Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ୟଶ୍‌ଙ୍କ ଜନ୍ମଦିନରେ କେଜିଏଫ୍‌-2ର ପୋଷ୍ଟର ରିଲିଜ୍‌
ଆଜିର ଖବର

ୟଶ୍‌ଙ୍କ ଜନ୍ମଦିନରେ କେଜିଏଫ୍‌-2ର ପୋଷ୍ଟର ରିଲିଜ୍‌

January 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବେଙ୍ଗାଲୁରୁ : କନ୍ନଡ ସୁପରଷ୍ଟାର ୟଶ୍‌ଙ୍କ ଜନ୍ମଦିନରେ କେଜିଏଫ୍‌-2ର ନୂତନ ପୋଷ୍ଟର ରିଲିଜ୍‌ ହୋଇଛି । କେଜିଏଫ୍‌-1ର ସଫଳତା ପରେ ଦର୍ଶକ ଦ୍ବତୀୟ ଭାଗକୁ ଉତ୍ସୁକତାର ସହିତ ଅପେକ୍ଷା କରିଥିବା ବେଳେ ଆଜି ଫିଲ୍ମର ଟିଜର ରିଲିଜ୍‌ ହେବା ନେଇ ନିର୍ମାତାଙ୍କ ପକ୍ଷରୁ ସୂଚନା ଦିଆଯାଇଥିଲା । ମାତ୍ର ଏଡିଟିଂ କାମ ଶେଷ ନହେବା କାରଣରୁ ୟଶଙ୍କ ପ୍ରଥମ ପୋଷ୍ଟର ରିଲିଜ୍‌ କରାଯାଇଛି । ଫିଲ୍ମର ନିର୍ଦ୍ଦେଶକ ପ୍ରଶାନ୍ତ ନୀଲ୍‌ ୟଶ୍‌ଙ୍କ ପୋଷ୍ଟର ସେୟାର କରିଛନ୍ତି । ଜୁଲାଇ 2020ରେ ରିଲିଜ୍‌ ହେବାକୁ ଥିବା ଏହି ଫିଲ୍ମ ହିନ୍ଦି, ତାମିଲ, ତେଲୁଗୁ ଏବଂ ମାଲାୟଲମ ଭାଷାରେ ନିର୍ମିତ ହେବାକୁ ଯାଉଛି । ବେଙ୍ଗାଲୁରୁରେ ୟଶ୍‌ଙ୍କ ଜନ୍ମଦିନରେ ଫ୍ୟାନ୍‌ ମାନେ 12 କିଗ୍ରା ଓଜନର ଏକ କେକ୍‌ କାଟୁଛନ୍ତି । (ଏଜେନ୍ସୀ)

yash
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଏଲଏସ୍ ପକ୍ଷରୁ ପୁରୀ ବେଳାଭୂମିରେ ସଫେଇ କାର୍ଯ୍ୟକ୍ରମ

September 15, 2026

ଶାରଦୀୟ ଦୁର୍ଗାପୂଜା ପାଇଁ କଟକ ଚଳଚଞ୍ଚଳ: ଆରମ୍ଭ ହେଲା ଚାନ୍ଦି ମେଢ ସଫେଇ

September 15, 2026

ସେମିକନ୍ ଇଣ୍ଡିଆ ୨୦୨୬: ସେପ୍ଟେମ୍ବର ୧୭ରେ ୫ମ ସଂସ୍କରଣର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

September 15, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ ଜଳିବ ‘ଆଶୀର୍ବାଦର ଦୀପ’: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

September 15, 2026
Latest News

ନୌବାଣିଜ୍ୟର ସ୍ମାରକୀ ‘ସାତଭାୟା’ ଓ ‘ତଅପୋଇ’ କାହାଣୀ

September 15, 2026

ଆଇଏଲଏସ୍ ପକ୍ଷରୁ ପୁରୀ ବେଳାଭୂମିରେ ସଫେଇ କାର୍ଯ୍ୟକ୍ରମ

September 15, 2026

ଶାରଦୀୟ ଦୁର୍ଗାପୂଜା ପାଇଁ କଟକ ଚଳଚଞ୍ଚଳ: ଆରମ୍ଭ ହେଲା ଚାନ୍ଦି ମେଢ ସଫେଇ

September 15, 2026

ରେଭେନ୍ସା ଦ୍ୱିତୀୟ କ୍ୟାମ୍ପସରେ ଭିତ୍ତିଭୂମି ଅଭାବ: ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ଧାରଣା

September 15, 2026

ବାଇକ୍-ଟ୍ରଲି ଅଟୋ ମୁହାଁମୁହିଁ ଧକ୍କା: ଜଣେ ମୃତ, ଜଣେ ଗୁରୁତର

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.