Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀ ଜେଏନ୍‌ୟୁ ଘଟଣାରେ ସାମିଲ୍‌ ରହିଛନ୍ତି ଗୃହମନ୍ତ୍ରୀ : ଜୟରାମ ରମେଶ
ଆଜିର ଖବର

ଦିଲ୍ଲୀ ଜେଏନ୍‌ୟୁ ଘଟଣାରେ ସାମିଲ୍‌ ରହିଛନ୍ତି ଗୃହମନ୍ତ୍ରୀ : ଜୟରାମ ରମେଶ

January 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦିଲ୍ଲୀ ଜବାହରଲାଲ୍‌ ନେହେରୁ ବିଶ୍ବବିଦ୍ୟାଳୟ ପରିସରରେ ହୋଇଥିବା ହିଂସା ବିରୋଧରେ ଛାତ୍ରଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଥିବାବେଳେ ଏବେ ବିରୋଧୀ କଂଗ୍ରେସ ମଧ୍ୟ ସରକାରଙ୍କୁ ଘେରିଛି। ପୂର୍ବ କେନ୍ଦ୍ର ମନ୍ତ୍ରୀ ତଥା କଂଗ୍ରେସ ନେତା ଜୟରାମ ରମେଶ ଗୁରୁବାର ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ, ଏହି ହିଂସାକାଣ୍ଡ ପଛରେ ଗୃହମନ୍ତ୍ରୀ – ମାନବ ସମ୍ବଳ ବିକାଶ ମନ୍ତ୍ରୀ ରହିଛନ୍ତି । ଜୟରାମ ରମେଶ କହିଛନ୍ତି ଯେ, ଯେଉଁ ମୁଖାପିନ୍ଧା ଦୁବୃର୍ତ୍ତମାନେ ଏପରି କାଣ୍ଡ କରିଛନ୍ତି, ତାଙ୍କୁ ତୁରନ୍ତ ଗିରଫ କରିବା ଆବଶ୍ୟକ। ଏହି ଘଟଣା ପାଇଁ ବିଶ୍ବବିଦ୍ୟାଳୟର କୁଳପତି ତୁରନ୍ତ ଇସ୍ତଫା ପତ୍ର ଦେବା ଉଚିତ୍‌। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସିଧାସଳଖ ଆକ୍ରମଣ କରି ରମେଶ କହିଛନ୍ତି ଯେ, ପିଏମ୍‌ 2.,0 ଆଜି ପିଏମ୍‌2.5ଠାରୁ ଅଧିକ ବିପଜ୍ଜନକ ।

ସୂଚନାଯୋଗ୍ୟ, ଜେଏନ୍‌ୟୁର ଛାତ୍ରମାନେ ଦିଲ୍ଲୀରେ ରାଲି ବାହାର କରିବା ସହିତ ଏହି ରାଲିରେ ଭିସିଙ୍କ ଇସ୍ତଫା ଦାବି କରିବା ସହିତ ଏହି ହିଂସାକାଣ୍ଡରେ କାର୍ଯ୍ୟାନୁଷ୍ଠାନ ନେଇ ମଧ୍ୟ ଦାବି କରାଯାଇଛି। ସେହିପରି ଆଜି କାଶ୍ମୀର ଗସ୍ତରେଥିବା ବିଦେଶୀ ପ୍ରତିନିଧିମଣ୍ଡଳକାଶ୍ମୀର ଗସ୍ତକୁ ସରକାରକୁ ଟାର୍ଗେଟ୍‌ କରିଛନ୍ତି ଜୟରାମ ରମେଶ  ଆମ ନେତାଙ୍କୁ ସେଠାକୁ ଯିବାକୁ ଅନୁମତି ନାହିଁ। ଦେଶର ସାଂସଦ ସେଠାକୁ ଯାଇପାରିବେ ନାହିଁ, କିନ୍ତୁ ଅନ୍ତର୍ଜାତୀୟ ପ୍ରତିନିଧି ଦଳ ସେଠାକୁ ଯାଇପାରିବ । ସେହିପରି ଭାରତରେ ଚାଲିଥିବା ଅର୍ଥନୀତି ମାନ୍ଦାବସ୍ଥାକୁ ନେଇ ମଧ୍ୟ ଜୟରାମ ରମେଶ ସରକାରଙ୍କୁ ଘେରିଛନ୍ତି।

homeminister jayaramramesh jnuviolence
Share. Facebook Twitter LinkedIn Email WhatsApp Copy Link

Related Posts

ଗତ ପାଞ୍ଚ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ ବିଦେଶ ଯାତ୍ରା ଖର୍ଚ୍ଚ କେତେ?: ସଂସଦକୁ ସୂଚନା ଦେଲେ ସରକାର

August 6, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ୍ କଲେ ନେତାନ୍ୟାହୁ: ଜାଣନ୍ତୁ କ’ଣ ହେଲା ଆଲୋଚନା?

August 6, 2026

ସୋଆରେ ଆନ୍ତର୍ଜାତୀୟ ସମ୍ମିଳନୀ ‘ଆଇସିସିଏମ୍‌ଇଏସ୍‌ଏଚ୍‌–୨୦୨୬’ ଉଦ୍‌ଘାଟିତ

August 6, 2026

ରଣପୁରରେ ୮୦ତମ ସ୍ୱାଧୀନତା ଦିବସ ପାଇଁ ବ୍ଲକ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ

August 6, 2026
Latest News

ଗତ ପାଞ୍ଚ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ ବିଦେଶ ଯାତ୍ରା ଖର୍ଚ୍ଚ କେତେ?: ସଂସଦକୁ ସୂଚନା ଦେଲେ ସରକାର

August 6, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ୍ କଲେ ନେତାନ୍ୟାହୁ: ଜାଣନ୍ତୁ କ’ଣ ହେଲା ଆଲୋଚନା?

August 6, 2026

ସୋଆରେ ଆନ୍ତର୍ଜାତୀୟ ସମ୍ମିଳନୀ ‘ଆଇସିସିଏମ୍‌ଇଏସ୍‌ଏଚ୍‌–୨୦୨୬’ ଉଦ୍‌ଘାଟିତ

August 6, 2026

ରଣପୁରରେ ୮୦ତମ ସ୍ୱାଧୀନତା ଦିବସ ପାଇଁ ବ୍ଲକ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ

August 6, 2026

ଆଞ୍ଚଳିକ ଦଳଗୁଡ଼ିକର ଚାନ୍ଦାରେ ଉଲ୍ଲେଖନୀୟ ବୃଦ୍ଧି: ସର୍ବାଧିକ ଡିଏମକେ, ଜାଣନ୍ତୁ ବିଜେଡ଼ି କୁ କେତେ?

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.