Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୂର୍ଯ୍ୟାଙ୍କ ଫିଲ୍ମ ସୁରାରାଇ ପୋଟ୍ରୁର ଟିଜର ରିଲିଜ୍‌
ଆଜିର ଖବର

ସୂର୍ଯ୍ୟାଙ୍କ ଫିଲ୍ମ ସୁରାରାଇ ପୋଟ୍ରୁର ଟିଜର ରିଲିଜ୍‌

January 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚେନ୍ନାଇ : ତାମିଲ ଅଭିନେତା ସୂର୍ଯ୍ୟାଙ୍କ ଅପ୍‌କମିଙ୍ଗ ଫିଲ୍ମ ସୁରାରାଇ ପୋଟ୍ରୁର ଟ୍ରେଲର ରିଲିଜ୍‌ ହୋଇଛି । ମଙ୍ଗଳବାର ରିଲିଜ୍‌ ହୋଇଥିବା ଟିଜରକୁ ଦର୍ଶକ ପସନ୍ଦ କରିଥିବା ବେଳେ ପ୍ରାୟ 5 ମିଲିୟନ୍‌ ଲୋକ ଟ୍ରେଲରଟିକୁ ଦେଖି ସାରିଛନ୍ତି । ଏହା ସହିତ ଟିଜରଟି ୟୁଟ୍ୟୁବ୍‌ ଟ୍ରେଣ୍ଡରେ 34 ତମ ସ୍ଥାନରେ ରହିଛି । ଫିଲ୍ମର ଟିଜରରେ 80 ଦଶକର ପାଇଲଟ୍‌ ଭୂମିକାରେ ନଜର ଆସିଛନ୍ତି ସୂର୍ଯ୍ୟା । ମାତ୍ର 6 ହଜାର ଟଙ୍କାରେ ଏକ ବିମାନ କମ୍ପାନୀ ଆରମ୍ଭ କରିବାର ସ୍ବପ୍ନ ଦେଖୁଥିବା ଜଣେ ପାଇଲଟ୍‌ ନେଡୁମାରାନ୍‌ ରାଜାଙ୍ଗମ୍‌ଙ୍କ କାହାଣୀ ଦେଖିବାକୁ ମିଳିଛି । ଫିଲ୍ମଟି ପାଇଲଟ୍‌ କ୍ୟାପ୍‌ଟେନ୍‌ ଜିଆର ଗୋପୀନାଥଙ୍କ ଜିବନୀ ଉପରେ ଆଧାରିତ । ଗୋପୀନାଥ ଶସ୍ତା ବିମାନସେବା ଯୋଗାଉଥିବା ଏୟାର ଡେକାନ୍‌ କମ୍ପାନୀର ପ୍ରତିଷ୍ଠାତା ଥିଲେ । ଫିଲ୍ମରେ ସୂର୍ଯ୍ୟାଙ୍କ ସହିତ ଅପର୍ଣ୍ଣା ବାଲମୁରଲୀ, ଜ୍ୟାକି ଶ୍ରଫ୍‌ ଏବଂ ପରେଶ ରାଓ୍ବଲ୍‌ ଗୁରୁତ୍ବପୂର୍ଣ୍ଣ ଚରିତ୍ରରେ ନଜର ଆସିବାକୁ ଯାଉଛନ୍ତି । ଫିଲ୍ମଟି 9 ଏପ୍ରିଲ୍‌ 2020ରେ ରିଲିଜ୍‌ ହେବାକୁ ଯାଉଛି । (ଏଜେନ୍ସୀ)

surya tamilfilm
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱଚ୍ଛତା ଓ ବିଚାରାଧୀନ ମାମଲା ତ୍ୱରାନ୍ୱିତ କରିବା ପାଇଁ ସ୍ୱତନ୍ତ୍ର ଅଭିଯାନ ୬.୦ ଆରମ୍ଭ

October 10, 2026

ଆଜି ମହାଳୟା କାହିଁକି ପିତୃପୁରୁଷଙ୍କ ଦିଆଯାଇଥାଏ ଶ୍ରାଦ୍ଧ?

October 10, 2026

ଅକ୍ଟୋବର ୧୩ ବେଳକୁ ବଙ୍ଗୋପସାଗରରେ ଲଘୁଚାପ!

October 10, 2026

ଆଜି ଅକ୍ଟୋବର ୧୦ ତାରିଖରେ ଏହି ରାଶିଗୁଡିକର ଭାଗ୍ୟରେ ହେଲା ପରିବର୍ତ୍ତନ

October 10, 2026
Latest News

ସ୍ୱଚ୍ଛତା ଓ ବିଚାରାଧୀନ ମାମଲା ତ୍ୱରାନ୍ୱିତ କରିବା ପାଇଁ ସ୍ୱତନ୍ତ୍ର ଅଭିଯାନ ୬.୦ ଆରମ୍ଭ

October 10, 2026

ଆଜି ମହାଳୟା କାହିଁକି ପିତୃପୁରୁଷଙ୍କ ଦିଆଯାଇଥାଏ ଶ୍ରାଦ୍ଧ?

October 10, 2026

ଅକ୍ଟୋବର ୧୩ ବେଳକୁ ବଙ୍ଗୋପସାଗରରେ ଲଘୁଚାପ!

October 10, 2026

ଆଜି ଅକ୍ଟୋବର ୧୦ ତାରିଖରେ ଏହି ରାଶିଗୁଡିକର ଭାଗ୍ୟରେ ହେଲା ପରିବର୍ତ୍ତନ

October 10, 2026

ପୁଣି ଜନ୍ତରମନ୍ତରଠାରେ ଆନ୍ଦୋଳନ କରିବ ସିଜେପି

October 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.