Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାରିପଦାରେ ୨୫୦ କୋଟିରୁ ଅଧିକ ଟଙ୍କା ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ : ଜଗନ୍ନାଥ ମନ୍ଦିରର ବିକାଶ ପାଇଁ ୫ କୋଟି ଟଙ୍କା ଘୋଷଣା
ଆଜିର ଖବର

ବାରିପଦାରେ ୨୫୦ କୋଟିରୁ ଅଧିକ ଟଙ୍କା ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ : ଜଗନ୍ନାଥ ମନ୍ଦିରର ବିକାଶ ପାଇଁ ୫ କୋଟି ଟଙ୍କା ଘୋଷଣା

January 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ବାରିପଦା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୟୂରଭଞ୍ଜ ଜିଲ୍ଲା ଗସ୍ତ କରି ଅନେକ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ବାଙ୍କୀଶୋଳଠାରେ ଆଦାନୀ ଶିଳ୍ପ ସଂସ୍ଥାର ସହଯୋଗରେ ପ୍ରତିଷ୍ଠିତ କିସ୍‌ ଆବାସିକ ବିଦ୍ୟାଳୟର ଉଦ୍‌ଘାଟନ କରିଥିଲେ। ଏହାସହିତ ମୟୂରଭଂଜ ଜିଲ୍ଲା ପାଇଁ 200 କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ପାଇଁ ଶିଳାନ୍ୟାସ କରିବା ସହିତ 50 କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପର ଉଦ୍‌ଘାଟନ କରିଥିଲେ। ଏହି ପ୍ରକଳ୍ପଗୁଡ଼ିକର ମଧ୍ୟରେ ରହିଛି – ପାନୀୟ ଜଳ ପ୍ରକଳ୍ପ, ସଡକ ଓ ସେତୁ ନିର୍ମାଣ ଓ ଆହୁରି ଅନେକ ପ୍ରକଳ୍ପ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବାରିପଦାର ଶ୍ରୀଜଗନ୍ନାଥ ମନ୍ଦିରର ବିକାଶ ପାଇଁ 5 କୋଟି ଟଙ୍କା ଘୋଷଣା କରିଥିଲେ। ଏହାସହିତ ଖିଚିଂ, ଦେବକୁଣ୍ଡ ଓ ଜିଲ୍ଲାର ଅନ୍ୟାନ୍ୟ ପର୍ଯ୍ୟଟନ ସ୍ଥାନର ବିକାଶ ପାଇଁ ମଧ୍ୟ ସରକାର ପଦକ୍ଷେପ ନେବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି କାର୍ଯ୍ୟକ୍ରମରେ ଅଦାନି ଫାଉଣ୍ଡେଶନର ଚେୟାରମ୍ୟାନ ଡ. ପ୍ରୀତି ଅଦାନି, କାରନ ଅଦାନି, ରାଜସ୍ବ ମନ୍ତ୍ରୀ ସୁଦାମ ମାର୍ଣ୍ଡି, ବାରିପଦା ବିଧାୟକ ପ୍ରକାଶ ସରେନ, ରାଜ୍ୟସଭା ସଦସ୍ୟ ସରୋଜିନୀ ହେମ୍ବ୍ରମ, ଜିଲାପାଳ ବିନୀତ ଭରଦ୍ୱାଜ ପ୍ରମୁଖ ଉପସ୍ଥିତ ଥିଲେ। ମୟୂରଭଞ୍ଜର ବିକାଶର ଧାରା ଜାରିବ ଏବଂ ଓଡ଼ିଶାର ବିକାଶ ମାନଚିତ୍ରେର ମୟୂରଭଂଜର ସ୍ଥାନ ଆହୁରି ଉଜ୍ଜ୍ବଳ ହେବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।

mayurabhanj NaveenPatnaik
Share. Facebook Twitter LinkedIn Email WhatsApp Copy Link

Related Posts

ମହାରାଜା ଫିଲ୍ମ ହଲରେ ମାରପିଟ୍

May 22, 2026

କେନ୍ଦ୍ର କ୍ୟାବିନେଟ ବୈଠକ : କମ୍ ସମୟରେ ଅଧିକ କାମ

May 22, 2026

ନିର୍ମାଣ ବିଭାଗର ସମୀକ୍ଷା : ଦୁର୍ନୀତିମୁକ୍ତ କାର୍ଯ୍ୟାନ୍ବୟନକୁ ଗୁରୁତ୍ବ

May 21, 2026

ଆଧୁନିକ ଜ୍ଞାନକୌଶଳ ବ୍ୟବହାର କରି ଗୁଇନ୍ଦା ସୂଚନା ସଂଗ୍ରହକୁ ସୁଦୃଢ଼ କରୁଛି ରେଳବାଇ: ଅଶ୍ୱିନୀ ବୈଷ୍ଣବ

May 21, 2026
Latest News

ମହାରାଜା ଫିଲ୍ମ ହଲରେ ମାରପିଟ୍

May 22, 2026

କେନ୍ଦ୍ର କ୍ୟାବିନେଟ ବୈଠକ : କମ୍ ସମୟରେ ଅଧିକ କାମ

May 22, 2026

ନିର୍ମାଣ ବିଭାଗର ସମୀକ୍ଷା : ଦୁର୍ନୀତିମୁକ୍ତ କାର୍ଯ୍ୟାନ୍ବୟନକୁ ଗୁରୁତ୍ବ

May 21, 2026

ଆଧୁନିକ ଜ୍ଞାନକୌଶଳ ବ୍ୟବହାର କରି ଗୁଇନ୍ଦା ସୂଚନା ସଂଗ୍ରହକୁ ସୁଦୃଢ଼ କରୁଛି ରେଳବାଇ: ଅଶ୍ୱିନୀ ବୈଷ୍ଣବ

May 21, 2026

ଚାନ୍ଦପୁର ମଣ୍ଡଳ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ଶକ୍ତି ପଦଯାତ୍ରା

May 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.