Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିଏଏ ବିରୋଧୀ ବୈଠକ : ଯୋଗ ଦେବେନି ମାୟା ଓ ମମତା
ଆଜିର ଖବର

ସିଏଏ ବିରୋଧୀ ବୈଠକ : ଯୋଗ ଦେବେନି ମାୟା ଓ ମମତା

January 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କଂଗ୍ରେସ ପକ୍ଷରୁ ସିଏଏ ଏବଂ ଏନ୍‌ଆର୍‌ସିକୁ ବିରୋଧ କରି ଅନୁଷ୍ଠିତ ହେବାକୁ ଯାଉଥିବା ବୈଠକକୁ ପ୍ରତ୍ୟାଖ୍ୟାନ କରିଛନ୍ତି ଦୁଇ ବିରୋଧୀ ନେତ୍ରୀ ମାୟାବତୀ ଏବଂ ମମତା ବାନାର୍ଜୀ । ଛାତ୍ର ମାନଙ୍କ ପକ୍ଷରୁ ସିଏଏ ଏବଂ ଏନ୍‌ଆର୍‌ସିକୁ ନେଇ ଆନ୍ଦୋଳନ ଚାଲିଥିବା ବେଳେ କଂଗ୍ରେସ ଏହି ସମୟରେ ବିରୋଧୀ ଦଳ ମାନଙ୍କୁ ନେଇ ଏହା ବିରୋଧରେ ଏକ ବୈଠକ କରିବାର ନିଷ୍ପତ୍ତି ନେଇଥିଲେ । କଂଗ୍ରେସର ଅନ୍ତରୀଣ ସଭାପତି ସୋନିଆ ଗାନ୍ଧୀଙ୍କ ନେତୃତ୍ବରେ ଏହି ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ମାତ୍ର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ଟିଏମ୍‌ସି ମୁଖ୍ୟ ମମତା ବାନାର୍ଜୀ ଏବଂ ବିଏସ୍‌ପି ମୁଖ୍ୟ ମାୟାବତୀ ଏହି ବୈଠକ ବର୍ଜନର ନିଷ୍ପତ୍ତି ନେଇଛନ୍ତି । ମାୟାବତୀ କହିଛନ୍ତି ସିଏଏ ବିରୋଧରେ ସ୍ବର ଉତ୍ତୋଳନ କରିବା ସଠିକ୍‌ ପଦକ୍ଷେପ । ମାତ୍ର କଂଗ୍ରେସ ଏବଂ ବାମଦଳ ବିରୋଧ ନାମରେ ଯେପରି ହିସା କରୁଛନ୍ତି ତାହା ଗ୍ରହଣୀୟ ନୁହେଁ ବୋଲି ମାୟାବତୀ ଟ୍ବିଟ୍‌ କରିଛନ୍ତି । ଟ୍ରେଡ ୟୁନିୟନ୍‌ ପକ୍ଷରୁ ଭାରତ ବନ୍ଦ ସମୟରେ ବାମଦଳ କର୍ମୀଙ୍କ ପକ୍ଷରୁ ଟିଏମ୍‌ସି କର୍ମୀଙ୍କ ଉପରେ ଆକ୍ରମଣକୁ ପ୍ରତିବାଦ କରି ମମତା ଏହି ବୈଠକକୁ ପ୍ରତ୍ୟାଖ୍ୟାନ କରିଛନ୍ତି । (ଏଜେନ୍ସୀ)

caa Congress mamta mayawati
Share. Facebook Twitter LinkedIn Email WhatsApp Copy Link

Related Posts

ଜଗତସିଂହପୁରରେ ନର୍ସିଂ କଲେଜ ପ୍ରତିଷ୍ଠା ପାଇଁ ସ୍ବାସ୍ଥ୍ୟ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ସମ୍ପଦ ଚନ୍ଦ୍ର ସ୍ବାଇଁ

March 20, 2026

ଭୁବନେଶ୍ୱରସ୍ଥିତ ପାନ୍ଥନିବାସଠାରେ ଦୁଇ ଦିନିଆ ‘ପଖାଳ ପର୍ବ’ ଉଦଘାଟିତ

March 20, 2026

ଉତ୍କଳ ବିଶ୍ୱବିଦ୍ୟାଳୟ ସମାଜ ବିଜ୍ଞାନ ବିଭାଗର ସୁବର୍ଣ୍ଣ ଜୟନ୍ତୀ ସମାରୋହ

March 20, 2026

ପଖାଳ ଦିବସରେ ବାଣପୁରରେ ପ୍ରଚଳିତ ମା’ଭଗବତୀଙ୍କ ଅତିପ୍ରିୟ ପଖାଳ ଭୋଗ ଲୋକକଥା

March 20, 2026
Latest News

ଜଗତସିଂହପୁରରେ ନର୍ସିଂ କଲେଜ ପ୍ରତିଷ୍ଠା ପାଇଁ ସ୍ବାସ୍ଥ୍ୟ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ସମ୍ପଦ ଚନ୍ଦ୍ର ସ୍ବାଇଁ

March 20, 2026

ଭୁବନେଶ୍ୱରସ୍ଥିତ ପାନ୍ଥନିବାସଠାରେ ଦୁଇ ଦିନିଆ ‘ପଖାଳ ପର୍ବ’ ଉଦଘାଟିତ

March 20, 2026

ଉତ୍କଳ ବିଶ୍ୱବିଦ୍ୟାଳୟ ସମାଜ ବିଜ୍ଞାନ ବିଭାଗର ସୁବର୍ଣ୍ଣ ଜୟନ୍ତୀ ସମାରୋହ

March 20, 2026

ପଖାଳ ଦିବସରେ ବାଣପୁରରେ ପ୍ରଚଳିତ ମା’ଭଗବତୀଙ୍କ ଅତିପ୍ରିୟ ପଖାଳ ଭୋଗ ଲୋକକଥା

March 20, 2026

ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ପ୍ରସ୍ତୁତି ସମ୍ପର୍କରେ ରାଜସ୍ୱ ମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.