Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିଏଏ ବିଭାଜନ ସୃଷ୍ଟିକାରୀ ଏବଂ ଏନ୍‌ପିଆର ହେଉଛି ଏନ୍‌ସିଆରର ଛାୟା : ସୋନିଆ
ଆଜିର ଖବର

ସିଏଏ ବିଭାଜନ ସୃଷ୍ଟିକାରୀ ଏବଂ ଏନ୍‌ପିଆର ହେଉଛି ଏନ୍‌ସିଆରର ଛାୟା : ସୋନିଆ

January 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ସିଏଏ ବିଭାଜନ ସୃଷ୍ଟିକାରୀ ଏବଂ ଏନପିଆର ସହିତ ଏନ୍‌ସିଆରର ଛାୟା ବୋଲି ସୋନିଆ ଗାନ୍ଧୀ ମତ ଦେଇଛନ୍ତି । ଶନିବାର ଦିନ କଂଗ୍ରେସ ଅନ୍ତରୀଣ ସଭାପତି ଏହି ମତ ଦେଇଛନ୍ତି । ସିଏଏକୁ ନେଇ କେନ୍ଦ୍ର ସରକାର ଧର୍ମ ନାମରେ ବିଭାଜନ ସୃଷ୍ଟି କରୁଛନ୍ତି ଏବଂ ଏନ୍‌ପିଆର ଛାୟାରେ ଏନ୍‌ସିଆର ଲାଗୁ କରିବାର ପ୍ରୟାସ କରୁଛନ୍ତି ବୋଲି ସୋନିଆ ପ୍ରକାଶ କରିଛନ୍ତି । ଶନିବାର କଂଗ୍ରେସ କାର୍ଯ୍ୟକାରୀ କମିଟି ବୈଠକରେ ସୋନିଆ ଏହି ମତ ଦେଇଛନ୍ତି । ଦେଶର ଛାତ୍ର ସମାଜ ଏହି ନିୟମକୁ ବିରୋଧ କରି ରାସ୍ତାକୁ ଓହ୍ଲାଇଥିବା ବେଳେ ସରକାର ପୋଲିସ୍‌ କ୍ଷମତାର ଦୁରୁପଯୋଗ କରି ଏହି ଆନ୍ଦୋଳନକୁ ଚପାଇଦେବାର ଉଦ୍ୟମ କରୁଛନ୍ତି । ଏକ ଉଚ୍ଚସ୍ତରୀୟ କମିଟି ଗଠାନ କରାଯାଇ ଏହି ନିୟମ ସମ୍ପର୍କରେ ପୁନର୍ବିଚାର କରାଯିବା ଉଚିତ୍‌ ବୋଲି ଏହି ବୈଠକରେ କୁହାଯାଇଥିଲା । ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ମଧ୍ୟ ଏହି ବୈଠକରେ ଯୋଗ ଦେଇଥିଲେ । ସୋନିଆଙ୍କ ବ୍ୟତିତ କଂଗ୍ରେସ ନେତା ପି ଚିଦାମ୍ବରମ, ଆନନ୍ଦ ଶର୍ମା, ଏ କେ ଆଣ୍ଟୋନୀ, କେ ସି ଭେନୁଗୋପାଳ, ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଏବଂ ଜ୍ୟୋତିରାଦିତ୍ୟ ସିନ୍ଧିଆ ପ୍ରମୁଖ ଯୋଗ ଦେଇଥିଲେ ।(ଏଜେନ୍ସୀ)

caa cwc ncr npr soniagandhi
Share. Facebook Twitter LinkedIn Email WhatsApp Copy Link

Related Posts

“ମୁଁ ଏକ ଉଡ଼ନ୍ତା ବସ୍ ଆଣିବି”: ଜାଣନ୍ତୁ ନୀତିନ ଗଡକରୀଙ୍କ ଯୋଜନା

July 14, 2026

ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀରେ ବଡ଼ ପରିବର୍ତ୍ତନ!: ଆରମ୍ଭ ହେବ ବାଂଲାଦେଶ ଗସ୍ତ

July 14, 2026

ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ପୁନଃକଳ୍ପନା

July 14, 2026

ବାଣପୁର: ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୂଣ୍ୟତିଥିରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

July 14, 2026
Latest News

“ମୁଁ ଏକ ଉଡ଼ନ୍ତା ବସ୍ ଆଣିବି”: ଜାଣନ୍ତୁ ନୀତିନ ଗଡକରୀଙ୍କ ଯୋଜନା

July 14, 2026

ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀରେ ବଡ଼ ପରିବର୍ତ୍ତନ!: ଆରମ୍ଭ ହେବ ବାଂଲାଦେଶ ଗସ୍ତ

July 14, 2026

ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ପୁନଃକଳ୍ପନା

July 14, 2026

ବାଣପୁର: ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୂଣ୍ୟତିଥିରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

July 14, 2026

ନିମ୍ବୁଡା ନିମ୍ବୁଡା ତାକତ୍: ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ ଗିରଫ ହୋଇ ଜେଲ ଗଲେ ମନୋଜ ପାଢୀ

July 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.