Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖାକିରେ କଳଙ୍କ : ଦୁଇ ଆତଙ୍କୀଙ୍କ ସହିତ ଡିଏସ୍‌ପି ଗିରଫ
ଆଜିର ଖବର

ଖାକିରେ କଳଙ୍କ : ଦୁଇ ଆତଙ୍କୀଙ୍କ ସହିତ ଡିଏସ୍‌ପି ଗିରଫ

January 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଶ୍ରୀନଗର : ଜମ୍ମୁ କାଶ୍ମୀର ପୋଲିସର ଜନୈକ ଡିଏସ୍‌ପିଙ୍କୁ ଦୁଇ ଆତଙ୍କୀଙ୍କ ସହିତ ଗିରଫ କରାଯାଇଛି । ଦୁଇ ଆତଙ୍କୀଙ୍କ ମଧ୍ୟରେ ଜଣେ ହିଜବୁଲ ଏବଂ ଜଣେ ଲସ୍କର ଆତଙ୍କୀ ରହିଛନ୍ତି । ତିନିଜଣ ଏକତ୍ର ଯାଉଥିବା ବେଳେ ଡିଏସ୍‌ପିଙ୍କୁ କାଶ୍ମୀର ଉପତ୍ୟାକାରୁ ଗିରଫ କରାଯାଇଛି । ଦିଲ୍ଲୀ ଯାଉଥିବା ରାସ୍ତାରେ ମୀର ବାଜାରର କାଜିଗାଣ୍ଡ ନିକଟରେ ଡିଏସ୍‌ପିଙ୍କୁ ଗିରଫ କରାଯାଇଛି । ଉଲ୍ଲେଖଯୋଗ୍ୟ ଯେ, ଦବିନ୍ଦର ସିଂ ନାମକ ଏହି ଡିଏସ୍‌ପିଙ୍କୁ ଅଗଷ୍ଟ 15ରେ ସେବା ମେଡାଲରେ ସମ୍ମାନିତ କରାଯାଇଥିବା ଜଣାପଡିଛି । ଡିଏସ୍‌ପିଙ୍କ କାର୍‌ରୁ ଏକ ଏକେ-47 ରାଇଫଲ୍‌ ଏବଂ 5ଟି ଗ୍ରେନେଡ୍‌ ଜବତ କରାଯାଇଛି । ଦୁଇ ଗିରଫ ଆତଙ୍କବାଦୀ ହେଉଛନ୍ତି ନଭୀଦ୍‌ ବାବୁ ଏବଂ ଆସିଫ୍‌ ରାଥର୍‌ । ଅଧିକ ପଚରା ଉଚୁରା ପାଇଁ ଡିଏସ୍‌ପିଙ୍କୁ ଏକ ନିଭୃତ ସ୍ଥାନରେ ରଖି ପଚରା କରୁଛି ଜମ୍ମୁ କାଶ୍ମୀର ପୋଲିସ୍‌ । (ଏଜେନ୍ସୀ)

ak-47 dsp terrorist
Share. Facebook Twitter LinkedIn Email WhatsApp Copy Link

Related Posts

ଲକ୍ଷ୍ନୌ ଅଗ୍ନିକାଣ୍ଡ ଘଟଣାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶୋକ: କାନ୍ଦି ପକାଇଲେ ଉପମୁଖ୍ୟମନ୍ତ୍ରୀ

June 22, 2026

କଟକ, ଖୋର୍ଦ୍ଧା, ବ୍ରହ୍ମପୁର ଓ ବାଣପୁର ସହ ୬୪ ସ୍ଥାନର ଇଂରାଜୀ ବନାନ ହେଲା ପରିବର୍ତ୍ତନ; ବାହାରିଲା ବିଜ୍ଞପ୍ତି

June 22, 2026

ଲକ୍ଷ୍ନୌରେ ଭୟଙ୍କର ଅଗ୍ନିକାଣ୍ଡ: ୧୪ ଲୋକଙ୍କ ମୃତ୍ୟୁ

June 22, 2026

ଗ୍ୟାସ୍ ଲିକ୍ ଘଟଣା, ମୃତ ଓଡିଆ ପରିବାରଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
Latest News

ଲକ୍ଷ୍ନୌ ଅଗ୍ନିକାଣ୍ଡ ଘଟଣାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶୋକ: କାନ୍ଦି ପକାଇଲେ ଉପମୁଖ୍ୟମନ୍ତ୍ରୀ

June 22, 2026

କଟକ, ଖୋର୍ଦ୍ଧା, ବ୍ରହ୍ମପୁର ଓ ବାଣପୁର ସହ ୬୪ ସ୍ଥାନର ଇଂରାଜୀ ବନାନ ହେଲା ପରିବର୍ତ୍ତନ; ବାହାରିଲା ବିଜ୍ଞପ୍ତି

June 22, 2026

ଲକ୍ଷ୍ନୌରେ ଭୟଙ୍କର ଅଗ୍ନିକାଣ୍ଡ: ୧୪ ଲୋକଙ୍କ ମୃତ୍ୟୁ

June 22, 2026

ଗ୍ୟାସ୍ ଲିକ୍ ଘଟଣା, ମୃତ ଓଡିଆ ପରିବାରଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026

ମହାରାଷ୍ଟ୍ର ବିଧାନ ପରିଷଦରେ ଠାକରେ-ପାୱାରଙ୍କୁ ଝଟକା: ୧୭ଟିରୁ ୧୬ ଟି ଆସନରେ ମହାୟୁତି ବିଜୟୀ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.