Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏକ ନମ୍ବର ମାନ୍ୟତା ବଜାୟ ରଖିଲେ କୋହ୍‌ଲି : ତିନି ନମ୍ବରରେ ଲାବୁଶ୍ଚାଞ୍ଜେ
ଆଜିର ଖବର

ଏକ ନମ୍ବର ମାନ୍ୟତା ବଜାୟ ରଖିଲେ କୋହ୍‌ଲି : ତିନି ନମ୍ବରରେ ଲାବୁଶ୍ଚାଞ୍ଜେ

January 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଆଇସିସି ପକ୍ଷରୁ ପ୍ରକାଶିତ ନୂତନ ଟେଷ୍ଟ ରାଙ୍କିଙ୍ଗ ବୁଧବାର ପ୍ରକାଶ ପାଇଛି । ସଦ୍ୟ ପ୍ରକାଶିତ ରାଙ୍କିଙ୍ଗରେ ଭାରତୀୟ ଅଧିନାୟକ ବିରାଟ କୋହଲି ଏକ ନମ୍ବର ସ୍ଥାନ ବଜାୟ ରଖିଛନ୍ତି । ଅଷ୍ଟ୍ରେଲୀୟ ଟପ୍‌ ଅର୍ଡର ବ୍ୟାଟ୍ସମ୍ୟାନ୍‌ ମାର୍ନସ ଲାବୁଶ୍ଚାଞ୍ଜେ ଆଶ୍ଚର୍ଯ୍ୟଜନକ ଭାବରେ ତୃତୀୟ ସ୍ଥାନରେ ରହିଛନ୍ତି । 928 ପଏଣ୍ଟ ସହିତ କୋହଲି ପ୍ରଥମ ସ୍ଥାନ ବଜାୟ ରଖିଥିବା ବେଳେ ଷ୍ଟିଭ୍‌ ସ୍ମିଥ୍‌ 911 ପଏଣ୍ଟ ସହିତ ଦ୍ବିତୀୟ ସ୍ଥାନରେ ରହିଛନ୍ତି । ସେହିପରି ନିକଟରେ ସମାପ୍ତ ନ୍ୟୁଜିଲ୍ୟାଣ୍ଡ ସିରିଜ୍‌ରେ ପ୍ରଥମ ଦ୍ବିଶତକ ହାସଲ କରିଥିବା ଲାବୁଶ୍ଚାଞ୍ଜେ ତୃତୀୟ ସ୍ଥାନକୁ ଉନ୍ନୀତ ହୋଇଛନ୍ତି । 6 ଇନିଂସରୁ ଲାବୁଶ୍ଚାଞ୍ଜେ 549 ରନ୍‌ ସଂଗ୍ରହ କରି ପ୍ଲେୟାର ଅଫ୍‌ ଦ ସିରିଜ୍‌ ହୋଇଥିଲେ । ଅନ୍ୟ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଚେତେଶ୍ବର ପୂଜାରା ଏବଂ ଆଜିଙ୍କ୍ୟ ରାହାଣେ ଟପ୍‌ ଟେନ୍‌ରେ ରହିଛନ୍ତି । ପୂଜାରା ଷଷ୍ଠ ସ୍ଥାନରେ ରହିଥିବା ବେଳେ ରାହାଣେ ନବମ ସ୍ଥାନକୁ ଖସିଛନ୍ତି । (ଏଜେନ୍ସୀ)

kohli testranking
Share. Facebook Twitter LinkedIn Email WhatsApp Copy Link

Related Posts

ମହାରାଷ୍ଟ୍ର ବିଧାନ ପରିଷଦରେ ଠାକରେ-ପାୱାରଙ୍କୁ ଝଟକା: ୧୭ଟିରୁ ୧୬ ଟି ଆସନରେ ମହାୟୁତି ବିଜୟୀ

June 22, 2026

ବ୍ରିଟିଶ ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କ ଇସ୍ତଫା: ଜାଣନ୍ତୁ ଏବେ କିଏ ହେବେ ନୂତନ ପ୍ରଧାନମନ୍ତ୍ରୀ

June 22, 2026

ବର୍ଷା ଦିନିଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

June 22, 2026

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026
Latest News

ଗ୍ୟାସ୍ ଲିକ୍ ଘଟଣା, ମୃତ ଓଡିଆ ପରିବାରଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026

ମହାରାଷ୍ଟ୍ର ବିଧାନ ପରିଷଦରେ ଠାକରେ-ପାୱାରଙ୍କୁ ଝଟକା: ୧୭ଟିରୁ ୧୬ ଟି ଆସନରେ ମହାୟୁତି ବିଜୟୀ

June 22, 2026

ବ୍ରିଟିଶ ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କ ଇସ୍ତଫା: ଜାଣନ୍ତୁ ଏବେ କିଏ ହେବେ ନୂତନ ପ୍ରଧାନମନ୍ତ୍ରୀ

June 22, 2026

ବର୍ଷା ଦିନିଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

June 22, 2026

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.