Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହରମନପ୍ରୀତ୍‌ଙ୍କ ନେତୃତ୍ବରେ ଟି 20 ବିଶ୍ବକପ୍‌ ପାଇଁ ଭାରତୀୟ ଦଳ ଘୋଷଣା : ରିଚା ଘୋଷ ନୂଆ ମୁହଁ
ଆଜିର ଖବର

ହରମନପ୍ରୀତ୍‌ଙ୍କ ନେତୃତ୍ବରେ ଟି 20 ବିଶ୍ବକପ୍‌ ପାଇଁ ଭାରତୀୟ ଦଳ ଘୋଷଣା : ରିଚା ଘୋଷ ନୂଆ ମୁହଁ

January 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ଟି 20 ବିଶ୍ବକପ୍‌ ପାଇଁ ଭାରତୀୟ ମହିଳା ଦଳ ଘୋଷଣା କରାଯାଇଛି । ହରମନ୍‌ପ୍ରୀତ୍‌ କୌର୍‌ଙ୍କ ନେତୃତ୍ବରେ 15 ଜଣିଆ ଦଳ ଗଠନ କରାଯାଇଛି । ବିଶ୍ବକପ୍‌ ସହିତ ଅଷ୍ଟ୍ରେଲିଆ ସିରିଜ୍‌ ପାଇଁ ମଧ୍ୟ 16 ଜଣିଆ ଦଳ ଘୋଷଣା କରାଯାଇଛି । ଏହି ଦଳରେ ରିଚା ଘୋଷ ଏକମାତ୍ର ନୂଆ ଚେହେରା ରହିଛନ୍ତି । ରିଚା ଚ୍ୟାଲେଞ୍‌ଜର୍ସ ଟ୍ରଫିରେ ଗୋଟିଏ ମ୍ୟାଚ୍‌ ଖେଳି 36 ରନ୍‌ ସଂଗ୍ରହ କରିଥିଲେ । ରିଚାଙ୍କ ବ୍ୟତିତ ଶେଫାଳି ବର୍ମା ନିଜର ପ୍ରଥମ ଅନ୍ତର୍ଜାତୀୟ ଟୁର୍ଣ୍ଣାମେଣ୍ଟ ଖେଳିବାକୁ ଯାଉଛନ୍ତି ।

ବିଶ୍ବକପ୍‌ ଦଳ : ହରମନ୍‌ପ୍ରୀତ୍‌ କୌର(ଅଧିନାୟିକା), ସ୍ମୃତି ମାନ୍ଧନା, ଶେଫାଳି ବର୍ମା, ଜେମିମା ରୋଡ୍ରିଗ୍‌ସ, ହରଲିନ୍‌ ଦେଓଲ୍‌, ଦୀପ୍ତି ଶର୍ମା, ବେଦା କ୍ରିଷ୍ଣମୂର୍ତ୍ତି, ରିଚା ଘୋଷ, ତାନିଆ ଭାଟିଆ, ପୁନମ ଯାଦବ, ରାଧା ଯାଦବ, ରାଜେଶ୍ବରୀ ଗାଏକ୍ବାଡ, ଶିଖା ପାଣ୍ଡେ, ପୂଜା ବସ୍ତ୍ରକାର ଏବଂ ଅରୁନ୍ଧତୀ ରେଡ୍ଡୀ ।

ଅଷ୍ଟ୍ରେଲିଆ ସିରଜ୍‌ ଦଳ : ହରମନ୍‌ପ୍ରୀତ୍‌ କୌର(ଅଧିନାୟିକା), ସ୍ମୃତି ମାନ୍ଧନା, ଶେଫାଳି ବର୍ମା, ଜେମିମା ରୋଡ୍ରିଗ୍‌ସ, ହରଲିନ୍‌ ଦେଓଲ୍‌, ଦୀପ୍ତି ଶର୍ମା, ବେଦା କ୍ରିଷ୍ଣମୂର୍ତ୍ତି, ରିଚା ଘୋଷ, ତାନିଆ ଭାଟିଆ, ପୁନମ ଯାଦବ, ରାଧା ଯାଦବ, ରାଜେଶ୍ବରୀ ଗାଏକ୍ବାଡ, ଶିଖା ପାଣ୍ଡେ, ପୂଜା ବସ୍ତ୍ରକାର ଅରୁନ୍ଧତୀ ରେଡ୍ଡୀ ଏବଂ ନୁଜହତ୍‌ ପରଓ୍ବିନ୍‌ ।

HARMANPREETKAUR india RICHAGHOSH T20WorldCup
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026

କଣ ଯୁଦ୍ଧକୁ ନେଇ ଅନ୍ଧାରରେ ଅଛନ୍ତି ଟ୍ରମ୍ପ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ସକାଳ ୧୧ଟା ସୁଦ୍ଧା ୩୯.୯୭୯% ମତଦାନ

April 29, 2026
Latest News

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026

କଣ ଯୁଦ୍ଧକୁ ନେଇ ଅନ୍ଧାରରେ ଅଛନ୍ତି ଟ୍ରମ୍ପ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ସକାଳ ୧୧ଟା ସୁଦ୍ଧା ୩୯.୯୭୯% ମତଦାନ

April 29, 2026

ଗୋଷ୍ଠୀ ସଂଘର୍ଷରେ ଏକାଧିକ ଆହତ

April 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.