Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»2 ଆମେରିକୀୟ ଏୟାରବେସ୍‌ରେ ଇରାନ୍‌ର ଆକ୍ରମଣ : ଟ୍ବିଟ୍ଟରରେ ଟ୍ରମ୍ପଙ୍କ ପ୍ରତିକ୍ରିୟା
ଆଜିର ଖବର

2 ଆମେରିକୀୟ ଏୟାରବେସ୍‌ରେ ଇରାନ୍‌ର ଆକ୍ରମଣ : ଟ୍ବିଟ୍ଟରରେ ଟ୍ରମ୍ପଙ୍କ ପ୍ରତିକ୍ରିୟା

January 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ତେହେରାନ୍‌ : କ୍ୟୁଡ୍‌ସ ଫୋର୍ସର ମୁଖ୍ୟ କମାଣ୍ଡର କାସି ସୋଲେମାନି ହତ୍ୟାର ପ୍ରତିଶୋଧ ସ୍ବରୂପ ଆମେରିକାର ଦୁଇଟି ଏୟାର ବେସ୍‌ ଉପରେ ଆକ୍ରମଣ କରିଛି ଇରାନ୍‌ । ଇରାକ୍‌ରେ ଅବସ୍ଥାପିତ ଦୁଇ ଆମେରିକୀୟ ଏୟାରବେସ୍‌ ଉପରକୁ ମଙ୍ଗଳବାର ମଧ୍ୟରାତ୍ରରେ ଏହି ଆକ୍ରମଣ ହୋଇଥିବା ଜଣାପଡିଛି । ବିଳମ୍ବିତ ରାତ୍ରରେ 12ରୁ ଅଧିକ କ୍ଷେପଣାସ୍ତ୍ର ମାଡ କରାଯାଇଥିବା ଜଣାପଡିଛି । ଏହି ଆକ୍ରମଣରେ ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ କୌଣସି ସୂଚନା ମିଳିପାରିନାହିଁ । ଆକ୍ରମଣ ପରେ ଟ୍ରମ୍ପ ଟ୍ବିଟ୍ଟର ଜରିଆରେ ନିଜର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ଟ୍ରମ୍ପ କହିଛନ୍ତି ସବୁ ଠିକ୍‌ ଅଛି । ଆମେରିକା ସବୁଠାରୁ ଶକ୍ତିଶାଳୀ ରାଷ୍ଟ୍ର । ପରବର୍ତ୍ତୀ ପଦକ୍ଷେପ ନେଇ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜାତୀୟ ସୁରକ୍ଷା ପରାମର୍ଶଦାତାଙ୍କ ସହିତ ଆଲୋଚନା କରୁଛନ୍ତି । (ଏଜେନ୍ସୀ)

iran missile trump
Share. Facebook Twitter LinkedIn Email WhatsApp Copy Link

Related Posts

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026

ବଡ଼ ଆଶ୍ୱସ୍ତି ଦେଲେ କେନ୍ଦ୍ର ସରକାର: ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ

August 1, 2026
Latest News

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026

ବଡ଼ ଆଶ୍ୱସ୍ତି ଦେଲେ କେନ୍ଦ୍ର ସରକାର: ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ

August 1, 2026

‘ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶାମୁକ୍ତ ଯୁବବର୍ଗ’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.