Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଧୋନୀ ଯୁଗର ଅବସାନ : ବିସିସିଆଇ କଣ୍ଟ୍ରାକ୍ଟରୁ ବାଦ ପଡିଲେ କ୍ୟାପ୍‌ଟେନ୍‌ କୁଲ୍‌
ଆଜିର ଖବର

ଧୋନୀ ଯୁଗର ଅବସାନ : ବିସିସିଆଇ କଣ୍ଟ୍ରାକ୍ଟରୁ ବାଦ ପଡିଲେ କ୍ୟାପ୍‌ଟେନ୍‌ କୁଲ୍‌

January 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ଧୋନୀ ଫ୍ୟାନ୍‌ ମାନଙ୍କ ପାଇଁ ଦୁଃସମ୍ବାଦ । କ୍ୟାପ୍‌ଟେନ୍‌ କୁଲ୍‌ ମହେନ୍ଦ୍ର ସିଂ ଧୋନୀ ବିଶ୍ବକପ୍‌ ପରଠାରୁ ଭାରତୀୟ ଜର୍ସିରେ ନଜର ଆସିନଥିବା ବେଳେ ବର୍ତ୍ତମାନ ବିସିସିଆଇର ବାର୍ଷିକ ଚୁକ୍ତିରୁ ବାଦ ପଡିଛନ୍ତି । 2019-20 ବର୍ଷ ପାଇଁ ବିସିସିଆଇ ପକ୍ଷରୁ ଘୋଷିତ ଚୁକ୍ତିନାମାରେ ସମୁଦାୟ 27 ଜଣ ଖେଳାଳିଙ୍କୁ 4ଟି ବର୍ଗରେ ସାମିଲ ରଖାଯାଇଛି । ଏ ପ୍ଲସ୍‌ ବର୍ଗରେ ବିରାଟ କୋହଲି, ରୋହିତ ଶର୍ମା ଏବଂ ଯଶପ୍ରୀତ ବୁମ୍‌ରା ସ୍ଥାନ ପାଇଛନ୍ତି । ସେହିପରି ପ୍ରଥମ ଥର ପାଇଁ ନବଦୀପ ସାଇନି, ମୟଙ୍ଗ ଅଗ୍ରଓ୍ବାଲ, ଶ୍ରେୟସ୍‌ ଆୟାର, ଓ୍ବାଶିଂଟନ୍‌ ସୁନ୍ଦର ଏବଂ ଦୀପକ ଚହର ପ୍ରଥମ ଥର ପାଇଁ ବିସିସିଆଇର ବାର୍ଷିକ ଚୁକ୍ତିରେ ସାମିଲ ହୋଇଛନ୍ତି । ଉଲ୍ଲେଖଯୋଗ୍ୟ ଯେ. ଏ+ ବର୍ଗରେ ବାର୍ଷିକ 7 କୋଟି ବେତନ  ମିଳୁଥିବା ବେଳେ ଏ, ବି ଏବଂ ସି ବର୍ଗରେ ଖେଳାଳିଙ୍କୁ ଯଥାକ୍ରମେ 5, 3 ଏବଂ 1 କୋଟି ଲେଖାଏଁ ବେତନ ମିଳିଥାଏ ।

ଗ୍ରେଡ୍‌ ଏ+ : ବିରାଟ କୋହଲି, ରୋହିତ ଶର୍ମା, ଯଶପ୍ରୀତ୍‌ ବୁମ୍‌ରା
ଗ୍ରେଡ୍‌ ଏ : ରବିଚନ୍ଦ୍ରନ ଅଶ୍ବିନ୍‌, ରବୀନ୍ଦ୍ର ଜାଡେଜା, ଭୁବନେଶ୍ବର କୁମାର, ଚେତେଶ୍ବର ପୂଜାରା, ଆଜିଙ୍କ୍ୟ ରାହାଣେ, କେ ଏଲ୍‌ ରାହୁଲ, ଶିଖର ଧଓ୍ବନ୍‌, ମହମ୍ମଦ ସାମି, ଇଶାନ୍ତ ଶର୍ମା, କୁଲଦୀପ ଯାଦବ ଏବଂ ଋଷଭ ପନ୍ତ ।
ଗ୍ରେଡ୍‌ ବି : ରିଦ୍ଧିମାନ ଶାହା, ଉମେଶ ଯାଦବ, ୟୁଜବେନ୍ଦ୍ର ଚହଲ, ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ମୟଙ୍କ ଅଗ୍ରଓ୍ବାଲ
ଗ୍ରେଡ୍‌ ସି: କେଦାର ଯାଦବ, ନବଦୀପ ସାଇନି, ଦୀପକ ଚହର, ମନୀଷ ପାଣ୍ଡେ, ହନୁମା ବିହାରୀ, ଶାର୍ଦ୍ଦୁଲ ଠାକୁର, ଶ୍ରେୟସ୍‌ ଆୟାର ଏବଂ ଓ୍ବାଶିଂଟନ୍‌ ସୁନ୍ଦର (ଏଜେନ୍ସି)

bumrah dhoni kohli rohit
Share. Facebook Twitter LinkedIn Email WhatsApp Copy Link

Related Posts

ଫେବୃଆରୀରୁ ବଦଳିଲା UPI କାରବାର ପଦ୍ଧତି: ଜାଣନ୍ତୁ ନୂତନ ନିୟମ

February 5, 2026

ଇଡି ପରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନ: ଅଲ-ଫଲାହ ବିଶ୍ୱବିଦ୍ୟାଳୟର ଅଧ୍ୟକ୍ଷ ଗିରଫ

February 5, 2026

ଗୋଟିଏ ଝଟକାରେ 20,000 ଟଙ୍କା ହ୍ରାସ ପାଇଲା ରୂପା ମୂଲ୍ୟ: ଦେଖନ୍ତୁ ଆଜିର ଦର

February 5, 2026

ଯାଜପୁର ନିକଟରେ ନିୟୁ ଜଲପାଇଗୁଡି ଏକ୍ସପ୍ରେସ ଲାଇନଚ୍ୟୁତ, କୌଣସି କ୍ଷତି ରିପୋର୍ଟ ନାହିଁ

February 5, 2026
Latest News

ଫେବୃଆରୀରୁ ବଦଳିଲା UPI କାରବାର ପଦ୍ଧତି: ଜାଣନ୍ତୁ ନୂତନ ନିୟମ

February 5, 2026

ଖୋର୍ଦ୍ଧା ଓ ବାଣପୁର ସମେତ ୨୪ଟି ସ୍ଥାନର ନାମ ହେବ ସଂଶୋଧନ, ରାଜସ୍ବ ବିଭାଗରୁ ବାହାରିଲା ବିଜ୍ଞପ୍ତି

February 5, 2026

ଇଡି ପରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନ: ଅଲ-ଫଲାହ ବିଶ୍ୱବିଦ୍ୟାଳୟର ଅଧ୍ୟକ୍ଷ ଗିରଫ

February 5, 2026

ଗୋଟିଏ ଝଟକାରେ 20,000 ଟଙ୍କା ହ୍ରାସ ପାଇଲା ରୂପା ମୂଲ୍ୟ: ଦେଖନ୍ତୁ ଆଜିର ଦର

February 5, 2026

ଯାଜପୁର ନିକଟରେ ନିୟୁ ଜଲପାଇଗୁଡି ଏକ୍ସପ୍ରେସ ଲାଇନଚ୍ୟୁତ, କୌଣସି କ୍ଷତି ରିପୋର୍ଟ ନାହିଁ

February 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.