Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏଲ୍‌ଟିଟି ଏକ୍ସପ୍ରେସ୍‌ ଲାଇନଚ୍ୟୁତ ଘଟଣା : ବଦଳିଲା 5 ଟ୍ରେନ୍‌ର ଗତିପଥ, ବସ୍‌ ଜରିଆରେ ଯାତ୍ରୀଙ୍କୁ ସ୍ଥାନାନ୍ତର
ଆଜିର ଖବର

ଏଲ୍‌ଟିଟି ଏକ୍ସପ୍ରେସ୍‌ ଲାଇନଚ୍ୟୁତ ଘଟଣା : ବଦଳିଲା 5 ଟ୍ରେନ୍‌ର ଗତିପଥ, ବସ୍‌ ଜରିଆରେ ଯାତ୍ରୀଙ୍କୁ ସ୍ଥାନାନ୍ତର

January 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
କଟକ : ମୁମ୍ବାଇରୁ ଭୁବନେଶ୍ବର ଆସୁଥିବା ଲୋକମାନ୍ୟ ତିଲକ ଟର୍ମିନସ୍‌(ଏଲ୍‌ଟିଟି)ର 7ଟି ବଗି ଲାଇନଚ୍ୟୁତ ହୋଇଛି । ଗୁରୁବାର ସକାଳୁ କଟକ ନିକଟସ୍ଥ ନେରଗୁଣ୍ଡି ରେଳ ଷ୍ଟେସନ୍‌ରେ ଟ୍ରେନ୍‌ର 7ଟି ବଗି ଲାଇନଚ୍ୟୁତ ହେବା ଫଳରେ ଯାତ୍ରୀମାନଙ୍କୁ ବସ୍‌ ଯୋଗେ ସ୍ଥାନାନ୍ତର କରାଯାଇଛି । ଏହି ଘଟଣାରେ ଟ୍ରେନ୍‌ଟି ଅଟକି ରହିଥିବାରୁ ପୂର୍ବତଟ ରେଳବାଇ ପକ୍ଷରୁ 5ଟି ଟ୍ରେନ୍‌ର ଗତିପଥ ପରିବର୍ତ୍ତନ କରାଯାଇଛି । ଭାରତୀୟ ରେଳବାଇ ପକ୍ଷରୁ ଦୁର୍ଘଟଣାରେ ଆହତଙ୍କୁ ସହାୟତା ପ୍ରଦାନ କରାଯିବା ନେଇ ଘୋଷଣା କରାଯାଇଛି । ଆହତ ମାନଙ୍କୁ କଟକ ଏବଂ ଭୁବନେଶ୍ବରର ବିଭିନ୍ନ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଉଛି । ସମୁଦାୟ 11 ଜଣ ଆମହତ ହୋଇଥିବା ବେଳେ 5 ଜଣଙ୍କ ଅବସ୍ଥା ଗୁରୁତର ରହିଛି । 8 ଜଣ ଆହତଙ୍କୁ ପ୍ରାଥମିକ ଚିକିତ୍ସା ପ୍ରଦାନ କରାଯାଇଛି । ଦୁର୍ଘଟଣାର କାରଣ ଅସ୍ପଷ୍ଟ ରହିଥିବା ବେଳେ ରେଳବାଇ ପକ୍ଷରୁ ଏକ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି । ଦୁର୍ଘଟଣା ସମ୍ପର୍କରେ ସବିଶେଷ ସୂଚନା ପାଇଁ 5ଟି ହେଲ୍ପଲାଇନ୍‌ ନମ୍ବର ଜାରି କରାଯାଇଛି । କଟକ: 0671-1072, ଖୋର୍ଦ୍ଧାରୋଡ :0674-1072, ଭୁବନେଶ୍ବର/ମୁଖ୍ୟାଳୟ :18003457401/402, ଭୁବନେଶ୍ବର ଷ୍ଟେସନ୍‌ : 0674/1072 ଏବଂ ପୁରୀ 06752-1072 ପାଇଁ ପୂର୍ବତଟ ରେଳବାଇ ପକ୍ଷରୁ ହେଲ୍ପଲାଇନ୍‌ ନମ୍ବର ଜାରି କରାଯାଇଛି ।

accident evacuation
Share. Facebook Twitter LinkedIn Email WhatsApp Copy Link

Related Posts

ଲୋହଗଡ଼ ଫୋର୍ଟ ମାମଲା: ତଦନ୍ତରେ ନୂଆ ମୋଡ଼, ସିସିଟିଭି ଫୁଟେଜ୍ ଓ ପରିବାର ବୟାନରେ ଖୋଲୁଛି ରହସ୍ୟ

June 25, 2026

ଏଣିକି ବିବାହ କାର୍ଡରେ ଜନ୍ମ ତାରିଖ ବାଧ୍ୟତାମୂଳକ !

June 25, 2026

ନବରଙ୍ଗପୁରରେ ହତ୍ୟା ମାମଲା: ଅଭିଯୁକ୍ତକୁ ୬ ବର୍ଷ ସଶ୍ରମ କାରାଦଣ୍ଡ

June 25, 2026

ନିର୍ମାଣାଧୀନ ଗୋଦାମ ଭୁଶୁଡ଼ି ୫ ମୃତ, ୩ ଅଭିଯୁକ୍ତ ଗିରଫ

June 25, 2026
Latest News

ଲୋହଗଡ଼ ଫୋର୍ଟ ମାମଲା: ତଦନ୍ତରେ ନୂଆ ମୋଡ଼, ସିସିଟିଭି ଫୁଟେଜ୍ ଓ ପରିବାର ବୟାନରେ ଖୋଲୁଛି ରହସ୍ୟ

June 25, 2026

ଏଣିକି ବିବାହ କାର୍ଡରେ ଜନ୍ମ ତାରିଖ ବାଧ୍ୟତାମୂଳକ !

June 25, 2026

ନବରଙ୍ଗପୁରରେ ହତ୍ୟା ମାମଲା: ଅଭିଯୁକ୍ତକୁ ୬ ବର୍ଷ ସଶ୍ରମ କାରାଦଣ୍ଡ

June 25, 2026

ନିର୍ମାଣାଧୀନ ଗୋଦାମ ଭୁଶୁଡ଼ି ୫ ମୃତ, ୩ ଅଭିଯୁକ୍ତ ଗିରଫ

June 25, 2026

ରଥଯାତ୍ରା ୨୦୨୬: ଭକ୍ତଙ୍କ ପାଇଁ ବ୍ୟାପକ ପ୍ରସ୍ତୁତି, ପୁରୀରେ ସୁଗମ ଯାତାୟାତ ଓ ସୁରକ୍ଷାକୁ ପ୍ରାଥମିକତା

June 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.