Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭିଡିଓକନ୍‌ ଦୁର୍ନୀତି ମାମଲା : ଚନ୍ଦା କୋଚରଙ୍କ ସମ୍ପତ୍ତି ଜବତ କରିପାରେ ଇଡି
ଆଜିର ଖବର

ଭିଡିଓକନ୍‌ ଦୁର୍ନୀତି ମାମଲା : ଚନ୍ଦା କୋଚରଙ୍କ ସମ୍ପତ୍ତି ଜବତ କରିପାରେ ଇଡି

January 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ସିଇଓ ଚନ୍ଦା କୋଚରଙ୍କ ଅଡୁଆ ବଢିବାରେ ଲାଗିଛି । ଅନୈତିକ ଉପାୟରେ ଭିଡିଓକୋନ୍‌କୁ ଋଣ ଦେଇଥିବା ମାମଲାରେ ଚନ୍ଦା କୋଚର ଏବଂ ସ୍ବାମୀ ଦୀପକ କୋଚରଙ୍କ ପାଇଁ ଅଡୁଆ ବଢିବାରେ ଲାଗିଛି । ଉଭୟଙ୍କର 8 ଶହ କୋଟିର ସମ୍ପତ୍ତି ଜବତ କରାଯିବ ବୋଲି ଇଡି ପକ୍ଷରୁ ସୂଚନା ମିଳିଛି । ଇଡି ପକ୍ଷରୁ ଉଭୟଙ୍କ ସମ୍ପତ୍ତି ଜବତ କରାଯିବାର ପ୍ରକ୍ରିୟା ଆରମ୍ଭ କରାଯାଇଛି । ଉଲ୍ଲେଖଯୋଗ୍ୟ ଯେ, ନିଜ ପଦର ଫଇଦା ଉଠାଇ ଅନୈତିକ ଉପାୟରେ ଚନ୍ଦା ଭିଡିଓକୋନ୍‌ ଗ୍ରୁପ୍‌କୁ 3250 କୋଟିର ଋଣ ପ୍ରଦାନ କରିଥିଲେ । (ଏଜେନ୍ସୀ)

Share. Facebook Twitter LinkedIn Email WhatsApp Copy Link

Related Posts

ଭେନେଜୁଏଲା ଉପରେ ଟ୍ରମ୍ପଙ୍କ ବଡ କଟକଣା: ତେଲ ଟ୍ୟାଙ୍କରଗୁଡ଼ିକୁ ନିଷେଧ ଘୋଷଣା କଲେ ଆମେରିକା ରାଷ୍ଟ୍ରପତି

December 17, 2025

ଆଜି ଭାରତୀୟ ନୌସେନାରେ ସାମିଲ ହେବ INAS 335

December 17, 2025

ଖୁବ୍‌ଶୀଘ୍ର ଭାରତରେ ଟୟୋଟା ଲଞ୍ଚ କରିବ ପ୍ରଥମ ଇଲେକ୍ଟ୍ରିକ୍ କାର: ଜାଣନ୍ତୁ ମୂଲ୍ୟ ଓ ପରିସର

December 17, 2025

କୁଚ ବିହାର ଟ୍ରଫି: ହିମାଚଳ ପ୍ରଦେଶର ପ୍ରଥମ ପାଳିରେ 181 ରନ, ଓଡିଶାର 44/0

December 17, 2025
Latest News

ଭେନେଜୁଏଲା ଉପରେ ଟ୍ରମ୍ପଙ୍କ ବଡ କଟକଣା: ତେଲ ଟ୍ୟାଙ୍କରଗୁଡ଼ିକୁ ନିଷେଧ ଘୋଷଣା କଲେ ଆମେରିକା ରାଷ୍ଟ୍ରପତି

December 17, 2025

ଆଜି ଭାରତୀୟ ନୌସେନାରେ ସାମିଲ ହେବ INAS 335

December 17, 2025

ଖୁବ୍‌ଶୀଘ୍ର ଭାରତରେ ଟୟୋଟା ଲଞ୍ଚ କରିବ ପ୍ରଥମ ଇଲେକ୍ଟ୍ରିକ୍ କାର: ଜାଣନ୍ତୁ ମୂଲ୍ୟ ଓ ପରିସର

December 17, 2025

କୁଚ ବିହାର ଟ୍ରଫି: ହିମାଚଳ ପ୍ରଦେଶର ପ୍ରଥମ ପାଳିରେ 181 ରନ, ଓଡିଶାର 44/0

December 17, 2025

ଡିଏଭି ପବ୍ଲିକ୍ ସ୍କୁଲ ପୋଖରୀପୁଟରେ ବାର୍ଷିକ ଉତ୍ସବ ”ବସ୍ତାନି” ଉଦଯାପିତ

December 17, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.