Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶ୍ରୀମନ୍ଦିର ସଂସ୍କାର ରିପୋର୍ଟକୁ ସୁପ୍ରିମକୋର୍ଟଙ୍କ ସମାଲୋଚନା : ଚାରି ସପ୍ତାହ ପରେ ପୁନଃଶୁଣାଣି
ଆଜିର ଖବର

ଶ୍ରୀମନ୍ଦିର ସଂସ୍କାର ରିପୋର୍ଟକୁ ସୁପ୍ରିମକୋର୍ଟଙ୍କ ସମାଲୋଚନା : ଚାରି ସପ୍ତାହ ପରେ ପୁନଃଶୁଣାଣି

January 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆସନ୍ତାକାଲି ସୁପ୍ରିମକୋର୍ଟ ରାଫେଲ ଓ ସାବରୀମାଳା ମାମଲାର ରାୟ ପ୍ରକାଶ କରିବେ

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ସଂସ୍କାର ମାମଲାର ଶୁଣାଣି ସମୟରେ ସୁପ୍ରିମକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି । ସଂସ୍କାର ସମ୍ବଳିତ ଶ୍ରୀମନ୍ଦିର ପ୍ରଶାସନର ରିପୋର୍ଟ ଉପରେ ସର୍ବୋଚ୍ଚ କୋର୍ଟ ଆପତ୍ତି ଉଠାଇଥିଲେ । ଚାରି ସପ୍ତାହ ପରେ ପୁନର୍ବାର ଏହି ମାମଲାର ଶୁଣାଣି ହେବାକୁ ଯାଉଥିବା ବେଳେ 2 ସପ୍ତାହ ମଧ୍ୟରେ ରିପୋର୍ଟ ଦାଖଲ କରିବା ପାଇଁ ସର୍ବୋଚ୍ଚ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ସରକାରଙ୍କ ପକ୍ଷରୁ ପ୍ରକାଶିତ ତଥ୍ୟରେ କିଛି ସୂଚନା କମ୍‌ ରହିଛି ବୋଲି ଆମିକସ କ୍ୟୁରୀ ରଞ୍ଜିତ କୁମାର ମତ ଦେଇଛନ୍ତି ।

shreemandir supremecourt
Share. Facebook Twitter LinkedIn Email WhatsApp Copy Link

Related Posts

ଅର୍ଜୁନ ଡିଗ୍ରୀ କଲେଜରେ ୪ର୍ଥ ପ୍ରତିଷ୍ଠା ଦିବସ ପାଳିତ ଓ ସ୍ୱାଗତ ସମାରୋହ

October 16, 2026

ସମ୍ ଡାକ୍ତରଙ୍କ ସଫଳ ଚିକିତ୍ସା: ୮ ଘଣ୍ଟାର ନବଜାତକୁ ମିଳିଲା ନୂଆ ଜୀବନ

October 16, 2026

ବାଣପୁର-ବାଲୁଗାଁରେ ଏବିଭିପିର ବିଜୟ ଉତ୍ସବ

October 16, 2026

ସରପଞ୍ଚ ଓ ନାଏବ ସରପଞ୍ଚଙ୍କୁ ମିଳିବ ସମ୍ମାନ ରାଶି: ମୁଖ୍ୟମନ୍ତ୍ରୀଙ୍କ ୫୬ କୋଟି ମଞ୍ଜୁର

October 16, 2026
Latest News

ଅର୍ଜୁନ ଡିଗ୍ରୀ କଲେଜରେ ୪ର୍ଥ ପ୍ରତିଷ୍ଠା ଦିବସ ପାଳିତ ଓ ସ୍ୱାଗତ ସମାରୋହ

October 16, 2026

ସମ୍ ଡାକ୍ତରଙ୍କ ସଫଳ ଚିକିତ୍ସା: ୮ ଘଣ୍ଟାର ନବଜାତକୁ ମିଳିଲା ନୂଆ ଜୀବନ

October 16, 2026

ବାଣପୁର-ବାଲୁଗାଁରେ ଏବିଭିପିର ବିଜୟ ଉତ୍ସବ

October 16, 2026

ସରପଞ୍ଚ ଓ ନାଏବ ସରପଞ୍ଚଙ୍କୁ ମିଳିବ ସମ୍ମାନ ରାଶି: ମୁଖ୍ୟମନ୍ତ୍ରୀଙ୍କ ୫୬ କୋଟି ମଞ୍ଜୁର

October 16, 2026

ଏମ୍ସ ଭୁବନେଶ୍ୱରରେ ଦେଶର ପ୍ରଥମ ‘ସ୍ତନ ସ୍ୱୟଂ-ପରୀକ୍ଷଣ’ ବୁଥ୍‌ ଉଦ୍‌ଘାଟିତ

October 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.