Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆରମ୍ଭ ହେଲା ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ
ଆଜିର ଖବର

ଆରମ୍ଭ ହେଲା ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ

January 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆଜିଠାରୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇଛି । ଜାନୁଆରୀ 21 ସୁଦ୍ଧା ନାମାଙ୍କନ ପତ୍ର ଦାଖଲ କରାଯିବ। ଜାନୁଆରୀ 22ରେ ନାମାଙ୍କନ ପତ୍ର ଯାଞ୍ଚ କରାଯିବ। ନାମାଙ୍କନ ପତ୍ର ପ୍ରତ୍ୟାହାର ପାଇଁ ଜାନୁଆରୀ 24 ପର୍ଯ୍ୟନ୍ତ ସମୟସୀମା ଧାର୍ଯ୍ୟ କରାଯାଇଛି। ନିର୍ବାଚନ ଆୟୋଗ ତରଫରୁ 36ଟି ନିର୍ବାଚନ ଅଫିସ୍‌ କରାଯାଇଛି । ଦିଲ୍ଲୀର 11ଟି ଜିଲ୍ଲାରେ ନିର୍ବାଚନ ଅଧିକାରୀ ନାମାଙ୍କନ ପତ୍ର ଦାଖଲ ପାଇଁ କାର୍ଯ୍ୟ କରିବେ। 70 ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆସନ୍ତା ଫେବୃଆରୀ 8 ତାରିଖରେ ମତଦାନ ଅନୁଷ୍ଠିତ ହେବ । ଏବଂ ଫେବୃଆରୀ 11 ତାରିଖରେ ଫଳାଫଳ ଘୋଷଣା ହେବ । ଚଳିତ ଦିଲ୍ଲୀ ବିଧାନସଭାର କାର୍ଯ୍ୟକାଳ ଆସନ୍ତା ଫେବୃଆରୀ 22 ତାରିଖରେ ଶେଷ ହେବ ।

2015 ବର୍ଷରେ ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ 924ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ 231ଜଣଙ୍କ ଖାରଜ ହୋଇଥିଲା। 673ଜଣ 2015 ଦିଲ୍ଲୀ ବିଧାନସଭା ନିର୍ବାଚନରେ ପ୍ରତିଦ୍ବନ୍ଦ୍ବିତା କରିଥିଲେ। ସେହିପରି 1993ରେ ସବୁଠାରୁ ଅଧିକ ପ୍ରାର୍ଥୀ ଏହି ବିଧାନସଭା ଆସନ ପାଇଁ ପ୍ରତିଦ୍ବନ୍ଦ୍ବିତା କରିଥିଲେ । 1993ରେ ହୋଇଥିବା ପ୍ରଥମ ନିର୍ବାଚନରେ 1,316ଜଣ ପ୍ରାର୍ଥୀ ନିର୍ବାଚନ ରଣାଙ୍ଗନ ଓହ୍ଲାଇଥିଲେ । (ଏଜେନ୍ସି)

delhielection electioncommission nominationfile
Share. Facebook Twitter LinkedIn Email WhatsApp Copy Link

Related Posts

ନୀତି ଓ ଜନସାଧାରଣଙ୍କ ମଧ୍ୟରେ ସଂଯୋଗର ସେତୁ ସାଜିଛି କମ୍ୟୁନିଟି ରେଡିଓ

April 22, 2026

ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ନିର୍ମଳ ମୁଣ୍ଡା ପରିବେଶ ପଥ, ଜନଜାତି ସଂଗ୍ରହାଳୟ ଏବଂ ସମନ୍ୱିତ ନିର୍ଦ୍ଦେଶ ଓ ନିୟନ୍ତ୍ରଣ କେନ୍ଦ୍ର ଉଦଘାଟିତ

April 22, 2026

ଓଡ଼ିଆ ସାମ୍ବାଦିକତାରେ ପିଜି ଡିପ୍ଲୋମା ପାଇଁ ଆଇଆଇଏମ୍ସି ଢେଙ୍କାନାଳରେ ଆବେଦନ ଆରମ୍ଭ

April 21, 2026

ପଶ୍ଚିମ ଏସିଆର ପରିସ୍ଥିତିକୁ ସାମ୍ବାଦିକ ସମ୍ମିଳନୀ

April 21, 2026
Latest News

ନୀତି ଓ ଜନସାଧାରଣଙ୍କ ମଧ୍ୟରେ ସଂଯୋଗର ସେତୁ ସାଜିଛି କମ୍ୟୁନିଟି ରେଡିଓ

April 22, 2026

ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ନିର୍ମଳ ମୁଣ୍ଡା ପରିବେଶ ପଥ, ଜନଜାତି ସଂଗ୍ରହାଳୟ ଏବଂ ସମନ୍ୱିତ ନିର୍ଦ୍ଦେଶ ଓ ନିୟନ୍ତ୍ରଣ କେନ୍ଦ୍ର ଉଦଘାଟିତ

April 22, 2026

ଓଡ଼ିଆ ସାମ୍ବାଦିକତାରେ ପିଜି ଡିପ୍ଲୋମା ପାଇଁ ଆଇଆଇଏମ୍ସି ଢେଙ୍କାନାଳରେ ଆବେଦନ ଆରମ୍ଭ

April 21, 2026

ପଶ୍ଚିମ ଏସିଆର ପରିସ୍ଥିତିକୁ ସାମ୍ବାଦିକ ସମ୍ମିଳନୀ

April 21, 2026

ଓଡ଼ିଶାରେ ସ୍ୱାଭାବିକ ଓ ସ୍ଥିର ରହିଛି ପେଟ୍ରୋଲ, ଡିଜେଲ ଏବଂ ଏଲପିଜି ଯୋଗାଣ

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.