Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟୋକିଓ ଅଲମ୍ପିକ୍ସରେ ପଦକ ହାସଲ ମୋର ଲକ୍ଷ୍ୟ: ହିମାନୀ ମଲିକ୍‌
ଆଜିର ଖବର

ଟୋକିଓ ଅଲମ୍ପିକ୍ସରେ ପଦକ ହାସଲ ମୋର ଲକ୍ଷ୍ୟ: ହିମାନୀ ମଲିକ୍‌

January 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଳୀ : ତୀରନ୍ଦାଜୀରେ ଭାରତ ପାଇଁ ଅଲମ୍ପିକ୍ସ ପଦକ ହାସଲ କରିବା ତାଙ୍କର ଲକ୍ଷ୍ୟ ବୋଲି ହିମାନୀ ମଲିକ୍‌ ପ୍ରକାଶ କରିଛନ୍ତି । ଦକ୍ଷିଣ ଏସୀୟ ଚାମ୍ପିୟନ୍‌ସିପ୍‌ରେ ସ୍ବର୍ଣ୍ଣ ପଦକ ବିଜୟିନୀ ହିମାନୀ ମଲିକ୍‌ ଅଲମ୍ପିକ୍ସ ଯୋଗ୍ୟତା ପର୍ଯ୍ୟାୟ ପାଇଁ ପ୍ରସ୍ତୁତି ଚଳାଇଛନ୍ତି । ହରିୟାଣାର ହିସାର ସହରର ଏହି 18 ବର୍ଷୀୟ ଯୁବତୀ ଜଣକ ଜାନୁୟାରୀ 17 ଏବଂ 18 ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚଳାଇଛନ୍ତି । ଯୋଗ୍ୟତା ପର୍ଯ୍ୟାୟ ଟୁର୍ଣ୍ଣାମେଣ୍ଟ ପୂର୍ବରୁ ଖେଲୋ ଇଣ୍ଡିଆ ଏକ ବଢିଆ ପ୍ଲାଟଫର୍ମ ରହିବ ବୋଲି ହିମାନୀ ପ୍ରକାଶ କରିଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ଖେଲୋ ଇଣ୍ଡିଆ ଗୌହାଟୀରେ ଜାନୁୟାରୀ 10ରୁ 22 ତାରିଖ ମଧ୍ୟରେ ଅନୁଷ୍ଠିତ ହେବ ।

kheloindia olympics
Share. Facebook Twitter LinkedIn Email WhatsApp Copy Link

Related Posts

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026

୨୦୨୬ରେ ଟିମ୍ ଇଣ୍ଡିଆ ଆଉ କେତେ ଟେଷ୍ଟ ଖେଳିବ?: WTC ଫାଇନାଲ୍ ପାଇଁ କେତେ ବିଜୟ ଆବଶ୍ୟକ?

July 31, 2026
Latest News

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026

୮୪,୦୮୪ କୋଟିର ବ୍ୟୟ ଅଟକଳ ସହ ‘ସମୁଦ୍ର ମନ୍ଥନ’ କୁ କ୍ୟାବିନେଟ ମଞ୍ଜୁରି

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.