Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୋଟ ପାଇଁ ରାହୁଲ ଦେଶକୁ ବିକ୍ରି କରି ପାରନ୍ତି : ଗିରିରାଜ
ଆଜିର ଖବର

ଭୋଟ ପାଇଁ ରାହୁଲ ଦେଶକୁ ବିକ୍ରି କରି ପାରନ୍ତି : ଗିରିରାଜ

January 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଭୋଟ ପାଇଁ ରାହୁଲ ଗାନ୍ଧୀ ଦେଶକୁ ମଧ୍ୟ ବିକ୍ରି କରିବାକୁ ପଛାଇବେ ନାହିଁ ବୋଲି କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ ମତ ଦେଇଛନ୍ତି । ସିଏଏକୁ ନେଇ ଗିରିରାଜ ରାହୁଲଙ୍କୁ ସମାଲୋଚନା କରିବା ସହିତ ଏହି ମତ ଦେଇଛନ୍ତି । ବୁଧବାର ପାଟନାରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ କେନ୍ଦ୍ର ପଶୁପାଳନ ମନ୍ତ୍ରୀ ଗିରିରାଜ ପୂର୍ବତନ କଂଗ୍ରେସ ସଭାପତି ଏବଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସମାଲୋଚନା କରିଛନ୍ତି । ଭୋଟ ପାଇଁ ରାହୁଲ ଏବଂ ବିପକ୍ଷ ନେତା ଦେଶକୁ ବିକ୍ରି କରିବାକୁ ମଧ୍ୟ ପଛଘୁଞ୍ଚା ଦେବେ ନାହିଁ ବୋଲି ଗିରିରାଜ ମତ ଦେଇଛନ୍ତି । ସିଏଏକୁ ନେଇ ବିପକ୍ଷ ଦଳ ଦେଶବାସୀଙ୍କୁ ଭ୍ରମିତ କରି ଭୋଟ ବ୍ୟାଙ୍କ ବଞ୍ଚାଇବାର ଚେଷ୍ଟା ଚଳାଇଛନ୍ତି ବୋଲି ଗିରିରାଜ ମତ ଦେଇଛନ୍ତି । ସିଏଏ କେବଳ ତିନି ଦେଶର ନିର୍ଯାତିତ ସଂଖ୍ୟାଲଘୁ ସମ୍ପ୍ରଦାୟଙ୍କୁ ନାଗରିକତ୍ବ ପ୍ରଦାନ ପାଇଁ ଉଦ୍ଦିଷ୍ଟ ମାତ୍ର ଏହି ଆଇନକୁ ନେଇ ଦେଶବାସୀଙ୍କୁ ଭ୍ରମିତ କରାଯିବାର ପ୍ରୟାସ କରାଯାଉଛି ବୋଲି ଗିରିରାଜ ଏହି ମତ ଦେଇଛନ୍ତି । (ଏଜେନ୍ସୀ)

caa girirajsingh mamtabanarjee rahulgandhi
Share. Facebook Twitter LinkedIn Email WhatsApp Copy Link

Related Posts

ନୋରା ଫତେହିଙ୍କ ବିବାଦୀୟ ଗୀତ ଉପରେ ପ୍ରତିବନ୍ଧକ ଲଗାଇଲେ ସରକାର

March 18, 2026

ବିଜେପିରେ ଯୋଗଦେଲେ ସାଂସଦ ପ୍ରଦ୍ୟୁତ ବୋରଦୋଲୋଇ: ଗତକାଲି କଂଗ୍ରେସରୁ ଦେଇଥିଲେ ଇସ୍ତଫା

March 18, 2026

ରେଢ଼ାଖୋଲ ଢୁଙ୍କଛାଲି ଜଙ୍ଗଲରେ ଦୁର୍ଦ୍ଧାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର: ୩ ସହଯୋଗୀ ଗିରଫ

March 18, 2026

ଭାରତୀୟ ନୂତନ ଆଇନର ସଫଳ କାର୍ଯ୍ୟକାରିତା: ୨୮ ଦିନ ମଧ୍ୟରେ ଦୋଷୀକୁ ଦଣ୍ଡ ଦେଲେ ଅଦାଲତ

March 18, 2026
Latest News

ନୋରା ଫତେହିଙ୍କ ବିବାଦୀୟ ଗୀତ ଉପରେ ପ୍ରତିବନ୍ଧକ ଲଗାଇଲେ ସରକାର

March 18, 2026

ବିଜେପିରେ ଯୋଗଦେଲେ ସାଂସଦ ପ୍ରଦ୍ୟୁତ ବୋରଦୋଲୋଇ: ଗତକାଲି କଂଗ୍ରେସରୁ ଦେଇଥିଲେ ଇସ୍ତଫା

March 18, 2026

ରେଢ଼ାଖୋଲ ଢୁଙ୍କଛାଲି ଜଙ୍ଗଲରେ ଦୁର୍ଦ୍ଧାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର: ୩ ସହଯୋଗୀ ଗିରଫ

March 18, 2026

ଭାରତୀୟ ନୂତନ ଆଇନର ସଫଳ କାର୍ଯ୍ୟକାରିତା: ୨୮ ଦିନ ମଧ୍ୟରେ ଦୋଷୀକୁ ଦଣ୍ଡ ଦେଲେ ଅଦାଲତ

March 18, 2026

“ଏହା ଲଜ୍ଜାଜନକ”: ଆସାମରେ କଂଗ୍ରେସ ସାଂସଦ ଦଳ ଛାଡିବା ପରେ କହିଲା ଶିବସେନା

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.