Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାରଳା ଗଜପତିଙ୍କ ପରଲୋକ : ମୁଖ୍ୟମନ୍ତ୍ରୀ ଏବଂ ପୁରୀ ରାଜାଙ୍କ ଶୋକ
ଆଜିର ଖବର

ପାରଳା ଗଜପତିଙ୍କ ପରଲୋକ : ମୁଖ୍ୟମନ୍ତ୍ରୀ ଏବଂ ପୁରୀ ରାଜାଙ୍କ ଶୋକ

January 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ଗଜପତି ଜିଲା ପାରଳାଖେମୁଣ୍ଡି ମହାରାଜା ଗୋପୀନାଥ ଗଜପତି ନାରାୟଣ ଦେଓଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ଶୋକ ପ୍ରକାଶ କରିଛନ୍ତି । ଓଡ଼ିଶା ରାଜ୍ୟ ଗଠନରେ ପାରଳାଖେମୁଣ୍ଡି ରାଜପରିବାରର ଅବଦାନ ଅତୁଳନୀୟ ବୋଲି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଗଜପତିଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି । ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଠାରୁ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତିର ବିକାଶ ପାଇଁ ତାଙ୍କ ପରିବାରର ଯୋଗଦାନ ଅତୁଳନୀୟ । ତାଙ୍କ ପରଲୋକ ଓଡ଼ିଶା ପାଇଁ ବଡ଼ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Gajapati
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳ ମାଟିର ଝିଅଙ୍କୁ ମିଳିଲା ଡିଜିପି ଡିସ୍କ ଓ କ୍ରାଇମବ୍ରାଞ୍ଚ ସମ୍ବର୍ଦ୍ଧନା

August 16, 2026

ଦେଶର ପ୍ରତିଷ୍ଠିତ ନ୍ୟୁଜ ଚ୍ୟାନେଲ NDTV 24×7 ର ନାମ ହେଲା ପରିବର୍ତ୍ତନ

August 16, 2026

ଓଡିଶା ପୋଲିସର ଅନ୍ତରୀଣ ମୁଖିଆ ଭାବେ ଦାୟିତ୍ବ ନେଲେ ବିନୟତୋଶ ମିଶ୍ର

August 16, 2026

WTC ପଏଣ୍ଟ ଟେବୁଲ: ଭାରତକୁ ପଛରେ ପକାଇଲା ବାଂଲାଦେଶ, ଅଷ୍ଟ୍ରେଲିଆକୁ ବଡ଼ କ୍ଷତି

August 16, 2026
Latest News

ନାକଟିଦେଉଳ ମାଟିର ଝିଅଙ୍କୁ ମିଳିଲା ଡିଜିପି ଡିସ୍କ ଓ କ୍ରାଇମବ୍ରାଞ୍ଚ ସମ୍ବର୍ଦ୍ଧନା

August 16, 2026

ତାରିକ ରହମାନଙ୍କ ଭାରତ ଗସ୍ତ ଉପରେ ଆସିଲା ଅପଡେଟ: ବାଂଲାଦେଶ ରଖିଲା ବଡ଼ ସର୍ତ୍ତ

August 16, 2026

ଦେଶର ପ୍ରତିଷ୍ଠିତ ନ୍ୟୁଜ ଚ୍ୟାନେଲ NDTV 24×7 ର ନାମ ହେଲା ପରିବର୍ତ୍ତନ

August 16, 2026

ଓଡିଶା ପୋଲିସର ଅନ୍ତରୀଣ ମୁଖିଆ ଭାବେ ଦାୟିତ୍ବ ନେଲେ ବିନୟତୋଶ ମିଶ୍ର

August 16, 2026

‘ବନ୍ଦେ ମାତରମ୍’ ପ୍ରତି ଅସମ୍ମାନ?: ସୋନିଆ ଗାନ୍ଧୀଙ୍କ ବିରୋଧରେ ଅଭିଯୋଗ ଦାଖଲ କଲା ବିଜେପି

August 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.