Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇଏଏସ୍‌ ସମ୍ମିଳନୀ ଅନୁଷ୍ଠିତ : ଅଫିସରଙ୍କୁ ମାର୍ଗଦର୍ଶନ କରାଇଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ଆଇଏଏସ୍‌ ସମ୍ମିଳନୀ ଅନୁଷ୍ଠିତ : ଅଫିସରଙ୍କୁ ମାର୍ଗଦର୍ଶନ କରାଇଲେ ମୁଖ୍ୟମନ୍ତ୍ରୀ

January 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର: ଆଜି ଲୋକସେବା ଭବନରେ ଜିଲ୍ଲାପାଳ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ନବନିର୍ମିତ ସମ୍ମିଳନୀ କକ୍ଷରେ ହେବାକୁ ଥିବା ଏହି ସମ୍ମିଳନୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି । ଏହି ସମ୍ମିଳନୀରେ ମୁଖ୍ୟ ସଚିବ, ବିଭାଗୀୟ ସଚିବ, ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ରହିଛନ୍ତି । ଏହି ଅବସରରେ ଉପସ୍ଥିତ ଅଫିସରଙ୍କୁ ମାର୍ଗଦର୍ଶନ କରାଇଲେ ମୁଖ୍ୟମନ୍ତ୍ରୀ । ଏହି ଅବସରରେ ଅଫିସରମାନଙ୍କୁ ଶପଥ ପାଠ କରାଇଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ସାଢେ ଚାରିକୋଟି ଓଡ଼ିଶାବାସୀ ହିଁ ତାଙ୍କର ପରିବାର ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଲୋକମାନେ ହିଁ ଆମର ପ୍ରଭୁ, ସେମାନଙ୍କର ସେବା କରିବା ଆମର କର୍ତ୍ତବ୍ୟ ବୋଲି କହିଛନ୍ତି। ସରକାରଙ୍କ ଫୋକସ୍‌ରେ ‘୫-ଟି’ ଓ ‘ମୋ ସରକାର’ ରହୁଥିବାରୁ ଏହାକୁ ବ୍ୟାପକ ଓ ସଫଳ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀ ଗୁରୁ ମନ୍ତ୍ର ଦେଇଛନ୍ତି ।

naveenpattanaik
Share. Facebook Twitter LinkedIn Email WhatsApp Copy Link

Related Posts

ନନ୍ଦିଗ୍ରାମ ଉପନିର୍ବାଚନ: ଶୁଭେନ୍ଦୁ ଅଧିକାରୀଙ୍କ ପୂର୍ବତନ ପିଏଙ୍କ ମାଆଙ୍କୁ ଟିକେଟ୍ ଦେଲା ବିଜେପି

September 15, 2026

ଆଜି ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଦ୍ୱିତୀୟ ଟି-20: ଜାଣନ୍ତୁ କେଉଁଠି ଦେଖିବେ ମ୍ୟାଚ

September 15, 2026

ମୋବାଇଲ୍ କିସ୍ତି ପାଇଁ ଯୁବକଙ୍କୁ ଅପହରଣ! ୫ ଦିନ ବନ୍ଧକ ରଖିଥିବା ଅଭିଯୋଗ

September 15, 2026

‘ଗ୍ୟାସ୍’ ଭାବି ଏହି ଲକ୍ଷଣକୁ ଅଣଦେଖା କରୁଛନ୍ତି କି? ହୋଇପାରେ ବଡ଼ ସ୍ୱାସ୍ଥ୍ୟ ସଙ୍କେତ

September 15, 2026
Latest News

ନନ୍ଦିଗ୍ରାମ ଉପନିର୍ବାଚନ: ଶୁଭେନ୍ଦୁ ଅଧିକାରୀଙ୍କ ପୂର୍ବତନ ପିଏଙ୍କ ମାଆଙ୍କୁ ଟିକେଟ୍ ଦେଲା ବିଜେପି

September 15, 2026

ଆଜି ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଦ୍ୱିତୀୟ ଟି-20: ଜାଣନ୍ତୁ କେଉଁଠି ଦେଖିବେ ମ୍ୟାଚ

September 15, 2026

ମୋବାଇଲ୍ କିସ୍ତି ପାଇଁ ଯୁବକଙ୍କୁ ଅପହରଣ! ୫ ଦିନ ବନ୍ଧକ ରଖିଥିବା ଅଭିଯୋଗ

September 15, 2026

‘ଗ୍ୟାସ୍’ ଭାବି ଏହି ଲକ୍ଷଣକୁ ଅଣଦେଖା କରୁଛନ୍ତି କି? ହୋଇପାରେ ବଡ଼ ସ୍ୱାସ୍ଥ୍ୟ ସଙ୍କେତ

September 15, 2026

ବ୍ୟାଙ୍କ ଲୁଟ୍‌ ପୂର୍ବରୁ ପୁଲିସର ମାଷ୍ଟରଷ୍ଟ୍ରୋକ୍‌; ମଧ୍ୟରାତ୍ରିରେ ଧରାପଡ଼ିଲା ଡକାୟତ ଗ୍ୟାଙ୍ଗ

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.