Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜିସାଟ୍‌-30ର ସଫଳ ଉତ୍‌କ୍ଷେପଣ
ଆଜିର ଖବର

ଜିସାଟ୍‌-30ର ସଫଳ ଉତ୍‌କ୍ଷେପଣ

January 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର(ଇସ୍ରୋ) ତରଫରୁ ଦେଶର ସବୁଠାରୁ ଶକ୍ତିଶାଳୀ ସଂଚାର ଉପଗ୍ରହ ଜିସାଟ୍‌-30 ସଫଳତାର ସହ ଉତ୍‌କ୍ଷେପଣ କରାଯାଇଛି। ଫ୍ରେଞ୍ଚ ଗୁଏନାର କୋରୋଉ ଲଞ୍ଚପ୍ୟାଡରୁ ୟୁରୋପିଆନ ହେଭି ରକେଟ ଏରିୟନ-5 ଦ୍ୱାରା ଏହାକୁ ଶୁକ୍ରବାର ଭାରତୀୟ ସମୟ ରାତି ୨ଟା ୩୫ ମିନିଟରେ ଉତ୍‌କ୍ଷେପଣ କରାଯାଇଛି। ଇସ୍ରୋ ତରଫରୁ ଚଳିତ ବର୍ଷର ଏହା ହେଉଛି ପ୍ରଥମ ମିଶନ । ଏହି ଉପଗ୍ରହ ଉତ୍‌କ୍ଷେପଣ ହେବା ପରେ ଦେଶରେ ସଞ୍ଚାର ତଥା ଯୋଗାଯୋଗ ବ୍ୟବସ୍ଥା ଅଧିକ ସୁଦୃଢ ହେବ। ଏହା ସାହାଯ୍ୟରେ ନୂଆ ଇଣ୍ଟରନେଟ ଟେକ୍ନୋଲୋଜି ଆସିବ ଓ ସାରା ଦେଶରେ ମୋବାଇଲ ନେଟୱର୍କ ଉପଲବ୍ଧ ହେବ। ଏହା ସହିତ ଇଣ୍ଟରନେଟ ସ୍ପିଡ ମଧ୍ୟ ବଢିବ। ସାଟେଲାଇଟ୍‌- ‘ଜିସାଟ୍‌30’ ଦ୍ୱାରା ତ୍ୱରିତ ବେଗରେ ଟେଲିଭିଜନ୍‌ ପ୍ରସାରଣ, ସାଟେଲାଇଟ୍‌ ଭିତ୍ତିକ ଖବର ସଂଗ୍ରହ ଏବଂ  ପାଣିପାଗ ସୂଚନା ଆଦି କାର୍ଯ୍ୟରେ ବହୁତ ସହାୟକ ହେବ । (ଏଜେନ୍ସି)

isro
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026
Latest News

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026

ବାରଙ୍ଗରେ ବୁଲିଲା ଖଣ୍ଡା; ୨ଜଣ ଆହତ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.