Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମକର ସଂକ୍ରାନ୍ତିକୁ ସରକାରୀ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଆଜିର ଖବର

ମକର ସଂକ୍ରାନ୍ତିକୁ ସରକାରୀ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

January 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Odisha Government declare Holiday on Makar Sankranti

ଭୁବନେଶ୍ବର-ଆସନ୍ତା 15 ତାରିଖରେ ପଡୁଥିବା ମକର ସଂକ୍ରାନ୍ତିକୁ ଛୁଟି ଘୋଷଣା କରାଯାଇଛି। ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଏବଂ ସରକାରୀ ସ୍କୁଲ କଲେଜ ବନ୍ଦ ରହିବ। ମକର ସଂକ୍ରାନ୍ତି ହେଉଛି ଓଡିଶାର ଏକ ବଡ ପର୍ବ। ଏହିଦିନ ସୂର୍ଯ୍ୟଙ୍କର ଗତି ପରିବର୍ତ୍ତନ ହୋଇଥାଏ। ଏଥିସହିତ ମକର ସଂକ୍ରାନ୍ତି ଦିନ ଓଡିଶାର ଘରେ ଘରେ ମକର ଚାଉଳ କରାଯାଇ ପୂଜା କରାଯାଇଥାଏ। ଏହି ପୂଜାରେ ସମସ୍ତେ ନିଜକୁ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ଦିନକୁ ଛୁଟି ଘୋଷଣା କରିଛନ୍ତି। ମକର ସଂକ୍ରାନ୍ତି ଦିନ ଓଡିଶାର ବିଭିନ୍ନ ସ୍ଥାନରେ ମେଳା ଓ ଉତ୍ସବ ମଧ୍ୟ ଅନୁଷ୍ଠିତ ହୋଇଥାଏ। ଏତେ ସବୁ କାର୍ଯ୍ୟକ୍ରମ ଥିବା ସତ୍ବେ ମକର ସଂକ୍ରାନ୍ତି ସରକାରୀ ଛୁଟି ନ ଥିବାରୁ ମୁଖ୍ୟମନ୍ତ୍ରୀ ଏହାକୁ ଛୁଟି ଘୋଷଣା କରିଛନ୍ତି।

MakarHoliday ମକରସଂକ୍ରାନ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ଭିଜିଲାନ୍ସ ଜାଲରେ ଅଧୀକ୍ଷଣ ଯନ୍ତ୍ରୀ: ୮ଟି ଠିକଣାରେ ଚଢାଉ ଜାରି

August 18, 2025

ଏସିଆ କପ୍: ଶୁଭମନ ଗିଲଙ୍କ ବଦଳରେ ଶ୍ରେୟସ ଆୟରଙ୍କୁ ମିଳିବ ସୁଯୋଗ!

August 18, 2025

ଡିପିଏସ୍ ଦ୍ୱାରକା ସମେତ ୩ଟି ସ୍କୁଲକୁ ବୋମା ଧମକ

August 18, 2025

ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ରାଜ୍ୟସ୍ତରୀୟ ସ୍ମୃତି ଉତ୍ସବ ଅନୁଷ୍ଠିତ

August 18, 2025
Latest News

ଭିଜିଲାନ୍ସ ଜାଲରେ ଅଧୀକ୍ଷଣ ଯନ୍ତ୍ରୀ: ୮ଟି ଠିକଣାରେ ଚଢାଉ ଜାରି

August 18, 2025

ଏସିଆ କପ୍: ଶୁଭମନ ଗିଲଙ୍କ ବଦଳରେ ଶ୍ରେୟସ ଆୟରଙ୍କୁ ମିଳିବ ସୁଯୋଗ!

August 18, 2025

ଭାରତ ସହିତ ସମ୍ପର୍କ ନଷ୍ଟ କରିବା ଟ୍ରମ୍ପଙ୍କ ପାଇଁ ବଡ଼ ଭୁଲ ପ୍ରମାଣିତ ହେବ: ଆମେରିକୀୟ ଲେଖକ

August 18, 2025

ଡିପିଏସ୍ ଦ୍ୱାରକା ସମେତ ୩ଟି ସ୍କୁଲକୁ ବୋମା ଧମକ

August 18, 2025

ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ରାଜ୍ୟସ୍ତରୀୟ ସ୍ମୃତି ଉତ୍ସବ ଅନୁଷ୍ଠିତ

August 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.