍!: ରାଫେଲ୍ ଦେବ ଫ୍ରାନ୍ସ, ବଦଳରେ ନେବ ପିନାକା

February 17, 2026

୨୦୨୬ ଟି-୨୦ ବିଶ୍ୱକପ୍‌: ପାକିସ୍ତାନ ମ୍ୟାଚ ହାରୁଥିବା ଦେଖି ଷ୍ଟାଡିୟମରୁ ଚାଲିଗଲେ ମୋହସିନ୍ ନକଭି

February 17, 2026
Latest News

CBSE ପରୀକ୍ଷା ପାଇଁ ଆସିଲେନି ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କ’ଣ କହିଲେ ପ୍ରିନ୍ସିପାଲ?

February 17, 2026

ବାଂଲାଦେଶର ପ୍ରଧାନମନ୍ତ୍ରୀ ଭାବରେ ତାରିକ ରହମାନଙ୍କ ଶପଥ ଗ୍ରହଣ

February 17, 2026

ଭାରତର ମାଷ୍ଟରଷ୍ଟ୍ରୋକ୍!: ରାଫେଲ୍ ଦେବ ଫ୍ରାନ୍ସ, ବଦଳରେ ନେବ ପିନାକା

February 17, 2026

୨୦୨୬ ଟି-୨୦ ବିଶ୍ୱକପ୍‌: ପାକିସ୍ତାନ ମ୍ୟାଚ ହାରୁଥିବା ଦେଖି ଷ୍ଟାଡିୟମରୁ ଚାଲିଗଲେ ମୋହସିନ୍ ନକଭି

February 17, 2026

ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେଲା ବିଧାନସଭାର ବଜେଟ ଅଧିବେସନ

February 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.