Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାତୀୟ ଯୁବ ଦିବସରେ ବେଲୁର ମଠରେ ମୋଦି : ନାଗରିତା ପ୍ରଦାନ ପାଇଁ ସିଏଏ ପ୍ରଣୟନ କରାଯାଇଛି
ଆଜିର ଖବର

ଜାତୀୟ ଯୁବ ଦିବସରେ ବେଲୁର ମଠରେ ମୋଦି : ନାଗରିତା ପ୍ରଦାନ ପାଇଁ ସିଏଏ ପ୍ରଣୟନ କରାଯାଇଛି

January 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କୋଲକାତା : ସାରା ଦେଶରେ ରବିବାର ଜାତୀୟ ଯୁବ ଦିବସ ପାଳିତ ହେଉଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବେଲୁର ମଠ ଗସ୍ତ କରିଛନ୍ତି । ରାମକୃଷ୍ଣ ମିଶନର ମୁଖ୍ୟାଳୟ ବେଲୁର ମଠ​‌ରେ ମୋଦି ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ସିଏଏ ସମ୍ପର୍କରେ ଆଲୋଚନା କରିଥିଲେ । ନିଷ୍ପେସିତ ଏବଂ ନିର୍ଯାତିତଙ୍କୁ ନାଗରିକତ୍ବ ପ୍ରଦାନ କରିବା ପାଇଁ ଏହି ଆଇନ ପ୍ରଣୟନ କରାଯାଇଛି । କାହାର ନାଗରିକତ୍ବ ଛିନ୍ନ କରିବା ପାଇଁ ଏହି ଆଇନ ନୁହେଁ ବୋଲି ମୋଦି ସ୍ପଷ୍ଟ କରିଛନ୍ତି । ପଡୋଶୀ ରାଷ୍ଟ୍ର ମାନଙ୍କରେ ନିର୍ଯାତିତ ହିନ୍ଦୁଙ୍କୁ ଫେରାଇ ଆଣିବା ପାଇଁ ଏହି ନିୟମକୁ ପ୍ରଣୟନ କରାଯାଇଛି ବୋଲି ମୋଦି କହିଥିଲେ । ଦେଶର ଯୁବଗୋଷ୍ଠୀ ଏହି ଆଇନକୁ ନେଇ ଉତ୍ସାହିତ ମାତ୍ର ବିପକ୍ଷ ରାଜନେତା ଏହାକୁ ନେଇ ସାଧାରଣରେ ଭୁଲ ତଥ୍ୟ ପ୍ରଦାନ କରୁଛନ୍ତି ବୋଲି ମୋଦି କହିଥିଲେ । (ଏଜେନ୍ସୀ)

caa Modi
Share. Facebook Twitter LinkedIn Email WhatsApp Copy Link

Related Posts

ନବୀନଙ୍କ ବଡ କାର୍ଯ୍ୟାନୁଷ୍ଠାନ: ଦଳ ବିରୋଧୀ କାର୍ଯ୍ୟ ପାଇଁ ପୁଣି ଜଣେ ନିଲମ୍ବନ

February 8, 2026

ପାକିସ୍ତାନର କେତୋଟି ସହର ଦଖଲ କରିଛି ବେଲୁଚ୍ ସେନା: ପଡୋଶୀ ଦେଶର ମୋଟ କେତେ ଅଂଶ?

February 8, 2026

୭୪ତମ ରାଜ୍ୟ ପୋଲିସ ଆଥଲେଟିକ୍ ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

February 8, 2026

ଓଡ଼ିଶା ସାମାଜିକ କର୍ମୀ ସମ୍ମେଳନ, ଓଡ଼ିଶା ଭିଜନ ଓ ବିକଳ୍ପ ଚିନ୍ତନ ଉପରେ ଆଲୋଚନା

February 8, 2026
Latest News

ନବୀନଙ୍କ ବଡ କାର୍ଯ୍ୟାନୁଷ୍ଠାନ: ଦଳ ବିରୋଧୀ କାର୍ଯ୍ୟ ପାଇଁ ପୁଣି ଜଣେ ନିଲମ୍ବନ

February 8, 2026

ପାକିସ୍ତାନର କେତୋଟି ସହର ଦଖଲ କରିଛି ବେଲୁଚ୍ ସେନା: ପଡୋଶୀ ଦେଶର ମୋଟ କେତେ ଅଂଶ?

February 8, 2026

୭୪ତମ ରାଜ୍ୟ ପୋଲିସ ଆଥଲେଟିକ୍ ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

February 8, 2026

ଓଡ଼ିଶା ସାମାଜିକ କର୍ମୀ ସମ୍ମେଳନ, ଓଡ଼ିଶା ଭିଜନ ଓ ବିକଳ୍ପ ଚିନ୍ତନ ଉପରେ ଆଲୋଚନା

February 8, 2026

ବିଶ୍ୱ ରେକର୍ଡ କଲା ଟିମ୍ ଇଣ୍ଡିଆ: ଟି-୨୦ ବିଶ୍ୱକପ୍ ରେ କଲା ଏହି କୀର୍ତ୍ତିମାନ

February 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.