Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣି ଦିଲ୍ଲୀରେ ନିଆଁ : ଜୋତା କାରଖାନାରେ ଭୀଷଣ ଅଗ୍ନିକାଣ୍ଡ
ଆଜିର ଖବର

ପୁଣି ଦିଲ୍ଲୀରେ ନିଆଁ : ଜୋତା କାରଖାନାରେ ଭୀଷଣ ଅଗ୍ନିକାଣ୍ଡ

January 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦେଶର ରାଜଧାନୀ ଦିଲ୍ଲୀଠାରେ ଏକ ଜୋତା କାରଖାନରେ ନିଆଁ ଲାଗିବାର ଘଟଣା ସାମ୍ନାକୁ ଆସିଛି । ମାୟାପୁରୀ ଅଞ୍ଚଳରେ ଏକ ଜୋତା କାରଖାନାରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି । ଘଟଣାସ୍ଥଳରେ 90ଜଣ ଅଗ୍ନିଶମ କର୍ମଚାରୀଙ୍କ ସମେତ 23ଟି ଦମକଳଗାଡ଼ି ଉପସ୍ଥିତ ରହିଛି । ନିଆଁ ଉପରେ କାବୁ ପାଇଁ ଚେଷ୍ଟା ଜାରି ରଖାଯାଇଛି । ତେବେ ଏହି ମାମଲାରେ ଅଧିକ ଖବର ଏପର୍ଯ୍ୟନ୍ତ ହସ୍ତଗତ ହୋଇନାହିଁ । ଅଗ୍ନିଶମ କର୍ମଚାରୀଙ୍କ ଦ୍ବାରା ଉଦ୍ଧାର କାର୍ଯ୍ୟ ଜାରିରହିଛି ।  ଏହି ନିକଟ ଅତୀତରେ ଅଗ୍ନିକାଣ୍ଡର ବହୁ ଘଟଣା ଦେଖିବାକୁ ମିଳିଛି । ନିକଟରେ ଶସ୍ୟମଣ୍ଡିରେ ନିଆଁ ଲାଗି 43ଜଣଙ୍କର ମୃତ୍ୟୁ ହୋଇଥିଲା । (ଏଜେନ୍ସି)

DelhiFire
Share. Facebook Twitter LinkedIn Email WhatsApp Copy Link

Related Posts

ଅକ୍ଟୋବର ୧୧ ତାରିଖ ରାଶିଫଳ: ଆଜି ତିନୋଟି ରାଶି ପାଇଁ ବେଶ ଆନନ୍ଦଦାୟକ, ଆର୍ଥିକ ଲାଭ ସମ୍ଭାବନା

October 11, 2026

ନଦୀରେ ବୁଡ଼ି ୨ ଭାଇ ମୃତ

October 10, 2026

ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

October 10, 2026

ଦିଲ୍ଲୀରେ CJP ପ୍ରତିବାଦ: ବିପଦରେ ୧୫ ଲକ୍ଷ ବ୍ୟବସାୟୀ, ୨ ହଜାର କୋଟି କ୍ଷତି ଆକଳନ

October 10, 2026
Latest News

ଅକ୍ଟୋବର ୧୧ ତାରିଖ ରାଶିଫଳ: ଆଜି ତିନୋଟି ରାଶି ପାଇଁ ବେଶ ଆନନ୍ଦଦାୟକ, ଆର୍ଥିକ ଲାଭ ସମ୍ଭାବନା

October 11, 2026

ନଦୀରେ ବୁଡ଼ି ୨ ଭାଇ ମୃତ

October 10, 2026

ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

October 10, 2026

ମୃତ୍ୟୁର ମାସକ ପରେ ମାଟି ତଳୁ କଢ଼ା ହେଲା ଶବ

October 10, 2026

ଦିଲ୍ଲୀରେ CJP ପ୍ରତିବାଦ: ବିପଦରେ ୧୫ ଲକ୍ଷ ବ୍ୟବସାୟୀ, ୨ ହଜାର କୋଟି କ୍ଷତି ଆକଳନ

October 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.