Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହିନ୍ଦୁ ଧର୍ମ କେବଳ ବିଜେପିର ଏକାଧିକାର ନୁହେଁ : ଗୋଗେଇ
ଆଜିର ଖବର

ହିନ୍ଦୁ ଧର୍ମ କେବଳ ବିଜେପିର ଏକାଧିକାର ନୁହେଁ : ଗୋଗେଇ

January 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆସାମ: ନାଗରିକତା ସଂଶୋଧନ ଆଇନକୁ ନେଇ ସାରା ଦେଶରେ ବିରୋଧ ଜାରି ରହିଥିବାବେଳେ ଏହାକୁ ନେଇ ବିଜେପିକୁ ଟାର୍ଗେଟ୍‌ କରିଛନ୍ତି ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗେଇ । ଗୋଗେଇ କହିଛନ୍ତି ଯେ,  ହିନ୍ଦୁ ଧର୍ମ ବିଜେପିର ଏକାଧିକାର ନୁହେଁ । ନାଗରିକତା ପାଇଁ ଧର୍ମ କେବେ ବି ଆଧାର ହୋଇପାରିବ ନାହିଁ । ଆସାମ ବିଧାନସଭାରେ ରାଜ୍ୟପାଳଙ୍କ ବକ୍ତବ୍ୟ ଉପରେ ଏକ ତର୍କରେ ଭାଗ ନେଇ ଗୋଗେଇ ଏହି ବିଷୟରେ କହିଛନ୍ତି ।  ରାଜ୍ୟର ଅର୍ଥମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମାଙ୍କ ଉପରେ ଅସମିଆ ସମାଜକୁ ଭାଗ କରିବାର ଅଭିଯୋଗ ଲଗାଇଛନ୍ତି ତରୁଣ । କ୍ଷମତାଧାରୀ ଦଳ ଉପରେ ଆକ୍ରମଣ କରି ଗୋଗେଇ କହିଛନ୍ତି ଯେ, ହିନ୍ଦୁ ଧର୍ମ ଉପରେ ବିଜେପିର ଏକାଚାଟିଆ ଅଧିକାର ନାହିଁ । ସେ ଜଣେ ହିନ୍ଦୁ, ସେ ମନ୍ଦିର, ମସଜିଦ୍‌ ଓ ଚର୍ଚ୍ଚ ଯାଅନ୍ତି ବୋଲି କରିଛନ୍ତି । ଏନ୍‌ଆରସିକୁ ନେଇ ପୂରା ଆସାମ ଜଳୁଛି ବୋଲି କହିଛନ୍ତି କଂଗ୍ରେସର ବରିଷ୍ଠ ନେତା ଜଣକ । ସାରା ଭାରତରେ ସିଏଏର ବିରୋଧ ଅଧିକାଂଶ ହିନ୍ଦୁମାନଙ୍କ ଦ୍ବାରା ହିଁ କରାଯାଉଛି ବୋଲି କହିଛନ୍ତି ତରୁଣ ଗୋଗେଇ । (ଏଜେନ୍ସି)

caa NRC
Share. Facebook Twitter LinkedIn Email WhatsApp Copy Link

Related Posts

ଜେଲ ଯିବେ ତରୁଣ ତେଜପାଲ: ଝଟକା ଦେଲେ ସୁପ୍ରିମକୋର୍ଟ

August 25, 2026

ସଙ୍କଟ ସମୟରେ ଭାରତକୁ ସବୁକିଛି ଯୋଗାଇବ ରୁଷ: ପୁଟିନ ଦେଲେ ବଡ଼ ପ୍ରତିଶ୍ରୁତି

August 25, 2026

ମନୁସ୍ମୃତି ଉପରେ ବୟାନ ପାଇଁ ଶଙ୍କରାଚାର୍ଯ୍ୟ କ୍ଷୁବ୍ଧ: ରାହୁଲ ଗାନ୍ଧୀଙ୍କୁ ଦେଲେ ଚେତାବନୀ

August 25, 2026

ଟିଏମସି ବିଦ୍ରୋହୀଙ୍କୁ ଝଟକା!: ଅଭିଷେକ ବାନାର୍ଜୀଙ୍କ ଆବେଦନ ଉପରେ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

August 25, 2026
Latest News

ଜେଲ ଯିବେ ତରୁଣ ତେଜପାଲ: ଝଟକା ଦେଲେ ସୁପ୍ରିମକୋର୍ଟ

August 25, 2026

ସଙ୍କଟ ସମୟରେ ଭାରତକୁ ସବୁକିଛି ଯୋଗାଇବ ରୁଷ: ପୁଟିନ ଦେଲେ ବଡ଼ ପ୍ରତିଶ୍ରୁତି

August 25, 2026

ମନୁସ୍ମୃତି ଉପରେ ବୟାନ ପାଇଁ ଶଙ୍କରାଚାର୍ଯ୍ୟ କ୍ଷୁବ୍ଧ: ରାହୁଲ ଗାନ୍ଧୀଙ୍କୁ ଦେଲେ ଚେତାବନୀ

August 25, 2026

ଟିଏମସି ବିଦ୍ରୋହୀଙ୍କୁ ଝଟକା!: ଅଭିଷେକ ବାନାର୍ଜୀଙ୍କ ଆବେଦନ ଉପରେ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

August 25, 2026

ରକ୍ଷାବନ୍ଧନ ପୂର୍ବରୁ ୯୫୫ କିଲୋଗ୍ରାମ ଅପମିଶ୍ରଣ କ୍ରିମ୍ ଜବତ: କାରଖାନା ସିଲ୍

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.