Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଷ୍ଟ୍ରେଲିଆ ଜଙ୍ଗଲ ନିଆଁ ପାଇଁ ଟେନିସ୍‌ ପ୍ରଦର୍ଶନୀ ମ୍ୟାଚ୍‌ରେ 5 ମିଲିୟନ୍‌ ଡଲାର ସଂଗ୍ରହ
ଆଜିର ଖବର

ଅଷ୍ଟ୍ରେଲିଆ ଜଙ୍ଗଲ ନିଆଁ ପାଇଁ ଟେନିସ୍‌ ପ୍ରଦର୍ଶନୀ ମ୍ୟାଚ୍‌ରେ 5 ମିଲିୟନ୍‌ ଡଲାର ସଂଗ୍ରହ

January 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସିଡ୍‌ନୀ : ଅଷ୍ଟ୍ରେଲିଆ ଜଙ୍ଗଲ ନିଆଁର ମୁକାବିଲା ପାଇଁ ଏକ ପ୍ରଦର୍ଶନୀ ଟେନିସ୍‌ ମ୍ୟାଚ୍‌ ଖେଳାଯାଇଛି । ଏହି ପ୍ରଦର୍ଶନୀ ମ୍ୟାଚ୍‌ ଗୁଡିକରୁ 5 ମିଲିୟନ୍‌ ଅଷ୍ଟ୍ରେଲିଆନ୍‌ ଡଲାର (3.4 ମିଲିୟନ୍‌ ଡଲାର) ଅର୍ଥରାଶି ସଂଗ୍ରହ କରାଯାଇଛି । ବୁଧବାର ସନ୍ଧ୍ୟାରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ବିଭିନ୍ନ ବଡ ବଡ ଷ୍ଟାର ଖେଳିଥିଲେ । ରୋଜର ଫେଡେରରଳ ସେରେନା ଓ୍ବିଲିୟମ୍ସ, ନୋଭାକ୍‌ ଜୋକୋଭିକ୍‌, ରାଫେଲ୍‌ ନାଦାଲ୍‌, ନାଓମି ଓସାକା, କାରୋଲିନ୍‌ ଓଜ୍‌ନିଆକି, ଷ୍ଟିଫାନୋସ୍‌ ଟ୍ରିଷ୍ଟାପାସ୍‌ ଏବଂ ଆଲେକଜାଣ୍ଡାର ଜେଭ୍‌ରେଭ୍‌ ପ୍ରମୁଖ ଏହି ପ୍ରଦର୍ଶନୀ ମ୍ୟାଚ୍‌ରେ ଅଂଶଗ୍ରହଣ କରିଥିଲେ ।


ସମସ୍ତ ଖେଳାଳି ସିଙ୍ଗିଲ୍ସ ଏବଂ ଡବଲ୍ସ ମ୍ୟାଚ୍‌ ଖେଳିଥିଲେ । ଫେଡେରେର୍‌ ଏବଂ ନାଡାଲ୍‌ ଡବଲ୍ସ ମ୍ୟାଚ୍‌ ଖେଳିଥିବା ବେଳେ ସେରେନା ଏବଂ ଜୋକୋଭିକ୍‌ ପରସ୍ପର ବିପକ୍ଷରେ ମ୍ୟାଚ୍‌ ଖେଳିଥିଲେ । ମ୍ୟାଚ୍‌ ପରେ ନାଦାଲ୍‌ ଏବଂ ଫେଡେରର୍‌ ବ୍ୟକ୍ତିଗତ ଭାବରେ 2 ଲକ୍ଷ 50 ହଜାର ଅଷ୍ଟ୍ରେଲିଆ ଡଲାର ଦାନ କରିଥିଲେ । ଉଲ୍ଲେଖଯୋଗ୍ୟ ଯେ, ଅଷ୍ଟ୍ରେଲିଆ ଜଙ୍ଗଲ ନିଆଁ କାରଣରୁ 28 ଜଣ ଲୋକଙ୍କ ପ୍ରାଣ ହାନି ଘଟିଥିବା ବେଳେ 2 ହଜାରରୁ ଅଧିକ ଘର ପାଉଁଶ ହୋଇ ଯାଇଥିଲା । (ଏଜେନ୍ସୀ)

australiabushfire federrer nadal
Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୭ ଦିନିକିଆ ବିଶ୍ୱକପ୍ ତାରିଖ ପ୍ରକାଶ: ମହାତ୍ମା ଗାନ୍ଧୀଙ୍କ ସହ ରହିଛି ସଂଯୋଗ

August 16, 2026

ଜାଣନ୍ତୁ ଅଗଷ୍ଟ ୧୬ ର ରାଶିଫଳ: ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

August 16, 2026

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026
Latest News

୨୦୨୭ ଦିନିକିଆ ବିଶ୍ୱକପ୍ ତାରିଖ ପ୍ରକାଶ: ମହାତ୍ମା ଗାନ୍ଧୀଙ୍କ ସହ ରହିଛି ସଂଯୋଗ

August 16, 2026

ଜାଣନ୍ତୁ ଅଗଷ୍ଟ ୧୬ ର ରାଶିଫଳ: ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

August 16, 2026

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.