Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଷ୍ଟ୍ରେଲିଆ ଜଙ୍ଗଲ ନିଆଁ ପାଇଁ 3 ମିଲିୟନ୍‌ ଡଲାର ସହାୟତା କରିବେ ଲିଓନାର୍ଡୋ ଡିକାପ୍ରିଓ
ଆଜିର ଖବର

ଅଷ୍ଟ୍ରେଲିଆ ଜଙ୍ଗଲ ନିଆଁ ପାଇଁ 3 ମିଲିୟନ୍‌ ଡଲାର ସହାୟତା କରିବେ ଲିଓନାର୍ଡୋ ଡିକାପ୍ରିଓ

January 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ଜଙ୍ଗଲ ନିଆଁରେ ବ୍ୟାପକ କ୍ଷତି ଘଟିଥିବା ବେଳେ 50ରୁ ଅଧିକ ଲୋକଙ୍କ ପ୍ରାଣହାନି ଘଟିଥିଲା । ବିଶ୍ବ ସମୁଦାୟ ନିଆଁକୁ ଆୟତ କରିବା ପାଇଁ ସହାୟତା କରିଥିବା ବେଳେ ହଲିଉଡ୍‌ ଅଭିନେତା ଲିଓନାର୍ଡୋ ଡିକାପ୍ରିଓ 3 ମିଲିୟନ୍‌ ଡଲାରର ସହାୟତା ରାଶି ପଠାଇଛନ୍ତି । ଡିକାପ୍ରିଓଙ୍କ ସଂସ୍ଥା ଆର୍ଥ ଆଲାଏନ୍ସ ପକ୍ଷରୁ ଏହି ଅର୍ଥ ପ୍ରଦାନ କରାଯାଇଛି । ଏହି ଅର୍ଥ ଜଙ୍ଗଲ ନିଆଁକୁ ଆୟତ କରିବା ପାଇଁ ବ୍ୟବହୃତ ହେବ ବୋଲି ଲିଓନାର୍ଡୋ ଡିକାପ୍ରିଓ ସୂଚନା ଦେଇଛନ୍ତି । ଡିକାପ୍ରିଓଙ୍କ ଏହି ସଙ୍ଗଠନରେ କ୍ରିସ୍‌ ହେମ୍‌ସଓ୍ବର୍ଥ, କାଇଲି ଜେନର, ନିକୋଲ୍‌ କିଡମ୍ୟାନ୍‌ ଏବଂ କିଥ୍‌ ଅର୍ବାନ୍‌ ପ୍ରମୁଖ ସଦସ୍ୟ ରହିଛନ୍ତି । (ଏଜେନ୍ସୀ)

Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱର ପାତ୍ରପଡ଼ାରେ ତୁଳା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

August 3, 2026

କେରଳରେ ପ୍ରବଳ ବର୍ଷାର ତାଣ୍ଡବ: ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

August 3, 2026

ତିନିଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ମହିଳାଙ୍କୁ ଟାଣିନେଲା କୁମ୍ଭୀର !

August 3, 2026
Latest News

ଭୁବନେଶ୍ୱର ପାତ୍ରପଡ଼ାରେ ତୁଳା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

August 3, 2026

କେରଳରେ ପ୍ରବଳ ବର୍ଷାର ତାଣ୍ଡବ: ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

August 3, 2026

ତିନିଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ମହିଳାଙ୍କୁ ଟାଣିନେଲା କୁମ୍ଭୀର !

August 3, 2026

ଶ୍ରାବଣ ମାସର ପ୍ରଥମ ସୋମବାରରେ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.