Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାର୍ତ୍ତିକ-ସାରାଙ୍କ ଲଭ୍‌ ଆଜ୍‌କଲ୍‌ର ପ୍ରଥମ ପୋଷ୍ଟର ରିଲିଜ୍‌
ଆଜିର ଖବର

କାର୍ତ୍ତିକ-ସାରାଙ୍କ ଲଭ୍‌ ଆଜ୍‌କଲ୍‌ର ପ୍ରଥମ ପୋଷ୍ଟର ରିଲିଜ୍‌

January 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : କାର୍ତ୍ତିକ ଆର୍ଯ୍ୟନ୍‌ ଏବଂ ସାରା ଅଲୀ ଖାନ୍‌ଙ୍କ ଅଭିନୀତ ଲଭ୍‌ ଆଜ୍‌ କଲ୍‌ର ପ୍ରଥମ ପୋଷ୍ଟର ରିଲିଜ୍‌ ହୋଇଛି । ଏହା ସହିତ ଆସନ୍ତା କାଲି ଫିଲ୍ମର ଟ୍ରେଲର ରିଲିଜ୍‌ ହେବାକୁ ଯାଉଛି । ଉଭୟ କାର୍ତ୍ତିକ ଏବଂ ସାରା ପ୍ରଥମ ଥର ପାଇଁ ଏକତ୍ର ନଜର ଆସିବାକୁ ଯାଉଥିବା ବେଳେ ଇମତିଆଜ ଅଲୀ ଏହାର ନିର୍ଦ୍ଦେଶନା ଦେବାକୁ ଯାଉଛନ୍ତି । ପୋଷ୍ଟରରେ ଉଭୟ କାର୍ତ୍ତିକ ଏବଂ ସାରାଙ୍କ ଚରିତ୍ରର ନାମ ମଧ୍ୟ ଘୋଷଣା କରାଯାଇଛି । କାର୍ତ୍ତିକଙ୍କ ଚରିତ୍ରର ନାମ ବୀର ରହିଥିବା ବେଳେ ସାରାଙ୍କ ଚରିତ୍ରର ନାମ ଜୋଏ ରହିଛି । ପୋଷ୍ଟରରେ କାର୍ତ୍ତିକ ଶୋଇଥିବା ବେଳେ ସାରା ତାଙ୍କ ପିଠି ଉପରେ ମୁହଁ ରଖିଥିବା ଦେଖିବାକୁ ମିଳିଛି । 2009ରେ ଇମତିଆଜଙ୍କ ନିର୍ଦ୍ଦେଶିତ ଲଭ୍‌ ଆଜ୍‌କଲ୍‌ରେ ସୈଫ୍‌ ଅଲୀ ଖାନ୍‌, ଦୀପିକା ପାଦୁକୋନ୍‌ ଏବଂ ଋଷି କପୁର୍‌ ମୁଖ୍ୟ ଭୂମିକାରେ ନଜର ଆସିଥିଲେ । ଏହି ଫିଲ୍ମଟି ସୈଫ୍‌ଙ୍କ ଚରିତ୍ରର ସ୍ପିନ୍‌ ଅଫ୍‌ ବୋଲି ଅନୁମାନ କରାଯାଉଛି । (ଏଜେନ୍ସୀ)

KartikAaryan SARAALIKHAN
Share. Facebook Twitter LinkedIn Email WhatsApp Copy Link

Related Posts

କିଭଳି ରହିଛି ସଂଖ୍ୟାଲଘୁଙ୍କ ପାଇଁ ବଜେଟ୍?: ପ୍ରତିକ୍ରିୟା ଦେଲେ ଅଲ ଇଣ୍ଡିଆ ମୁସଲିମ ଜମାତର ସଭାପତି

February 1, 2026

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026
Latest News

‘ଦିବ୍ୟାଙ୍ଗ କୌଶଳ ଯୋଜନା’: ଦିବ୍ୟାଙ୍ଗମାନଙ୍କୁ ପ୍ରଦାନ କରିବ ଆବଶ୍ୟକ ମୁତାବକ ତାଲିମ

February 1, 2026

କିଭଳି ରହିଛି ସଂଖ୍ୟାଲଘୁଙ୍କ ପାଇଁ ବଜେଟ୍?: ପ୍ରତିକ୍ରିୟା ଦେଲେ ଅଲ ଇଣ୍ଡିଆ ମୁସଲିମ ଜମାତର ସଭାପତି

February 1, 2026

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.