Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଖ୍ୟାତ ଚଳଚିତ୍ର ନିର୍ଦ୍ଦେଶକ ମନମୋହନ ମହାପାତ୍ରଙ୍କ ପରଲୋକ, ଚଳଚିତ୍ର ଜଗତରେ ଶୋକର ଛାୟା
ଆଜିର ଖବର

ପ୍ରଖ୍ୟାତ ଚଳଚିତ୍ର ନିର୍ଦ୍ଦେଶକ ମନମୋହନ ମହାପାତ୍ରଙ୍କ ପରଲୋକ, ଚଳଚିତ୍ର ଜଗତରେ ଶୋକର ଛାୟା

January 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Odia Film Maker Manmohan Mohaptra no more

ଭୁବନେଶ୍ବର- ଓଡିଆ ଚଳଚିତ୍ରର ପ୍ରଖ୍ୟାତ ନିର୍ଦ୍ଦେଶକ, ପ୍ରଯୋଜକ, ଲେଖକ ମନମୋହନ ମହାପାତ୍ରଙ୍କ ପରଲୋକ ଘଟିଛି। ସେ ଦୀର୍ଘଦିନ ଧରି ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିଲେ। ତାଙ୍କର ଉଚ୍ଚ ମଧୁମେହ ରୋଗ ଥିବାରୁ କିଛି ଦିନ ତଳେ ହଠାତ ଅସୁସ୍ଥ ଅନୁଭବ କଲେ। ଫଳରେ ତୁରନ୍ତ ତାଙ୍କୁ ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ପ୍ରାୟ 10 ଦିନ ଧରି ଚିକିତ୍ସିତ ହେଉଥିଲେ ମଧ୍ୟ ତାଙ୍କ ସ୍ବାସ୍ଥ୍ୟରେ କୌଣସି ଉନ୍ନତି ପରିଲକ୍ଷିତ ହେଲା ନାହିଁ। ଡାକ୍ତରଙ୍କ ସବୁ ଚେଷ୍ଟା ସତ୍ବେ ସେ ଆଜି ଅପରାହ୍ନରେ ଶେଷ ନିଃସ୍ବାସ ତ୍ୟାଗ କରିଛନ୍ତି।

ମନମୋହନ ମହାପାତ୍ର ହେଉଛନ୍ତି ଏକମାତ୍ର ଓଡିଆ ନିର୍ଦ୍ଦେଶକ ଯେ କି ଆଠଟି ଜାତୀୟ ଚଳଚିତ୍ର ପୁରସ୍କାର ହାସଲ କରିପାରିଛନ୍ତି। ତାଙ୍କ ଚଳଚିତ୍ର ମଧ୍ୟରେ ରହିଛି ନିଶିଥ ସ୍ବପ୍ନ, ମଝି ପାହାଚ, ଟ୍ରାଏଡ ଆଫଟର ନୁନ୍, ନିରବ ଝଡ, ଶୀରରାତି, ଭିନ୍ନ ସମୟ ପ୍ରଭୃତି ଅନେକ କିଛି ରହିଛି। ସେହିପରି 1976 ମସିହାରେ ତାଙ୍କ ଦ୍ବାରା ନିର୍ମିତ ଚଳଚିତ୍ର ଶୀତରାତି 1982 ମସିହାରେ ଆନ୍ତର୍ଜାତୀୟ ଚଳଚିତ୍ର ଉତ୍ସବରେ ପ୍ରଦର୍ଶିତ ହୋଇଥିଲା। ତାଙ୍କ ବିୟୋଗରେ ଓଡିଆ ଚଳଚିତ୍ର ଜଗତରେ ଶୋକର ଛାୟା ଖେଳିଯାଇଛି।

ManmohanMohaptra
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Latest News

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.