Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୁଜରାଟ ଅକ୍ସିଜେନ୍‌ କାରଖାନାରେ ବିସ୍ଫୋରଣ : 6ମୃତ,15 ଆହତ
ଆଜିର ଖବର

ଗୁଜରାଟ ଅକ୍ସିଜେନ୍‌ କାରଖାନାରେ ବିସ୍ଫୋରଣ : 6ମୃତ,15 ଆହତ

January 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅହମ୍ମଦାବାଦ : ଗୁଜରାଟର ଏକ ଅକ୍ସିଜେନ୍‌ କାରଖାନାରେ ବିସ୍ଫୋରଣ ଘଟିବାରୁ 6 ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହିତ 15ରୁ ଅଧିକ ଆହତ ହୋଇଛନ୍ତି । ଗୁଜରାଟର ଭଦୋଦରାରେ ଅବସ୍ଥାପିତ ଅକ୍ସିଜେନ୍‌ କାରଖାନାରେ ଏହି ଦୁର୍ଘଟଣା ଘଟିଥିଲା । ଭଦୋଦରାର ଗଓ୍ବାସଡ୍‌ ଗ୍ରାମର ପାଡ୍ରାରେ ରହିଥିବା ଏହି କାରଖାନାରେ ବିସ୍ଫୋରଣ କାରଣରୁ ଘଟଣାସ୍ଥଳରେ 5 ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଡାକ୍ତରଖାନାରେ ଜଣେ ଶ୍ରମିକଙ୍କର ମୃତ୍ୟୁ ଘଟିଥିଲା । ଆହତ 15 ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ତନ୍ମଧ୍ୟରୁ 6 ଜଣଙ୍କ ଅବସ୍ଥା ଗୁରୁତର ରହିଥିବା ଜଣାପଡିଛି । ବିସ୍ଫୋରଣର କାରଣ ଜଣାପଡିନଥିବା ବେଳେ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି । (ଏଜେନ୍ସୀ)

gujarat
Share. Facebook Twitter LinkedIn Email WhatsApp Copy Link

Related Posts

୧୫,୦୦୦ ଟନ୍ ଏଲପିଜି ନେଇ ମୁମ୍ବାଇରେ ପହଞ୍ଚିଲା ଭାରତୀୟ ଜାହାଜ “ଗ୍ରୀନ୍ ଆଶା”

April 9, 2026

IPL 2026: କାହା ପାଖରେ ଅରେଞ୍ଜ ଏବଂ ପର୍ପଲ କ୍ୟାପ୍?

April 9, 2026

ହରମୁଜ୍ ପ୍ରଣାଳୀ ଖୋଲା ଅଛି, କିନ୍ତୁ ଏବେ ବି ଟଳିନି ବିପଦ: ଜାହାଜ ପଥ ପରିବର୍ତ୍ତନ କଲା ଇରାନ୍

April 9, 2026

ମଧ୍ୟପ୍ରାଚ୍ୟରେ ପୁଣି ଉତ୍ତେଜନା: ଲେବାନନ ଉପରେ ଭୟଙ୍କର ଆକ୍ରମଣ

April 9, 2026
Latest News

୧୫,୦୦୦ ଟନ୍ ଏଲପିଜି ନେଇ ମୁମ୍ବାଇରେ ପହଞ୍ଚିଲା ଭାରତୀୟ ଜାହାଜ “ଗ୍ରୀନ୍ ଆଶା”

April 9, 2026

IPL 2026: କାହା ପାଖରେ ଅରେଞ୍ଜ ଏବଂ ପର୍ପଲ କ୍ୟାପ୍?

April 9, 2026

ହରମୁଜ୍ ପ୍ରଣାଳୀ ଖୋଲା ଅଛି, କିନ୍ତୁ ଏବେ ବି ଟଳିନି ବିପଦ: ଜାହାଜ ପଥ ପରିବର୍ତ୍ତନ କଲା ଇରାନ୍

April 9, 2026

ମଧ୍ୟପ୍ରାଚ୍ୟରେ ପୁଣି ଉତ୍ତେଜନା: ଲେବାନନ ଉପରେ ଭୟଙ୍କର ଆକ୍ରମଣ

April 9, 2026

ଆସାମ, କେରଳମ୍ ଓ ପୁଡୁଚେରୀରେ ଭୋଟିଂ ଜାରି

April 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.