Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆତଙ୍କବାଦୀ ଆକ୍ରମଣ ଯୋଜନା ପଣ୍ଡ : ଜୈସ-ଏ-ମହମ୍ମଦର 5ଜଣ ଆତଙ୍କୀ ଗିରଫ
ଆଜିର ଖବର

ଆତଙ୍କବାଦୀ ଆକ୍ରମଣ ଯୋଜନା ପଣ୍ଡ : ଜୈସ-ଏ-ମହମ୍ମଦର 5ଜଣ ଆତଙ୍କୀ ଗିରଫ

January 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଶ୍ରୀନଗର : ଗଣତନ୍ତ୍ର ଦିବସ ଅବସରରେ ଏକ ବଡ ଧରଣର ଆତଙ୍କବାଦୀ ଆକ୍ରମଣ କରିବାକୁ ଯୋଜନା କରୁଥିବା ଜୈସ-ଏ-ମହମ୍ମଦର ପାଞ୍ଚ ଆତଙ୍କବାଦୀଙ୍କୁ ଶ୍ରୀନଗର ପୋଲିସ ଗିରଫ କରିଛି । ଯାହାଦ୍ୱାରା ଏକ ବଡ ଧରଣର ଆତଙ୍କବାଦୀ ଆକ୍ରମଣ ଯୋଜନାକୁ ପଣ୍ଡ କରିଛି ଶ୍ରୀନଗର ପୁଲିସ୍‌। ଯାହାଫଳରେ ଆତଙ୍କବାଦୀଙ୍କ ସାଂଘାତିକ ଷଡଯନ୍ତ୍ର ଧରାପଡିଛି । ଏହି ଆତଙ୍କୀମାନେ ଗଣତନ୍ତ୍ର ଦିବସରେ ଆତ୍ମଘାତୀ ଆକ୍ରମଣର ଯୋଜନା ପ୍ରସ୍ତୁତ କରିଥିଲେ। ଏହି ଆତଙ୍କୀମାନେ ଜାନୁଆରୀ 26ରେ ଗ୍ରେନେଡ୍‌ ଆକ୍ରମଣ କରିବା ପାଇଁ ଯୋଜନା ପ୍ରସ୍ତୁତ କରିଥିଲେ । (ଏଜେନ୍ସି)

terror attack
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026
Latest News

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.