Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କନୌଜଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ୨୦ ମୃତ, ୨୧ ଆହତ, ଶୋକପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି ଓ ଯୋଗୀ
ଆଜିର ଖବର

କନୌଜଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ୨୦ ମୃତ, ୨୧ ଆହତ, ଶୋକପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି ଓ ଯୋଗୀ

January 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କନୌଜ : ଉତ୍ତରପ୍ରଦେଶ କନୌଜଠାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୨୦ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨୧ଜଣ ଆହତ ହୋଇଛନ୍ତି । ସୂଚନା ଅନୁସାରେ ଯାତ୍ରୀବସ କନୌଜର ଗୁରସହାୟଗଞ୍ଜ ଠାରୁ ଜୟପୁର ଯାଉଥିବା ବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା । ଗତକାଲି ରାତି ପ୍ରାୟ ସାଢ଼େ ୯ଟାରେ ଏହି ଘଟଣା ଘଟିବା ପରେ ବସ ଜଳିବାକୁ ଲାଗିଥିଲା । ଏହି ବସରେ ପାଖାପାଖି ୪୩ ଜଣ ଯାତ୍ରୀ ଥିଲେ । ଏହି ମର୍ମନ୍ତୁଦ ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଃଖ ପ୍ରକାଶ କରିଛନ୍ତି । ସେ ମୃତକଙ୍କ ପରିବାର ଲୋକଙ୍କୁ ସମବେଦନା ଜଣାଇଥିବା ବେଳେ ଆହତମାନଙ୍କ ଚିକିତ୍ସା ପାଇଁ ୫୦ ହଜାର ଟଙ୍କା ଲେଖାଏଁ ଓ ମୃତକଙ୍କ ପରିବାର ଲୋକଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି । ସେହିପରି ଏହି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । (ଏଜେନ୍ସି)

narendramodi yogiadityanath
Share. Facebook Twitter LinkedIn Email WhatsApp Copy Link

Related Posts

ବିବାଦୀୟ ଅଧ୍ୟାୟ ପାଇଁ ସାର୍ବଜନୀନ ଭାବରେ କ୍ଷମା ମାଗିଲା NCERT

March 10, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ କୀର୍ତ୍ତି ଆଜାଦଙ୍କ ଟିମ୍ ଇଣ୍ଡିଆକୁ କଟାକ୍ଷ: ଜୟ ଶାହଙ୍କୁ କଲେ ଟାର୍ଗେଟ

March 10, 2026

ଗ୍ୟାସ୍ ଅଭାବ ହେଲେ କାହାକୁ ପ୍ରାଥମିକତା ଦେବେ ସରକାର?: ଦେଖନ୍ତୁ ତାଲିକା

March 10, 2026

ପରିବର୍ତ୍ତନଶୀଳ ବିଶ୍ୱ ବ୍ୟବସ୍ଥା: ଆନ୍ତର୍ଜାତୀୟ ରାଜନୀତିର ନୂଆ ପରିଦୃଶ୍ୟ

March 10, 2026
Latest News

ବିବାଦୀୟ ଅଧ୍ୟାୟ ପାଇଁ ସାର୍ବଜନୀନ ଭାବରେ କ୍ଷମା ମାଗିଲା NCERT

March 10, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ କୀର୍ତ୍ତି ଆଜାଦଙ୍କ ଟିମ୍ ଇଣ୍ଡିଆକୁ କଟାକ୍ଷ: ଜୟ ଶାହଙ୍କୁ କଲେ ଟାର୍ଗେଟ

March 10, 2026

ଗ୍ୟାସ୍ ଅଭାବ ହେଲେ କାହାକୁ ପ୍ରାଥମିକତା ଦେବେ ସରକାର?: ଦେଖନ୍ତୁ ତାଲିକା

March 10, 2026

ପରିବର୍ତ୍ତନଶୀଳ ବିଶ୍ୱ ବ୍ୟବସ୍ଥା: ଆନ୍ତର୍ଜାତୀୟ ରାଜନୀତିର ନୂଆ ପରିଦୃଶ୍ୟ

March 10, 2026

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.