Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜେଏନ୍‌ୟୁରେ ଦୀପିକାଙ୍କ ନୀରବ ପ୍ରତିବାଦ ନେଇ ଟ୍ବିଟ୍ଟରରେ ମିଶ୍ର ପ୍ରତିକ୍ରିୟା
ଆଜିର ଖବର

ଜେଏନ୍‌ୟୁରେ ଦୀପିକାଙ୍କ ନୀରବ ପ୍ରତିବାଦ ନେଇ ଟ୍ବିଟ୍ଟରରେ ମିଶ୍ର ପ୍ରତିକ୍ରିୟା

January 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଜଓ୍ବାହାର ଲାଲ ନେହେରୁ ବିଶ୍ବବିଦ୍ୟାଳୟ ଜେଏନ୍‌ୟୁ)ରେ ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ନୀରବ ପ୍ରତିବାଦ ପରେ ଏହାକୁ ନେଇ ମିଶ୍ର ପ୍ରତିକ୍ରିୟା ଦେଖିବାକୁ ମିଳିଛି । ଅପ୍‌କମିଙ୍ଗ ଫିଲ୍ମ ଛପାକ୍‌ର ପ୍ରମୋଶନ ପାଇଁ ଦିଲ୍ଲୀରେ ରହିଥିବା ଦୀପିକା ମଙ୍ଗଳବାର ରାତିରେ ଆହତ ଛାତ୍ର ମାନଙ୍କ ସହିତ ପ୍ରତିବାଦରେ ସାମିଲ ହୋଇଥିଲେ । ଦୀପିକାଙ୍କ ପ୍ରତିବାଦ ସମ୍ପୂର୍ଣ୍ଣ ଭାବରେ ନୀରବ ପ୍ରତିବାଦ ରହିଥିଲା । ଦୀପିକାଙ୍କ ପ୍ରତିବାଦକୁ ସୋସିଆଲ ମିଡିଆ ସାଇଟ୍‌ ଟ୍ବିଟ୍ଟରରେ ବିଭିନ୍ନ ବର୍ଗରୁ ପସନ୍ଦ କରାଯାଇଥିବା ବେଳେ କିଛି ବ୍ୟକ୍ତିବିଶେଷ ଏହାକୁ ବିରୋଧ କରିଥିଲେ । ଆଇ ସପୋର୍ଟ ଦୀପିକା,ବୟକଟ୍‌ ଛପାକ୍‌ ଏବଂ ସେମଅନ୍‌ ବଲିଉଡ୍‌ ପରି ଟ୍ୟାଗ୍‌ ଟ୍ରେଣ୍ଡିଂରେ ରହିଥିଲା । ବଲିଉଡ୍‌ କଳାକାରଙ୍କ ମଧ୍ୟରେ ଦୁଇ ନିର୍ଦ୍ଦେଶକ ଅନୁରାବ କଶ୍ୟପ ଏବଂ ନିଖିଲ ଆଡଭାନୀ ଦୀପିକାଙ୍କୁ ସମର୍ଥନ କରି ଟ୍ବିଟ୍‌ କରିଥିଲେ । ଦୁଇ ଦିନ ପରେ ପିଲ୍ମର ରିଲିଜ୍‌ ଏବଂ ଦୀପିକା ନିଜେ ଫିଲ୍ମର ପ୍ରଯୋଜକ ରହିଥିବା ବେଳେ ଦୀପିକାଙ୍କ ଏପରି ପଦକ୍ଷେପ ପ୍ରଶଂସନୀୟ ବୋଲି ଅନୁରାଗ ଟ୍ବିଟ୍‌ କରିଥିଲେ । (ଏଜେନ୍ସୀ)

deepikapadukone jnuattack
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ପ୍ରସ୍ତୁତି ସମ୍ପର୍କରେ ରାଜସ୍ୱ ମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

March 20, 2026

ମୁଖ୍ୟମନ୍ତ୍ରୀଙ୍କ ସହିତ ଆଉଟସୋର୍ସିଙ୍ଗ ମହାସଂଘର ଆଲୋଚନା ସଫଳ: ଆନ୍ଦୋଳନ ସ୍ଥଗିତ

March 20, 2026

SIR କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗ: ଜଣେ ସହକାରୀ ଶିକ୍ଷୟିତ୍ରୀ ନିଲମ୍ବିତ

March 20, 2026

ଆଜି ମାର୍ଚ୍ଚ ୨୦ ତାରିଖ ଶୁକ୍ରବାର ଖୋଲିବ ଏହି ରାଶିଗୁଡିକର ଭାଗ୍ୟ

March 20, 2026
Latest News

ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ପ୍ରସ୍ତୁତି ସମ୍ପର୍କରେ ରାଜସ୍ୱ ମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

March 20, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 20, 2026

ମୁଖ୍ୟମନ୍ତ୍ରୀଙ୍କ ସହିତ ଆଉଟସୋର୍ସିଙ୍ଗ ମହାସଂଘର ଆଲୋଚନା ସଫଳ: ଆନ୍ଦୋଳନ ସ୍ଥଗିତ

March 20, 2026

SIR କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗ: ଜଣେ ସହକାରୀ ଶିକ୍ଷୟିତ୍ରୀ ନିଲମ୍ବିତ

March 20, 2026

ହୀରାପଥର ଖଣି ଚିହ୍ନଟ ହୋଇଥିବା ବିଧାନସଭାରେ ଲିଖିତ ଉତ୍ତର ଦେଲେ ଇସ୍ପାତ ଓ ଖଣି ମନ୍ତ୍ରୀ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.