Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭିଡିଓକନ୍‌ ଦୁର୍ନୀତି ମାମଲା : ଚନ୍ଦା କୋଚରଙ୍କ ସମ୍ପତ୍ତି ଜବତ କରିପାରେ ଇଡି
ଆଜିର ଖବର

ଭିଡିଓକନ୍‌ ଦୁର୍ନୀତି ମାମଲା : ଚନ୍ଦା କୋଚରଙ୍କ ସମ୍ପତ୍ତି ଜବତ କରିପାରେ ଇଡି

January 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ସିଇଓ ଚନ୍ଦା କୋଚରଙ୍କ ଅଡୁଆ ବଢିବାରେ ଲାଗିଛି । ଅନୈତିକ ଉପାୟରେ ଭିଡିଓକୋନ୍‌କୁ ଋଣ ଦେଇଥିବା ମାମଲାରେ ଚନ୍ଦା କୋଚର ଏବଂ ସ୍ବାମୀ ଦୀପକ କୋଚରଙ୍କ ପାଇଁ ଅଡୁଆ ବଢିବାରେ ଲାଗିଛି । ଉଭୟଙ୍କର 8 ଶହ କୋଟିର ସମ୍ପତ୍ତି ଜବତ କରାଯିବ ବୋଲି ଇଡି ପକ୍ଷରୁ ସୂଚନା ମିଳିଛି । ଇଡି ପକ୍ଷରୁ ଉଭୟଙ୍କ ସମ୍ପତ୍ତି ଜବତ କରାଯିବାର ପ୍ରକ୍ରିୟା ଆରମ୍ଭ କରାଯାଇଛି । ଉଲ୍ଲେଖଯୋଗ୍ୟ ଯେ, ନିଜ ପଦର ଫଇଦା ଉଠାଇ ଅନୈତିକ ଉପାୟରେ ଚନ୍ଦା ଭିଡିଓକୋନ୍‌ ଗ୍ରୁପ୍‌କୁ 3250 କୋଟିର ଋଣ ପ୍ରଦାନ କରିଥିଲେ । (ଏଜେନ୍ସୀ)

Share. Facebook Twitter LinkedIn Email WhatsApp Copy Link

Related Posts

ସାବଧାନ: ଆଜି ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିଙ୍କର ଦେଖାଯାଇପାରେ ସ୍ୱାସ୍ଥ୍ୟ ସମସ୍ୟା

February 24, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026
Latest News

ସାବଧାନ: ଆଜି ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିଙ୍କର ଦେଖାଯାଇପାରେ ସ୍ୱାସ୍ଥ୍ୟ ସମସ୍ୟା

February 24, 2026

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.