Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲା : ୩ ନମ୍ବର ଜେଲକୁ ସ୍ଥାନାନ୍ତର ହେଲେ ଦୋଷୀ
ଆଜିର ଖବର

ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲା : ୩ ନମ୍ବର ଜେଲକୁ ସ୍ଥାନାନ୍ତର ହେଲେ ଦୋଷୀ

January 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାରେ ମୃତ୍ୟୁଦଣ୍ଡାଦେଶ ପାଇଥିବା ୪ ଅପରାଧୀଙ୍କୁ ଗୁରୁବାର ତିହାର ଜେଲ୍‌ କମ୍ପ୍ଲେକ୍ସର ୩ ନମ୍ବର ଜେଲ୍‌କୁ ନିଆଯାଇଛି, ଯେଉଁଠି ସେମାନଙ୍କୁ ଫାଶୀ ଦିଆଯିବ। ଅପରାଧୀ ବିନୟ ଶର୍ମା, ଅକ୍ଷୟ କୁମାର ସିଂ, ମୁକେଶ ସିଂ ଓ ପଓ୍ବନ ଗୁପ୍ତାଙ୍କୁ 22 ତାରିଖ ସକାଳ 7ଟାରେ ରେ ଫାଶୀ ଦିଆଯିବାକୁ ଥିଲା। ତେବେ ମୁକେଶ ରାଜକ୍ଷମା ଆବେଦନ କରିବାରୁ ଫାଶୀ ବିଳମ୍ବ ହେବ ବୋଲି ଦିଲ୍ଲୀ ସରକାର ବୁଧବାର ହାଇକୋର୍ଟଙ୍କୁ ଜଣାଇଥିଲେ। ଏପର୍ଯ୍ୟନ୍ତ ବିନୟ ଶର୍ମା ୪ ନମ୍ବର ଜେଲ୍‌ରେ ରହିଥିବାବେଳେ ଅନ୍ୟ ୩ ଜଣଙ୍କୁ ୨ ନମ୍ବର ଜେଲ୍‌ରେ ରଖାଯାଇଥିଲା। ୪ ଅପରାଧୀଙ୍କୁ ଫାଶୀଦେବା ସମ୍ପର୍କିତ ଷ୍ଟାଟସ୍‌ ରିପୋର୍ଟ ଦାଖଲ କରିବାକୁ ଦିଲ୍ଲୀର ଏକ ଅଦାଲତ ଗୁରୁବାର ତିହାର ଜେଲ୍‌ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଅପରପକ୍ଷରେ ଫାଶୀ ବିଳମ୍ବକୁ ନେଇ ଭାଜପା – ଆପ୍‌ ମଧ୍ୟରେ ବାକ୍‌ଯୁଦ୍ଧ ଚାଲିଛି। ଉଭୟ ଦଳ ପରସ୍ପରକୁ ସମାଲୋଚନା କରିଛନ୍ତି। ଦିଲ୍ଲୀ ସରକାରଙ୍କ ଅବହେଳାରୁ ଅପରାଧୀଙ୍କୁ ଫାଶୀ ଦିଆଯାଇପାରିଲାନି ବୋଲି କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭେଡକର କହିଥିବାବେଳେ ବିଜେପି ନେତା ଏହି ପ୍ରସଙ୍ଗରେ ମିଛ କହି ଅଣସମ୍ବେଦନଶୀଳ ମନ୍ତବ୍ୟ ଦେଉଛନ୍ତି ବୋଲି ଆପ୍‌ ନେତା ସଞ୍ଜୟ ସିଂହ କହିଛନ୍ତି । (ଏଜେନ୍ସି)

nirbhaya case
Share. Facebook Twitter LinkedIn Email WhatsApp Copy Link

Related Posts

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026
Latest News

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.