Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଫଗାନିସ୍ତାନରେ ବିସ୍ଫୋରଣ : 2 ଆମେରିକୀୟ ସୈନ୍ୟ ନିହତ
ଆଜିର ଖବର

ଆଫଗାନିସ୍ତାନରେ ବିସ୍ଫୋରଣ : 2 ଆମେରିକୀୟ ସୈନ୍ୟ ନିହତ

January 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କାବୁଲ : ଆଫଗାନିସ୍ତାନରେ ଅବସ୍ଥାପିତ ଦୁଇ ଆମେରିକୀୟ ସୈନ୍ୟ ଏକ ବିସ୍ଫୋରଣରେ ପ୍ରାଣ ହରାଇଛନ୍ତି । ଏହି ବିସ୍ଫୋରଣରେ ଅନ୍ୟ ଦୁଇ ଜଣ ଆହତ ହୋଇଛନ୍ତି । କାନ୍ଦାହାରର ଦକ୍ଷିଣ ଆଫଗାନିସ୍ତାନରେ ଏହି ବିସ୍ଫୋରଣ ଘଟିଥିଲା । ଶନିବାର ଆମେରିକୀୟ ସେନା ପକ୍ଷରୁ ଏକ ସର୍ଚ୍ଚ ଅପରେସନ୍‌ କରାଯାଉଥିବା ବେଳେ ଏହି ବିସ୍ଫୋରଣ ଘଟିଥିଲା । ବିସ୍ଫୋରଣରେ ସ୍ଥାନୀୟ ଆଇଡି ବିସ୍ଫୋରକ ବ୍ୟବହାର କରାଯାଇଥିଲା । ଦୁଇ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏହି ବିସ୍ଫୋରଣ ପାଇଁ ତାଲିବାନ ପକ୍ଷରୁ ନିଜକୁ ଦାୟୀ କରାଯାଇଛି । (ଏଜେନ୍ସୀ)

blast nato taliban us
Share. Facebook Twitter LinkedIn Email WhatsApp Copy Link

Related Posts

ବିଦେଶ ମାଟିରେ ଓଡିଆ କ୍ଷୁଦ୍ର ଚଳଚିତ୍ର ପୁରସ୍କୃତ, ଦିଲ୍ଲୀପ ହାଲି ଶ୍ରେଷ୍ଠ ପ୍ରଯୋଜକ

March 30, 2026

‘ରାଷ୍ଟ୍ର ପ୍ରଥମ’ ନୀତିକୁ ଆପଣାଇ ରାଷ୍ଟ୍ର ନିର୍ମାଣ ଦିଗରେ ଅବିରତ କାର୍ଯ୍ୟ କରୁଛି ବିଜେପି: ପୃଥ୍ୱୀରାଜ ହରିଚ଼ନ୍ଦନ

March 30, 2026

ଦିଲ୍ଲୀ ପୋଲିସର ବଡ ସଫଳତା: ଗିରଫ ହେଲା ୧୧୦୦ ଥର ବୋମା ଧମକ ଦେଇଥିବା ଅଭିଯୁକ୍ତ

March 30, 2026

ଆଜି ମାର୍ଚ୍ଚ ୩୦ ତାରିଖ ସୋମବାରରେ କେଉଁ ରାଶି ଉପରେ କଣ ରହିଛି ପ୍ରଭାବ, ଜାଣନ୍ତୁ ରାଶିଫଳ

March 30, 2026
Latest News

ବିଦେଶ ମାଟିରେ ଓଡିଆ କ୍ଷୁଦ୍ର ଚଳଚିତ୍ର ପୁରସ୍କୃତ, ଦିଲ୍ଲୀପ ହାଲି ଶ୍ରେଷ୍ଠ ପ୍ରଯୋଜକ

March 30, 2026

‘ରାଷ୍ଟ୍ର ପ୍ରଥମ’ ନୀତିକୁ ଆପଣାଇ ରାଷ୍ଟ୍ର ନିର୍ମାଣ ଦିଗରେ ଅବିରତ କାର୍ଯ୍ୟ କରୁଛି ବିଜେପି: ପୃଥ୍ୱୀରାଜ ହରିଚ଼ନ୍ଦନ

March 30, 2026

ଦିଲ୍ଲୀ ପୋଲିସର ବଡ ସଫଳତା: ଗିରଫ ହେଲା ୧୧୦୦ ଥର ବୋମା ଧମକ ଦେଇଥିବା ଅଭିଯୁକ୍ତ

March 30, 2026

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.