Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆପ୍‌, କଂଗ୍ରେସ ଓ ବିଜେପିର ଭିଡିଓ ଓ୍ବାର୍‌
ଆଜିର ଖବର

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆପ୍‌, କଂଗ୍ରେସ ଓ ବିଜେପିର ଭିଡିଓ ଓ୍ବାର୍‌

January 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଗୋଟିଏ ମାସରୁ କମ୍‌ ସମୟ ରହିଛି। ଦିଲ୍ଲୀର ବାଜି ଜିତିବା ପାଇଁ କ୍ଷମତାଧାରୀ ଆପ୍‌, ବିଜେପି ଓ କଂଗ୍ରେସ  ସମେସ୍ତ ନିଜ ନିଜର ପ୍ରଚାର ଚଳାଇଛନ୍ତି। କେବଳ ଏତିକି ନୁହେଁ,ସୋସିଆଲ ମିଡିଆରେ ଏହି ତିନି ଦଳ ବଲିଉଡ୍‌ ଗୀତ ଓ ଫିଲ୍ମକୁ ନେଇ ଉଭୟ ଉଭୟଙ୍କୁ ଟାର୍ଗେଟ୍‌ କରୁଛନ୍ତି।

ବିଜେପି ଓ ଆପ୍‌ ମଧ୍ୟରେ ଚାଲିଛି ‘ନାୟକ’ ଓ୍ବାର୍‌

ବିଜେପି ଓ ଆମ୍‌ ଆଦ୍‌ମୀ ଭିଡିଓ ଜରିଆରେ ଦୁହେଁ ଦୁହିଁଙ୍କୁ ଟାର୍ଗେଟ୍‌ କରୁଛନ୍ତି। ସର୍ବପ୍ରଥମେ ବିଜେପି ଲୋକପ୍ରିୟ ଫିଲ୍‌ମ ‘ନାୟକ’ ଜରିଆରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରୀଓ୍ବାଲଙ୍କୁ ଟାର୍ଗେଟ୍‌ କରିଛି। ଏହି ଭିଡିଓରେ ନିକଟରେ ଦିଲ୍ଲୀରେ ହୋଇଥିବା ହିଂସା ସମେତ କିଛି ଘଟଣା ପାଇଁ କେଜ୍‌ରୀଓ୍ବାଲଙ୍କୁ ଦାୟୀ କରିବାକୁ ଚେଷ୍ଟା କରିଛି। ସେହିପରି ଆପ୍‌ ଏହାର ଜବାବ ସ୍ବରୂପ ନାୟକ ଫିଲ୍ମର ଦ୍ବିତୀୟ ଭାଗକୁ ଦେଇ ଜନତାଙ୍କ ପାଇଁ କେଜ୍‌ରୀଓ୍ବାଲ ସରକାର କାମ କରୁଛି ବୋଲି ଏକ ଭିଡିଓ ଜାରି କରିଛି। ସେହିପରି ଆପ୍‌-ବିଜେପିର ଭିଡିଓ ଓ୍ବାରରେ କଂଗ୍ରେସ ମଧ୍ୟ ଏଣ୍ଟ୍ରି ମାରିଛି। ଭିଡିଓ ଜରିଆରେ କଂଗ୍ରେସ ଆପ୍‌କୁ ଟାର୍ଗେଟ୍‌ କରିଛି। କଂଗ୍ରେସ ଏକ ଭିଡିଓରେ କେଜରୀଓ୍ବାଲ ମିଛ ପ୍ରତିଶ୍ରୁତି ଦେଉଛନ୍ତି ବୋଲି କହିଛି।

ସୂଚନାଯୋଗ୍ୟ, ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ନୋମିନେସନ୍‌ ପ୍ରକ୍ରିୟା ଜାନୁଆରୀ 14ରୁ ଆରମ୍ଭ ହେବ। ଆସନ୍ତା ଫେବୃଆରୀ 8 ତାରିଖରେ ଦିଲ୍ଲୀ ବିଧାନସଭା ଆସନ ପାଇଁ ମତଦାନ ଅନୁଷ୍ଠିତ ହେବ। ଫେବୃଆରୀ 11 ତାରିଖରେ ନିର୍ବାଚନ ଫଳାଫଳ ଘୋଷଣା ହେବ। (ଏଜେନ୍ସି)

aap BJP Congress delhiassembly
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026
Latest News

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.