Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇରାନ୍‌ରେ 4.9 ତୀବ୍ରତାର ଭୂକମ୍ପ : ଆଣବିକ ପରୀକ୍ଷଣ ସନ୍ଦେହ
ଆଜିର ଖବର

ଇରାନ୍‌ରେ 4.9 ତୀବ୍ରତାର ଭୂକମ୍ପ : ଆଣବିକ ପରୀକ୍ଷଣ ସନ୍ଦେହ

January 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ତେହେରାନ୍‌ : ଇରାନ୍‌ରେ ଏକ 4.9 ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି । ଇରାନ୍‌ର ବୁଶେହର ଆଣବିକ ରିଆକ୍ଟର ନିକଟରେ ଏହି ଭୂକମ୍ପର ପ୍ରଭାବ ଅନୁଭୂତ ହୋଇଛି । ପ୍ରାକୃତିକ ପ୍ରକ୍ରିୟାରେ ଏହି ଭୂକମ୍ପ ଅନୁଭୂତ ହୋଇଥିବା ନେଇ କୁହାଯାଉଥିବା ବେଳେ ଇରାନ୍‌ ପକ୍ଷରୁ କିଛି ଆଣବିକ ପରୀକ୍ଷଣ କରାଯାଇଥିବା ଅନୁମାନ ପ୍ରକାଶ କରାଯାଉଛି । ବୁଶେହର ନ୍ୟୁକ୍ଲିୟର୍‌ ରିଆକ୍ଟର ଠାରୁ 70 କିମି ଦୂର ବୋରାଜାଜାନ୍‌ ସହରରେ ଏହି ଭୂକମ୍ପର ପ୍ରଭାବ ଅନୁଭୂତ ହୋଇଛି । ଏହି ଭୂକମ୍ପରେ କୌଣସି କ୍ଷୟକ୍ଷତି ହୋଇନଥିବା ବେଳେ ଭୂକମ୍ପର ପ୍ରଭାବ ମାତ୍ର କିଛି ସେକେଣ୍ଡ ପର୍ଯ୍ୟନ୍ତ ଅନୁଭୂତ ହୋଇଥିଲେ । (ଏଜେନ୍ସୀ)

earthquake iran
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରିକ୍ସ ଶିକ୍ଷାମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ ପାଇଁ ଭୁବନେଶ୍ୱରରେ ପହଞ୍ଚିଲେ ଅନ୍ତର୍ଜାତୀୟ ପ୍ରତିନିଧି

August 5, 2026

ସଠିକ୍ ସୂଚନା ହିଁ ସରକାର ଓ ଜନତାଙ୍କ ମଧ୍ୟରେ ବିଶ୍ୱାସର ଆଧାର: ଅତିରିକ୍ତ ମହାନିର୍ଦ୍ଦେଶକ

August 5, 2026

ଡିପଫେକ୍ ଏବଂ ଶିଶୁ ଯୌନ ନିର୍ଯାତନା ବିଷୟବସ୍ତୁ ମାମଲା: କ୍ଷମା ମାଗିଲେ ମାର୍କ ଜୁକରବର୍ଗ

August 5, 2026

ବିପଦରେ ଅଗରକରଙ୍କ ଚାକିରି: ରୋହିତ ଶର୍ମା ଏହାର କାରଣ

August 5, 2026
Latest News

ବ୍ରିକ୍ସ ଶିକ୍ଷାମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ ପାଇଁ ଭୁବନେଶ୍ୱରରେ ପହଞ୍ଚିଲେ ଅନ୍ତର୍ଜାତୀୟ ପ୍ରତିନିଧି

August 5, 2026

ସଠିକ୍ ସୂଚନା ହିଁ ସରକାର ଓ ଜନତାଙ୍କ ମଧ୍ୟରେ ବିଶ୍ୱାସର ଆଧାର: ଅତିରିକ୍ତ ମହାନିର୍ଦ୍ଦେଶକ

August 5, 2026

ଡିପଫେକ୍ ଏବଂ ଶିଶୁ ଯୌନ ନିର୍ଯାତନା ବିଷୟବସ୍ତୁ ମାମଲା: କ୍ଷମା ମାଗିଲେ ମାର୍କ ଜୁକରବର୍ଗ

August 5, 2026

ବିପଦରେ ଅଗରକରଙ୍କ ଚାକିରି: ରୋହିତ ଶର୍ମା ଏହାର କାରଣ

August 5, 2026

ଇ-୨୦ ଡିପଫେକ୍ ମାମଲା: ନୀତିନ ଗଡକରୀଙ୍କ ସପକ୍ଷରେ ରାୟ ଦେଲେ ହାଇକୋର୍ଟ

August 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.